ନିର୍ବାଚନ

କଂଗ୍ରେସର ପରାଜୟ ସ୍ବୀକାର କଲେ ସିଦ୍ଧୁ…

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ପରେ କଂଗ୍ରେସ ପକ୍ଷରୁ ନଭଜୋତ ସିଂ ସିଦ୍ଧୁ ଦଳର ପରାଜୟ ସ୍ବୀକାର କରିଛନ୍ତି। ରାଜ୍ୟର ଜନତା ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ କଂଗ୍ରେସ ଗ୍ରହଣ କରୁଛି ବୋଲି ସେ କହିଛନ୍ତି। ଏହା…

ଖୁସିରେ ଗଦ୍‌ଗଦ୍‌ କେଜ୍‌ରିଓ୍ବାଲ

ଚଣ୍ଡିଗଡ,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନ ଟ୍ରେଣ୍ଡରେ ଆମ ଆଦମୀ ପାର୍ଟି (ଏଏପି) ଆଗରେ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ ରାଜ୍ୟରେ ଏଏପି ବହୁମତ ସହ ସରକାର ଗଢିବାକୁ ଯାଉଛି। ଏହି ସଫଳତା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର…

ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ: ମାତ୍ର ୧୦ ବର୍ଷ ମଧ୍ୟରେ ବଦଳିଗଲା ସବୁକିଛି

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଫଳରେ ଘୋଷଣା ମୁତାବକ,…

ଯୋଗୀ ଆଦିତ୍ୟନାଥଙ୍କ ବଡ଼ ରେକର୍ଡ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି। ଫଳରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣିଥରେ ସରକାର ଗଠନ କରୁଥିବା ଟ୍ରେଣ୍ଡ କହୁଛି। ପୁନର୍ବାର ମୁଖ୍ୟମନ୍ତ୍ରୀ…

ଯୋଗୀଙ୍କ ହାତରେ ପୁଣି ଉତ୍ତରପ୍ରଦେଶ ଡୋର…

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୨୬୩ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୧୨୫ ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ ୬ ରେ ଆଗୁଆ ଥିବାବେଳେ ବିଏସ୍‌ପି…

ରାଘବଙ୍କ ଭବିଷ୍ୟବାଣୀ: କଂଗ୍ରେସର ସ୍ଥାନ ନେବ ଏଏପି

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଦଳ ଏପର୍ଯ୍ୟନ୍ତ ୮୮…

ବିଜୟ ମୁହାଁ ଏଏପି …

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ କଂଗ୍ରେସକୁ ପଛରେ ପକାଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବିଜୟ ମୁହାଁ ହୋଇଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି ୮୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୧୮ ଆସନରେ ଆଗୁଆ ରହିଛି। ସେହିପରି…

ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୫ ଆସନରେ ଆଗୁଆ ଥିବାବେଳେ…

ଉତ୍ତରାଖଣ୍ଡରେ ଭାଜପା-କଂଗ୍ରସ କଡ଼ା ମୁକାବିଲା…

ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରାଖଣ୍ଡରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳୁଛି। ୭୦ ଆସନ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭାରେ ଭାଜପା ୩୪ ଆସନରେ ଆଗୁଆ ଥିବାବେଳେ…

ଉତ୍ତରପ୍ରଦେଶ ୧୦୦ ଟପିଲା ଭାଜପା…

ଲକ୍ଷ୍ନୌ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୨୦ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୮୨ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା…

ଗୋଆରେ ଭାଜପା ଆଗୁଆ, ପଛରେ କଂଗ୍ରେସ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଗୋଆରେ ଶାସକ ଭାଜପା ଆଗୁଆ ରହିଛି। ଅପର ପକ୍ଷରେ କଂଗ୍ରେସ ପଛରେ ରହିଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୩…

ପଞ୍ଜାବରେ କଂଗ୍ରେସ-ଏଏପି ଟକ୍କର…

ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri