ନିର୍ବାଚନ

ବୈଜୟନ୍ତଙ୍କଠାରୁ ୪୮,୧୩୮ ଭୋଟ ଆଗରେ ଅନୁଭବ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ଆଗରେ ରହିଛନ୍ତି। ଏବେ ସୁଦ୍ଧା ଅନୁଭବ ଭାଜପ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ୪୮,୧୩୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।

ଧ୍ରୁବ ସାହୁ ୬,୭୯୯ ଭୋଟରେ ଆଗୁଆ

ରାଜନଗର, ୨୩।୫ (ଡି.ଏନ୍‌.ଏ.)- ୧୭ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କଂଗ୍ରେସ ପ୍ରାର୍ଥୀଙ୍କଠାରୁ ୬,୭୯୯ ବ୍ୟବଧାନରେ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଧ୍ରୁବ ସାହୁ ୩୦, ୩୧୧ ଖଣ୍ଡ ଭୋଟ ପାଇଥିବା ବେଳେ...

ଅନୁଗୋଳରେ ରଜନୀକାନ୍ତ ୧୩୬୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୨ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୨୪୩୬୩ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୩୦୦୧...

ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୩୦,୪୩୭ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସର ପ୍ରଦୀପ କୁମାର ସାହୁ ୨୧,୩୧୩ ଖଣ୍ଡ ଭୋଟ...

ମହେଶ ସାହୁ ୧୨୮୨୬ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୫ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୬ ଲକ୍ଷ ୪୪ ହଜାର ୮୪୦ଟି ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୨ ଲକ୍ଷ ୯୯ ହଜାର...

୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧,୦୭,୯୭୪ ଭୋଟ ପାଇଛନ୍ତି। ଅନୁଭବ ଏବେ ସୁଦ୍ଧା ବୈଜୟନ୍ତଙ୍କଠାରୁ...

ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି। ଟ୍ରେଣ୍ଡରୁ ଯାହା ଜଣାପଡୁଛି, ୫ମ...

ବିଭୂତି ପ୍ରଧାନ ୧୬୬୯ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୨୬ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୬୦,୫୦୬ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୫୮,୮୩୭ ଖଣ୍ଡ ଭୋଟ ପାଇ...

ପ୍ରଫୁଲ୍ଲ ମଲ୍ଲିକ ୮୨୩୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୫୪,୫୨୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୪୬,୨୯୦ ଭୋଟ ସହ ଦ୍ୱିତୀୟ ଏବଂ...

କେନ୍ଦ୍ରାପଡ଼ା ବିଧାନସଭା ଆସନରେ ଶଶିଭୂଷଣ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେନି ପ୍ରାର୍ଥୀ ଶଶିଭୂଷଣ ବେହେରା ୨,୨୩୯ ଭୋଟରେ ଆଗରେ ଅଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଗଣେଶ୍ୱର ବେହେରା ୮,୮୫୧ ପାଇଛନ୍ତି।

ସୁଧୀର ୧୩୫୩୦ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୫ତମ ରାଉଣ୍ଡ ସୁଦ୍ଧା ୧ଲକ୍ଷ ୦୪ ହଜାର ୧୦୪ ଭୋଟ କାଉଣ୍ଟିଂ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୪୮,୦୫୮ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର...

Advertisement
Archives

Model This Week

Why Dharitri