ନିର୍ବାଚନ

ପଞ୍ଜାବ ବିଧାନସଭା ନିର୍ବାଚନ ଫଳାଫଳ ବଖାଣିଲା କୃଷକଙ୍କ କ୍ରୋଧ: ଶରଦ ପାୱାର

ମୁମ୍ବାଇ,୧୧ ।୩: ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ଉପରେ ସଭିଙ୍କ ନଜର ଥିବା ବେଳେ ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ସଭିଙ୍କୁ ଚମକାଇ ଦେଇଛି । ଏଠାରେ କଂଗ୍ରେସ ଶାସନ ଥିବା ବେଳେ ଏଥର କିନ୍ତୁ କଂଗ୍ରେସକୁ ପରାଜୟ…

ସତରେ କ’ଣ ବାହା ହେବେନି ସିଦ୍ଧୁଙ୍କ ଝିଅ

ଚଣ୍ଡିଗଡ,୧୧।୩: ଚଳିତ ପଞ୍ଜାବ ବିଧାନସଭା ନିର୍ବଚନରେ ବଡ ବିଜୟ ହାସଲ କରିଛି ଆମ ଆଦମୀ ପାର୍ଟି। କଂଗ୍ରେସ ହାତରୁ ଛଡାଇ ନେଇଛି ପଞ୍ଜାବ। ୧୧୭ଟି ବିଧାନସଭା ଆସନ ବିଶିଷ୍ଟ ପଞ୍ଜାବରେ ଆପ ୯୨ଟି ଆସନରେ ଜିତିଛି। ପଞ୍ଜାବରେ ଆମ ଆଦମୀ ପାର୍ଟି…

ବିଏସ୍‌ପିକୁ ଗୋଟିଏ ସିଟ୍‌

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍‌ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି କାମୁଡ଼ିବାକୁ ପଡ଼ିଛି। ଦଳିତ ରାଜନୀତିରେ ଏକଦା ଆଗରେ ରହିଥିବା ମାୟାବତୀ ଓ ତାଙ୍କ ଦଳ…

ଆସନ ବଞ୍ଚାଇପାରିଲେନି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶ ଜନାଦେଶର ଚିତ୍ର ଏବେ ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ୭୩୩୭ ଭୋଟରେ ଏସ୍‌ପି ପ୍ରାର୍ଥୀ ପଲ୍ଲବୀ ପଟେଲ ତାଙ୍କୁ…

ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛି ଭଗବନ୍ତ-ଜେଲେନ୍‌ସ୍କିଙ୍କ ଜୀବନୀ

ଚଣ୍ଡିଗଡ଼,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସଂଖ୍ୟାଗରିଷ୍ଠତା ସହ ବିଜୟ ହାସଲ କରିଛି। ବହୁମତରେ ବିଜୟ ହାସଲ କରିବା ପରେ ରାଜ୍ୟରେ ଇତିହାସ ସୃଷ୍ଟି କରିଛି ଏଏପି। ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟର ଓ ଫେସ୍‌ବୁକ୍‌ରେ ୟୁକ୍ରେନ…

୨୦୨୨ ୟୁପି ଫଳାଫଳ ୨୦୨୪କୁ ଆମନ୍ତ୍ରଣ କରୁଛି

ନୂଆଦିଲ୍ଲୀ,୧୦।୩: ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଐତିହାସିକ ଫଳାଫଳ ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ଆମନ୍ତ୍ରଣ କରୁଛି। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଉଦ୍‌ବୋଧନ ଦେବା ବେଳେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ, ଗୋଆ, ଉତ୍ତରାଖଣ୍ଡ…

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି। ଏଭଳି…

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି। ଅର୍ଥାତ୍‌…

ପରାଜୟ ସ୍ବୀକାର କଲେ ରାୱତ

ନୂଆଦିଲ୍ଲୀ,୧୦।୩: ୨୦୧୭ ପରେ ୨୦୨୨ରେ ମଧ୍ୟ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ସିଂ ରାୱତଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି । ଲାଲଙ୍କୁଆ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ମୋହନ ସିଂଙ୍କ ୧୪ ହଜାରରୁ ଅଧିକ ଭୋଟ…

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପଛରେ ପଡ଼ିଯାଇଛନ୍ତି। ସିରାଥୁରେ କେଶବ ପ୍ରସାଦ ୬ହଜାର ଭୋଟ ପଛରେ ଥିବା…

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି। ଇତିମଧ୍ୟରେ…

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍‌ ପି ସିଂ ବାଗେଲଙ୍କୁ ଅଖିଲେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?