ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା
ଭୁବନେଶ୍ୱର,୫ା୬(ଅନିଲ ଦାସ):ଦୀର୍ଘ ୨୪ ବର୍ଷ ବିଜେଡି ଶାସନର ଦୁର୍ଗ ଭୁଶଡ଼ି ପଡ଼ିଛି। ଅନ୍ୟପକ୍ଷରେ ଅପ୍ରତ୍ୟାଶିତ ଭାବେ ଭାଜପା ଲୋକ ସଭାରେ ୧୯ ଓ ବିଧାନସଭାରେ ୭୮ ଆସନରେ ବିଜୟୀ ହୋଇ ରାଜ୍ୟରେ କ୍ଷମତା ଦଖଲ କରିଛି। ବିଜେଡିକୁ ବିଧାନସଭାରେ ମାତ୍ର ୫୧…
୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା
ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ ନିର୍ବାଚନରେ ହାରିଯାଇଛନ୍ତି। ମନ୍ମଥ ଭୁବନେଶ୍ୱର ଲୋକ ସଭା ଆସନରୁ ପରାସ୍ତ ହୋଇଥିବାବେଳେ ସିଦ୍ଧାର୍ଥ…
ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ
ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି। ହିମାଂଶୁ…
ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ
ଭୁବନେଶ୍ୱର, ୫ା୬(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା ବିଧାୟକମାନେ…
ରାଷ୍ଟ୍ରପତିଙ୍କ ସମ୍ମାନ ରହିଲା
ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲାରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଛି। ଜିଲାର ୯ ବିଧାନସଭା ଓ ଲୋକସଭା ଆସନ ସମେତ ପଡ଼ୋଶୀ କେନ୍ଦୁଝର ଓ ବାଲେଶ୍ୱର ଜିଲାର ଭାଜପା ଲୋକସଭା ପ୍ରାର୍ଥୀ ବିଜୟୀ ହୋଇଛନ୍ତି।…
କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ
ଭୁବନେଶ୍ୱର,୫ା୬ (ଜିତେନ୍ଦ୍ର କୁମାର ନାୟକ):ଓଡ଼ିଶାରେ ୩ ପ୍ରମୁଖ ଦଳର ରାଜ୍ୟ ସଭାପତି ଯଥାକ୍ରମେ ଚାନ୍ଦବାଲିରୁ ନିର୍ବାଚନ ଲଢ଼ୁଥିବା ଭାଜପାର ବିଧାନସଭା ପ୍ରାର୍ଥୀ ମନମୋହନ ସାମଲ, କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜୁ ଜନତା ଦଳର ନବୀନ ପଟ୍ଟନାୟକ ଏବଂ ନୂଆପଡ଼ାରୁ ଲଢ଼ୁଥିବା କଂଗ୍ରେସର…
ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ
ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ ହୋଇଛନ୍ତି ଓ ଅନେକ ନେତାଙ୍କୁ ଶୋଚନୀୟ ଭାବେ ହାରିଥିବା ନିର୍ବାଚନୀ ଫଳାଫଳ ଟ୍ରେଣ୍ଡରୁ…
ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ
କେନ୍ଦୁଝର,୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଦୀର୍ଘ ବହୁବର୍ଷ ପରେ ଭାଜପା ବିଜେଡି ହାତରୁ ଲୋକ ସଭା ସିଟ୍ ଛଡ଼ାଇ ନେଇଛି। ବାଜପେୟୀ ସରକାରରେ ଅନନ୍ତ ନାୟକ ଦୁଇ ଥର ଏମ୍ପି ହେବାର ସୁଯୋଗ ପାଇଥିଲେ। ଏହା ପରେ ସେ କ୍ରମାଗତ…
ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !
ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ ୧୦ଟା ପରେ ସ୍ଥିତି ବଦଳିଯାଇଥିଲା। ଲିଡ୍କୁ ଚାଲିଆସିଥିଲା ଭାଜପା । ବର୍ତ୍ତମାନ ମଧ୍ୟ…
ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି
ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ ହୋଇଛନ୍ତି। ତାଙ୍କୁ ମୋଟ ୭୫,୬୨୧ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ଼୍ବନ୍ଦୀ…
ଆନ୍ଧ୍ର ପ୍ରଦେଶରେ ବଡ଼ ଓଲଟ ପାଲଟ, ବଦଳିବ ସରକାର
ନୂଆଦିଲ୍ଲୀ,୪।୬: ଆନ୍ଧ୍ର ପ୍ରଦେଶ ଭାଗଭାଗ ହେବାପରେ ତୃତୀୟଥର ବିଧାନସଭା ନିର୍ବାଚନ ହୋଇଥିଲା। ଲୋକ ସଭା ସହିତ ବିଧାନସଭା ନିର୍ବାଚନ ମିଳିତ ଭାବେ କରାଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ମତଗଣନା ଜାରି ରହିଛି। ହେଲେ ଗଣାନାରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ସରକାର ବଦଳିବାକୁ…
ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ
ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ୨୨ହଜାର ୯୩୦ ଖଣ୍ଡ ଭୋଟ୍ରେ ବିଜୟୀ ହୋଇଛନ୍ତି। ସେ ୨୦୦୮…
Archives


