ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ
ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…
୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍ରେ ଦୋଷୀଙ୍କୁ ଦଣ୍ଡିତ କରିବା ଓ ଆଦିବାସୀ ବିରୋଧୀ ମନୋଭାବକୁ ନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ଧର୍ମଶାଳାରେ ନିର୍ଣ୍ଣାୟକ ହେବେ ସ୍ବାଧୀନ ପ୍ରାର୍ଥୀ
ଯାଜପୁର,୧୭ା୫(ହର୍ଷବର୍ଦ୍ଧନ ବେହେରା) : ମତଦାନ ପାଇଁ ଆଉ ମାତ୍ର ୧୫ ଦିନ ବାକି ରହିଛି। ସେଥିପାଇଁ ନେତାମାନେ ଏବେ ପୂରା ଦମ୍ରେ ପ୍ରଚାରରେ ଲାଗି ପଡିଛନ୍ତି। ତେବେ ଯାଜପୁର ଲୋକ ସଭା ଅଧୀନ ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଏବେ ନିର୍ବାଚନୀ ପରିବେଶ ସରଗରମ…
ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…
ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍ ଶୋ’ ପାଇଁ ଗୁରୁବାର…
ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍ପି ପ୍ରାର୍ଥୀ ଧନୁର୍ଜୟ
ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ ରାଲି ବାହାରି ପାଟଣା ବ୍ଲକ ପରିକ୍ରମା କରି ଡୁମୁରିଆରେ ଶେଷ ହୋଇଛି। ଏହି ବାଇକ…
ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…
ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା…
ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ
ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା…
ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା
ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଓଡ଼ିଆ ଫିଲ୍ମ ଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ରୋଡ୍ ଶୋ’ କରି ନିର୍ବାଚନ ପ୍ରଚାର…
ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା
ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍ ଧରିଛି। ଗୁରୁବାର ବିଜେଡି ତରଫରୁ ଅନୁଷ୍ଠିତ ରାଲିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ ଓ…
ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ
ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଭ୍ୟାନ୍ ଯୋଗେ ନେଉଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରୁ କେହିଜଣେ ଟେକା ମାରିବା ଫଳରେ…
ବିହାରରୁ ମୁହଁ ଫେରାଉଛନ୍ତି ଷ୍ଟାର ପ୍ରଚାରକ
ପାଟନା,୧୬ା୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନରେ ଦେଶରେ ସରକାର ଗଠନ କରିବାକୁ କଂଗ୍ରେସ ଦାବି କରୁଛି, କିନ୍ତୁ ଅନ୍ୟପକ୍ଷରେ କଂଗ୍ରେସର ଷ୍ଟାର ପ୍ରଚାରକମାନେ କେଉଁଆଡ଼େ ଅନ୍ତର୍ଦ୍ଧାନ ହୋଇଯାଇଛନ୍ତି। ବିହାରର ୪୦ଟି ଆସନରେ ଅନୁଷ୍ଠିତ ନିର୍ବାଚନରେ କଂଗ୍ରେସ ମିଳିତ ମେଣ୍ଟ ସହିତ…
ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି। ପ୍ରକାଶ ଯେ, ଆଜି ସେ ଭାଜପାର ପ୍ରାଥମିକ…
Archives


