ନିର୍ବାଚନ

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ ପ୍ରାର୍ଥୀ…

ଓଡ଼ିଶା ହେବ ଗେରୁଆମୟ, ଏମିତି କାହିଁକି କହିଲେ ଶାହା

ରାଉରକେଲା,୧୭।୫: ରାଉରକେଲାରୁ ଦମ୍ଭୋକ୍ତି ଦେଖାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । କହିଲେ, ଓଡିଶା ହେବ ଗେରୁଆମୟ। ରାଜ୍ୟରେ ଭାଜପା ୧୫ ଲୋକ ସଭା ଆସନ ସହ ୭୫ ବିଧାନସଭା ଆସନ ଜିତିବ। ଏଥର ଓଡିଶାରେ ଭାଜପା ସରକାର ସହିତ କେନ୍ଦ୍ରରେ ମଧ୍ୟ…

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍‌…

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଦଳର…

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା…

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ ନୁହେଁ। କେବଳ ଲୋକମାନେ ଏହା କୁହନ୍ତି, କିନ୍ତୁ ମୁଁ ଏହାକୁ ବିଶ୍ୱାସ କରେ ନାହିଁ।…

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଣ୍ଟାବାଞ୍ଜି, ପାଟଣାଗଡ ନିର୍ବାଚନମଣ୍ଡଳୀର ଗଙ୍ଗାସାଗର ଏବଂ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଗଇଁନ୍ତଲାଠାରେ…

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା ଗତଥରର ପ୍ରାର୍ଥୀଙ୍କୁ ରିପିଟ କରିଥିବା ବେଳେ କଂଗ୍ରେସ ନୂଆ ମୁହଁ ଉପରେ ଭରସା କରିଛି।…

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି ଅନୁଗୋଳ…

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଗିରଫ ହୋଇଥିଲେ। ଗୁରୁବାର ଜଣେ ପ୍ଲଟ…

ଅତୀତକୁ ବଦଳାଇପାରିବି ନାହିଁ, ଭବିଷ୍ୟତ ତିଆରି କରିପାରିବି: ସଂତୃପ୍ତ

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଲୋକ ସଭା ସକାଶେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୪ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ହେଉଛନ୍ତି କଟକ ସଂସଦୀୟ ଆସନର ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର। ତାଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୪୮୨…

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ପ୍ରାଣୀଙ୍କୁ ନିର୍ଯାତନା ନେଇ ଷଡଙ୍ଗୀ ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri