ନିର୍ବାଚନ

ପାଟକୁରା ନିର୍ବାଚନ Live Updates: ୧୬ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୨୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଥିବା ବେଳେ ବିଜେଡି ସବୁଠାରୁ ଆଗରେ ରହିଛି। ୧୬ ରାଉଣ୍ଡ ସୁଦ୍ଧା ୧୭,୨୩୪ ଭୋଟରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୮୯,୩୮୯ ଖଣ୍ଡ...

ପାଟକୁରା ନିର୍ବାଚନ Live Updates: ୧୪ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୩୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଛି। ୧୪ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୩୩୪ ଖଣ୍ଡ ଭୋଟରେ ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୭୯,୭୨୨ ଭୋଟ ମିଳିଛି। ଭାଜପା...

ପାଟକୁରା ନିର୍ବାଚନ: ୧୨ ରାଉଣ୍ଡ ସୁଦ୍ଧା ବିଜେଡି ୧୬,୧୪୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ବୁଧବାର ଭୋଟ ଗଣତି ଚାଲିଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୧୬,୧୪୪ ଭୋଟରେ ଆଗୁଆ ରହିଛନ୍ତି। ସାବିତ୍ରୀ ଅଗ୍ରଓ୍ବାଲ...

ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୫୩୭୩୨ ଖଣ୍ଡ ଭୋଟ ପାଇଥିବା ବେଳେ...

ପାଟକୁରା ଫଳାଫଳ: ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଜାରିରହିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗରେ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୪୨୦୩୭ ଖଣ୍ଡ ଭୋଟ ପାଇଥିବା...

ପାଟକୁରା ନିର୍ବାଚନ ଫଳାଫଳ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ତୃତୀୟ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଖଣ୍ଡ...

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ ଶାସିତ ମହାବିଦ୍ୟାଳୟ ପରିସରରେ ବୁଧବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି।...

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା...

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ...

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି।...

ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଆରମ୍ଭ: ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା

ଡେରାବିଶ, ୨୦।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାମିଶ ବ୍ଲକର ୨୬ଟି...

୨୦ରେ ପାଟକୁରା ନିର୍ବାଚନ: ୨୪ରେ ଭୋଟଗଣତି

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ଲାଗି ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିର୍ବାଚନର ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri