ବାଇକ୍ରେ ହେଲିପ୍ୟାଡକୁ ଗଲେ ପ୍ରିୟଙ୍କା
କୁଶୀନଗର,୨୮।୨: ଉତ୍ତରପ୍ରଦେଶର କୁଶୀନଗରରେ ମାର୍ଚ୍ଚ ୩ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ରାଜ୍ୟନୈତିକ ଦଳ ବିଭିନ୍ନ ପନ୍ଥା ଆପଣାଇଛନ୍ତି। ଇତିମଧ୍ୟରେ କଂଗ୍ରେସର ମହାସଚିବ ପ୍ରିୟଙ୍କା…
ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ
ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପଞ୍ଚମ ପର୍ଯ୍ୟାୟରେ ୧୨ ଜିଲାର ୬୧ ଆସନ…
ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..
ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଭୋଟର ଏହି ପର୍ଯ୍ୟାୟରେ ୬୯୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ପ୍ରୟାଗରାଜ, ଅଯୋଦ୍ଧା,…
ପଞ୍ଚମ ପର୍ଯ୍ୟାୟ ପାଇଁ ସରିଲା ପ୍ରଚାର: ରବିବାର ଅମେଠି-ପ୍ରୟାଗରାଜ ସମେତ ୧୨ଜିଲାରେ ୬୧ଆସନରେ ହେବ ଭୋଟିଂ
ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଫେବୃଆରୀ ୨୭ରେ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକବ୍ରାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨ଟି ଜିଲାରେ ୬୧ଆସନରେ ମତଦାନ ହେବାକୁ ଯାଉଛି। ପ୍ରୟାଗରାଜ, ଅମେଠୀ,…
ଭୋଟ ଦେଲେ ମିଳିବ ସ୍ବତନ୍ତ୍ର ଉପହାର
ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ରାଜଧାନୀ ଲକ୍ଷ୍ନୌ ହେଉଛି ଉତ୍ତରପ୍ରଦେଶ ରାଜନୀତିର ପାଓ୍ବାର ସେଣ୍ଟର। ତେଣୁ ଲକ୍ଷ୍ନୌରେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ସ୍ବତନ୍ତ୍ର ଉପହାରର ଘୋଷଣା…
ଲମ୍ବା ଲାଇନ୍ରେ ଠିଆ ହୋଇ ପ୍ରାୟ ଦେଢ଼ ଘଣ୍ଟା ପରେ ଭୋଟ ଦେଲେ ଭାଜପା ପ୍ରାର୍ଥୀ ପଙ୍କଜ ଗୁପ୍ତା
ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଭୋଟ ପ୍ରଭାବିତ ହୋଇଥିବା ସୂଚନା ରହିଛି। ଅନେକ ସ୍ଥାନରେ ଇଭିଏମ୍ ଓ ଭିଭିପାଟ ମେସିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଭୋଟରମାନେ ଭୋଟ ଦେବାରୁ ବଞ୍ଚିତ ହୋଇଛନ୍ତି।…
ଉନ୍ନାଓରେ ୧୧ ପୋଲିଂ ବୁଥ୍ରେ ଇଭିଏମ୍-ଭିଭିପାଟ ଖରାପ୍
ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଲୋକମାନେ ଭୋଟ ଦେବାରୁ ବଞ୍ଚିତ ହୋଇଛନ୍ତି। କେଉଁଠାରେ ଲୋକମାନେ ନିଜେ ଭୋଟ ବର୍ଜନ କରିଛନ୍ତି ତ ଆଉ କେଉଁଠାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଭୋଟ ଦେଇପାରିନାହାନ୍ତି।…
ବିକାଶ ପ୍ରସଙ୍ଗକୁ କେନ୍ଦ୍ର କରି ଭୋଟ ବର୍ଜନ କଲେ ଗ୍ରାମବାସୀ
ସୀତାପୁର,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟରମାନେ ଲମ୍ବା ଲାଇନ୍ ଠିଆ…
ହ୍ବିଲଚେୟାରରେ ଭୋଟ ଦେବାକୁ ଆସିଲେ ୯୦ବର୍ଷୀୟ ବୃଦ୍ଧା
ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଚତୃର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ସକାଳୁ ସକାଳୁ ଲମ୍ବା ଲାଇନ୍ରେ ଠିଆ ହୋଇ ଭୋଟରମାନେ ବହୁ ଉତ୍ସୁକତାର ସହ…
ଲକ୍ଷ୍ନୌରେ ମତଦାନ ପୂର୍ବରୁ ରାଜନୈତିକ ହଇଚଇ: ଅଖିଳେଶଙ୍କୁ ଭେଟିଲେ ଭାଜପା ଏମ୍ପି ରୀତା ବହୁଗୁଣାଙ୍କ ପୁଅ ମୟାଙ୍କ
ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ବୁଧବାର ଲକ୍ଷ୍ନୌ ସମେତ ୯ଟି ଜିଲାରେ ମତଦାନ ଜାରି ରହିଛି। ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ମତଦାନର ଗୋଟିଏ ଦିନ ପୂର୍ବରୁ ଲକ୍ଷ୍ନୌରେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଭାରତୀୟ…
ୟୁପି ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୫୯ଆସନ ପାଇଁ ମତଦାନ ଜାରି: ଭୋଟ ଦେଲେ ମାୟାବତୀ
ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା…
ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଖିଳେଶଙ୍କ ନାଁରେ ମାମଲା
ଲକ୍ଷ୍ନୌ,୨୧।୨: ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ସମାଜବାଦୀ ପାର୍ଟି(ଏସ୍ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଏସ୍ପି ମୁଖ୍ୟ ତାଙ୍କ ନିର୍ବାଚନମଣ୍ଡଳୀ ଇଟାଓ୍ବା ଜିଲାର ସୈଇଫଇରେ ଖବରଦାତାଙ୍କ ସହ କଥା…
Archives


