ନିର୍ବାଚନ

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ଏବଂ ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଖୁବ ବର୍ଷିଛନ୍ତି। ”ଜଣେ ଭଡ଼ାଟିଆକୁ ଆଣି...

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀ ଓ କନ୍ଧମାଳ ଲୋକ ସଭା ଅଧୀନ ଗୋଟିଏ ସମେତ ୮...

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନୀ ପ୍ରଚାର ସହ ବୈଠକ ମଧ୍ୟ କରିଥିଲେ।...

ଶେଷଦିନରେ ଦୁଇ ଦଳର ପ୍ରଚାର ଜୋର୍‌ଦାର

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିରେ ପ୍ରଚାର ଶେଷଦିନରେ ଦୁଇଦଳର ଜୋର୍‌ଦାର ପ୍ରଚାର ଚାଲିଛି। ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ ପ୍ରଚାର ରାଲି ବାହାରି ଥିଲା। ଓଡ଼ିଶାରେ ୨୦ ତାରିଖରେ ହେବ ଦ୍ୱିତୀୟ ପର୍ଯ୍ୟୟ ନିର୍ବାଚନ।...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା କାନୁନ୍‌ଗୋ, ଭାଜପାରୁ କୃଷ୍ଣଚନ୍ଦ୍ର ମହାପାତ୍ର, କଂଗ୍ରେସରୁ ପ୍ରଭାସକର ମହାପାତ୍ର, ଜେଏମ୍‌ଏମ୍‌ରୁ କୃଷ୍ଣଚନ୍ଦ୍ର...

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ଘଷିପୁରାର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଦ୍ବିତୀୟ ବଡ଼ ଧନୀ ପ୍ରାର୍ଥୀ।...

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମେ ୧୯ରେ ମୋଦି ଭୁବନେଶ୍ୱରରେ ପହଞ୍ଚିବେ।...

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ...

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍‌ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri