ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ
ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର ଗଠନ କରିବ ବୋଲି ସ୍ପଷ୍ଟ ହୋଇଗଲାଣି। ନିର୍ବାଚନ ଫଳାଫଳରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି…
ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ବିନମ୍ରତାର ସହ ସ୍ୱୀକାର କରୁଛି, ଏଏପିକୁ ଶୁଭେଚ୍ଛା: ଚନ୍ନି
ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ପରାଜୟକୁ ସ୍ୱିକାର କରି ନେଇଛି କଂଗ୍ରେସ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ହାରିବା ପରେ ଦଳିୟକର୍ମୀଙ୍କୁ ଧନ୍ୟବାଦ ଦେବା ସହ ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ଗ୍ରହଣ କରି ନେଇଛନ୍ତି । ସେ ଦୁଇଟି ଯାକ…
ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ବଡ ଝଟକା ଲାଗିଛି ।…
ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ
ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧ ହଜାର ଭୋଟରେ ବିଜୟୀ ହୋଇଥିବା ଜଣାପଡିଛି। ଭାଜପା ୧୯ଟି ଅସନରେ ଆଗରେ ଥିବା ବେଳେ…
ହାରିଲେ ମାଳବିକା
ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ ଭାଙ୍ଗିଯାଇଛି କଂଗ୍ରେସର ଗଡ । ପଞ୍ଜାବରେ ଏଥର ବାଜି ମାରି ନେଇଛି ଆମ ଆଦମୀ…
ପୁଣି ଚର୍ଚ୍ଚାରେ କୁନି କେଜ୍ରିଓ୍ବାଲ୍
ଚଣ୍ଡିଗଡ,୧୦।୩: ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ୯୨ ଆସନ ସହ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ଦଳର ବିୟରେ କର୍ମୀମାନେ ସେଲିବ୍ରେଶସ ଆରମ୍ଭ କରିଦେଇଛନ୍ତି। ଏସବୁ ଭିତରେ ଦିଲ୍ଲୀ ସଡକରେ କୁନି କେଜ୍ରିଓ୍ବାଲ ଦେଖିବାକୁ ମିଳିଥିଲା।…
ଲକ୍ଷ୍ନୌରେ ବୁଲ୍ଡୋଜର ଶୋଭାଯାତ୍ରା
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭୋଟ ଗଣନା ଜାରି ରହିଛି। ଏଥିରେ ଭାଜପା ଆଗରେ ଥିବା ବେଳେ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଲକ୍ଷ୍ନୋଠାରେ ଭାଜପା କର୍ମୀ ବୁଲ୍ଡୋଜରରେ ବସି ଏକ ଶୋଭାଯାତ୍ରରେ ବାହାରି ବିଭିନ୍ନ ଶ୍ଲୋଗାନ ଦେଉଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ…
କାମ ଦେଲାନି ଭାଜପା ଲହର: ହାରିଗଲେ ମୁଖ୍ୟମନ୍ତ୍ରୀ
ଡେରାଡୁନ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିଛି। ପଞ୍ଜାବକୁ ଛାଡିଦେଲେ ଅନ୍ୟ ୪ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ଉତ୍ତରଖଣ୍ଡରେ ଭାଜପା ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଦଳର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ପୁଷ୍ପର ସିଂ ଧାମି…
‘ମୁଁ ଆତଙ୍କବାଦୀ ନୁହେଁ, ଜନତା ଦେଲେ ପ୍ରମାଣ’
ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିଛି। ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ରାଜ୍ୟରେ ୯୧ଟି ଆସନ ଜିତି ସରକାର ଗଢିବାକୁ ଯାଉଛି। ପଞ୍ଜାବରେ ବିପୁଳ ବିଜୟ ପରେ ଏଏପି ସଭାପତି ଅରବିନ୍ଦ…
ଯୋଗୀ ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ହେଲେ ୟୁପି ଛାଡିଦେବି କହିଥିବା ମୁନ୍ନଓ୍ବର ରାଣାଙ୍କ ଘର ଆଗରେ ବଢିଲା ସୁରକ୍ଷା
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣନା ଚାଲିଛି। ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଯୋଡି ହିଟ ହୋଇଛି। ପ୍ରାରମ୍ଭିକ ଭାବେ ଭାଜପା ୨୫୦ଟି ଆସନ ଅତିକ୍ରମ କରିଛି, ଅର୍ଥାତ ଭାଜପା କୁହୁକ ନମ୍ବର ୨୦୨ରୁ ଅଧିକ…
ହାରିଗଲେ ସିଦ୍ଧୁ
ଚଣ୍ଡିଗଡ,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥର ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟିକୁ ସ୍ପଷ୍ଟ ବହୁମତ ମିଳିଛି। ଅମୃତସର ପୂର୍ବରୁ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ବି ନିର୍ବାଚନ ହାରି ଯାଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ…
କେଜ୍ରିଓ୍ବାଲ ମଡେଲ୍ ଅଫ୍ ଗଭର୍ନାସ୍ ପଞ୍ଜାବରେ ଅନୁମୋଦିତ, କହିଲେ ସିସୋଦିଆ..
ନୂଆଦିଲ୍ଲୀ,୧୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟିର ସଫଳତା ପରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିଓ୍ବାଲ ମଡେଲ୍ ଅଫ୍ ଗଭର୍ନାସ୍ ପଞ୍ଜାବରେ ଅନୁମୋଦିତ ହୋଇଛି। ରାଜ୍ୟବାସୀ ଆମ୍ ଆଦ୍ମୀ ପାର୍ଟିର କାର୍ଯ୍ୟକୁ…
Archives


