କଂଗ୍ରେସକୁ ବଡ଼ ଝଟ୍କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର
ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ କୁମାର ୪୬ବର୍ଷ ପରେ ଦଳରୁ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଅନ୍ୟପଟେ ଇସ୍ତଫା…
ସନ୍ଧ୍ୟା ୬ଟା ସୁଦ୍ଧା ୟୁପିରେ ୬୨%, ଗୋଆରେ ୭୮%, ଉତ୍ତରାଖଣ୍ଡରେ ୬୨ପ୍ରତିଶତରୁ ଉର୍ଦ୍ଧ୍ୱ ମତଦାନ କରିଛନ୍ତି ଭୋଟର
ଲକ୍ଷ୍ନୌ/ପଣାଜି/ଡେରାଡୁନ,୧୪।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ଓ ଉତ୍ତରାଖଣ୍ଡ-ଗୋଆର ସମସ୍ତ ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ଗୋଆରେ ୭୦ଟି ବିଧାନସଭା ଆସନ ପାଇଁ ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ଉତ୍ତରପ୍ରଦେଶରେ ସନ୍ଧ୍ୟା…
ନକଲି ଭୋଟ ଦେଉଥିବା ୬ଜଣଙ୍କୁ ଗିରଫ କଲା ପୋଲିସ: ଏଥିରେ ୪ମହିଳା ସାମିଲ
ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୯ଟି ଜିଲାର ୫୫ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯାଇଛି। ଏହିକ୍ରମରେ ରାମପୁର ଜିଲାରେ ମଧ୍ୟ ମତଦାନ ହୋଇଥିଲା। ତେବେ ମତଦାନ ସମୟରେ ରାମପୁର ଜିଲାରେ ନକଲି ଭୋଟ ଦେବାକୁ ଚେଷ୍ଟା କରୁଥିବା…
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୫ଟା ସୁଦ୍ଧା ୟୁପିରେ ୬୦% ମତଦାନ
ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହୋଇଛି। କିଛି ବୁଥ୍ଗୁଡ଼ିକରେ ଲମ୍ବା ଲାଇନ୍ ଲାଗିଥିବାରୁ ସମୟ ଶେଷ…
ଦେବୀଙ୍କ ଦର୍ଶନ କରିବାକୁ ଦେଲେ ନାହିଁ: ମୋଦି
ଚଣ୍ଡିଗଡ଼,୧୪।୨: ପଞ୍ଜାବ ରାଜନୀତି ଏବେ ସରଗରମ ରହିଛି। ନିର୍ବାଚନୀ ଯୁଦ୍ଧ ପାଇଁ ସମସ୍ତ ଦଳ ନିଜ ନିଜର ବଳ ଲଗାଇ ଦେଇଛନ୍ତି। ଶିଖ୍ ସଂଖ୍ୟାଲଘୁ ରାଜ୍ୟରେ ଶିରୋମଣି ଅକାଳୀ ଦଳ ସହ ମେଣ୍ଟ ନ କରି ପ୍ରଥମ ଥର ଭାରତୀୟ ଜନତା…
ପଞ୍ଜାବରେ ମୋଦିଙ୍କ ପ୍ରଥମ ରାଲି, କହିଲେ ଏହି ମାଟି ସହ ମୋର ରହିଛି ପୁରୁଣା ସମ୍ପର୍କ
ଚଣ୍ଡିଗଡ,୧୪ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପ୍ରଥମ କରି ସେଠାରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଜଳନ୍ଧରରେ ମୋଦି ଏକ ରାଲି କରିବା ସହ ଏକ ଜନସଭାରେ ଉଦବୋଧନ ଦେଇଛନ୍ତି । ମୋଦି…
ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ
ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ ପତ୍ନୀ ଗୀତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଧାମି ଓ…
ମୃତକ ଲଢୁଛନ୍ତି ନିର୍ବାଚନ
ଆଜମଗଡ଼,୧୪ ।୨: ବର୍ଷ ବର୍ଷ ଧରି ରାଜସ୍ୱ ରେକର୍ଡରେ ମୃତ ଘୋଷିତ ହୋଇଥିବା ଲାଲ ବିହାରୀ ଏବେ ଆଜମଗଡ଼ ଜିଲାର ମୁବାରକପୁର ଆସନରୁ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲଢୁଛନ୍ତି । ସେ ଏହା ପ୍ରମାଣିତ କରିବାକୁ ଚାହୁଁଛନ୍ତି କି ସେ…
ଉତ୍ତରପ୍ରଦେଶ ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୯ ଜିଲାର ୫୫ ଆସନରେ ଭୋଟିଂ…
ନୂଆଦିଲ୍ଲୀ, ୧୩।୨ : ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ମତଦାନ ହେବାକୁ ଯାଉଛି। ୯ ଜିଲାର ୫୫ ଆସନରେ ଭୋଟିଂ ହେବ। ଏହି ପର୍ଯ୍ୟାୟରେ ମୋଟ ୫୮୬ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା…
ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ
ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ…
କଂଗ୍ରେସକୁ ବଡ଼ ଝଟ୍କା: ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ
ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, କଂଗ୍ରେସର ଆଉ ଜଣେ ପୋଷ୍ଟର ଗର୍ଲ ପଲ୍ଲବୀ ସିଂହ ଶନିବାର ଭାଜପାରେ…
କେବେ ଏ ଦଳ ତ କେବେ ସେ ଦଳ: ପ୍ରାୟ ୪୬ ଦିନ ମଧ୍ୟରେ ୩ଥର ଦଳ ପରିବର୍ତ୍ତନ କରିସାରିଲେଣି ଏହି ବିଧାୟକ
ଚଣ୍ଡିଗଡ଼,୧୨।୨: ବିଧାନସଭା ନିର୍ବାଚନ ପାଇଁ ୫ଟି ରାଜ୍ୟରେ ରାଜନୈତିକ ଉଷ୍ଣତା ଜାରି ରହିଛି। ସମସ୍ତ ରାଜ୍ୟରେ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଏବେ ବି ଦଳ ପରିବର୍ତ୍ତନ ପର୍ବ ଜାରି ରହିଛି। ଉତ୍ତରପ୍ରଦେଶ, ଗୋଆ, ଉତ୍ତରାଖଣ୍ଡ ଓ ତ୍ରିପୁରା ପରେ ଏବେ…
Archives


