ନିର୍ବାଚନ

ବିଏସ୍‌ପିକୁ ଗୋଟିଏ ସିଟ୍‌

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍‌ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି କାମୁଡ଼ିବାକୁ ପଡ଼ିଛି। ଦଳିତ ରାଜନୀତିରେ ଏକଦା ଆଗରେ ରହିଥିବା ମାୟାବତୀ ଓ ତାଙ୍କ...

ଆସନ ବଞ୍ଚାଇପାରିଲେନି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶ ଜନାଦେଶର ଚିତ୍ର ଏବେ ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ୭୩୩୭ ଭୋଟରେ ଏସ୍‌ପି ପ୍ରାର୍ଥୀ ପଲ୍ଲବୀ ପଟେଲ...

ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛି ଭଗବନ୍ତ-ଜେଲେନ୍‌ସ୍କିଙ୍କ ଜୀବନୀ

ଚଣ୍ଡିଗଡ଼,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସଂଖ୍ୟାଗରିଷ୍ଠତା ସହ ବିଜୟ ହାସଲ କରିଛି। ବହୁମତରେ ବିଜୟ ହାସଲ କରିବା ପରେ ରାଜ୍ୟରେ ଇତିହାସ ସୃଷ୍ଟି କରିଛି ଏଏପି। ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟର ଓ ଫେସ୍‌ବୁକ୍‌ରେ...

୨୦୨୨ ୟୁପି ଫଳାଫଳ ୨୦୨୪କୁ ଆମନ୍ତ୍ରଣ କରୁଛି

ନୂଆଦିଲ୍ଲୀ,୧୦।୩: ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଐତିହାସିକ ଫଳାଫଳ ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ଆମନ୍ତ୍ରଣ କରୁଛି। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଉଦ୍‌ବୋଧନ ଦେବା ବେଳେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ, ଗୋଆ,...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି।...

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି।...

ପରାଜୟ ସ୍ବୀକାର କଲେ ରାୱତ

ନୂଆଦିଲ୍ଲୀ,୧୦।୩: ୨୦୧୭ ପରେ ୨୦୨୨ରେ ମଧ୍ୟ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ସିଂ ରାୱତଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି । ଲାଲଙ୍କୁଆ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ମୋହନ ସିଂଙ୍କ ୧୪ ହଜାରରୁ ଅଧିକ...

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପଛରେ ପଡ଼ିଯାଇଛନ୍ତି। ସିରାଥୁରେ କେଶବ ପ୍ରସାଦ ୬ହଜାର ଭୋଟ ପଛରେ...

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି।...

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍‌ ପି ସିଂ ବାଗେଲଙ୍କୁ...

ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର ଗଠନ କରିବ ବୋଲି ସ୍ପଷ୍ଟ ହୋଇଗଲାଣି।  ନିର୍ବାଚନ ଫଳାଫଳରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ...

ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ବିନମ୍ରତାର ସହ ସ୍ୱୀକାର କରୁଛି, ଏଏପିକୁ ଶୁଭେଚ୍ଛା: ଚନ୍ନି

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ପରାଜୟକୁ ସ୍ୱିକାର କରି ନେଇଛି କଂଗ୍ରେସ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ହାରିବା ପରେ ଦଳିୟକର୍ମୀଙ୍କୁ ଧନ୍ୟବାଦ ଦେବା ସହ ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ଗ୍ରହଣ କରି ନେଇଛନ୍ତି । ସେ ଦୁଇଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri