ନିର୍ବାଚନ

ଷ୍ଟ୍ରଙ୍ଗ ରୁମ୍‌ ବାହାରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଅପେକ୍ଷା ଫଳାଫଳକୁ। ଆସନ୍ତା ୧୧ ତାରିଖରେ ଭୋଟ ଗଣତି ହେବାକୁ ଥିବା ବେଳେ ଏବେ ସମସ୍ତ ଇଭିଏମ୍‌କୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି। ଗୋଲ ମାର୍କେଟ ନିକଟରେ ଥିବା ‘ଅଟଳ...

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ ହୋଇଗଲାଣି। ଆଉ ଏହି ଏକ୍‌ଜିଟ୍‌ ପୋଲ୍‌ କହୁଛି ପୁଣିଥରେ ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଲଙ୍କ...

ଅପରାହ୍ନ ୪ଟା ସୁଦ୍ଧା ୪୨.୭ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ଗତ ବିଧାନସଭା ନିର୍ବାଚନ ତୁଳନାରେ ଏଥର ମତଦାନ ହାର କମ୍‌ ରହିବ ବୋଲି ଆଲୋଚନା ହେଉଛି। ତେବେ ଏଥର ମତଦାନ ହାର ଅପରାହ୍ନ ୪ଟା...

ଦିଲ୍ଲୀ ବିଧାନସଭା ନିର୍ବାଚନ: ମତଦାନ ଦିନ ବି ‘ହନୁମାନ’ଙ୍କୁ ନେଇ ରାଜନୀତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିଲେ ମଧ୍ୟ ନେତାଙ୍କ ମଧ୍ୟରେ ଟଣା ଭିଡା ଶେଷ ହୋଇନାହିଁ। ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ‘ହନୁମାନ ଚାଳିଶାପାଠ’କୁ ନେଇ ବିବାଦ ଥମୁନାହିଁ। ଦିଲ୍ଲୀର ଭାରତୀୟ...

ଭୋଟ ଦେଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶନିବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ବେଳେ ଏବେ ମଧ୍ୟ ଜାରି ରହିଛି। ଭୋଟ ଦେଇ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଜନତା। ସକାଳୁ ଲମ୍ବା ଲାଇନ୍‌ରେ ଠିଆ...

ପ୍ରଥମଥର ଭୋଟ ଦେଇ ଅନୁଭୂତି କହିଲେ ପ୍ରିୟଙ୍କାଙ୍କ ପୁଅ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ କରାଯାଇଛି। ଏଥିରେ ଅନେକ ନୂଆ ଭୋଟର ନିଜର ମତ ସାବ୍ୟସ୍ତ କରିଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ପୁଅ ରିହାନ ରାଜୀବ ଭଦ୍ରା ମଧ୍ୟ ପ୍ରଥମଥର...

ପରିବାର ସହ ମତଦାନ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍‌ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ମଧ୍ୟ ଭୋଟ ଦେଇଛନ୍ତି। ଇତିମଧ୍ୟରେ...

ଦିଲ୍ଲୀରେ ସରକାର ଗଢିବ ଭାଜପା: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଏବେ ଏହାର ଫଳାଫଳକୁ ନେଇ ଅଙ୍କକଷା ଆରମ୍ଭ ହୋଇଗଲାଣି। ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ ତିଓ୍ବାରୀ କହିଛନ୍ତି, ଦିଲ୍ଲୀରେ ଏଥର ଭାଜପା ଶାସନ କରିବ। ଏହା ତାଙ୍କ ଷଷ୍ଠ...

ଏଥର ଶିଲାଙ୍କ ବିନା ଭୋଟ ଦେଲେ ସୋନିଆ

ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ୭୦ ବିଧାସଭା ଆସନ ପାଇଁ ଶନିବାର ସକାଳ ୮ଟାରୁ ମତଦାନ ଜାରି ରହିଛି। ସକାଳ ୧୧ଟା ପର୍ଯ୍ୟନ୍ତ ୭ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ...

ମତଦାନ ସାବ୍ୟସ୍ତ କଲେ ଦିଲ୍ଲୀର ୧୧୦ ବର୍ଷୀୟା ଭୋଟର

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ନୂଆ ଭୋଟରଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଗ୍ରେଟର କୈଳାଶର ଚିତ୍ତରଞ୍ଜନ ପାର୍କ ନିକଟରେ ଥିବା ଏସ୍‌ଡିଏମ୍‌ସି ପ୍ରାଇମେରୀ ସ୍କୁଲରେ ୧୧୦ ବର୍ଷୀୟା କାଲିତରା...

ବିବାହ ପୂର୍ବରୁ ଭୋଟ ଗ୍ରହଣ କେନ୍ଦ୍ରରେ ପହଞ୍ଚିଲେ ବରଯାତ୍ରୀ ସହ ବର

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି। ଏଥିରେ ବହୁ ସଂଖ୍ୟାରେ ଭୋଟର ନିଜର ମତଦାନ ସାବ୍ୟସ୍ତ କରିଥିବା ଦେଖିବାକୁ ମିଳିଛି। ତେବେ ଶଙ୍କରପୁରରେ ଥିବା ଏମ୍‌ସିଡି ପ୍ରାଇମେରୀ ସ୍କୁଲରେ ହୋଇଥିବା ମତଦାନ କେନ୍ଦ୍ରରେ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସରିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୭।୨: ରାତି ପାହିଲେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶନିବାର ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯିବ। ଏଥିପାଇଁ ଶୁକ୍ରବାର ଇଭିଏମ୍‌, ଭିଭିପାଟ ଓ ସମସ୍ତ ଆବଶ୍ୟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri