ନିର୍ବାଚନ

ଗାନ୍ଧୀ ପରିବାର ବିନା କଂଗ୍ରେସର ଭଲ ପ୍ରଦର୍ଶନ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିଛି। ଏମିତିକି ହରିୟାଣାରେ ଭାଜପା ପାଇଁ କଂଗ୍ରେସ ବଡ ସମସ୍ୟା ହୋଇ ଠିଆ ହୋଇଛି। ଏବେ ଆଲୋଚନା ହେଉଛି କି ହରିୟାଣା ବିଧାନସଭା ନିର୍ବାଚନ ପ୍ରଚାରରେ ଗାନ୍ଧୀ…

ଖଟ୍ଟରଙ୍କ ଆସନ ଟଳମଳ, ଏବେ ପ୍ରଶ୍ନ କିଏ ହେବ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଚୁଡାନ୍ତ ପର୍ଯ୍ୟାୟ ଆଡକୁ ଅଗ୍ରସର ହେଉଛି। ଏହି ସମୟରେ ହରିୟାଣାରେ ନିର୍ବାଚନ ହୋଇଥିବା ୯୦ଟି ଆସନର ଫଳାଫଳ ମଧ୍ୟରୁ ଭାଜପା ୩୭ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୪ ଆସନରେ…

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ ଟୁଇଟ୍‌…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫ ଏକୁ ମୁଖ୍ୟ ଅସ୍ତ୍ର କରିଥିଲେ। ଏହାକୁ ନେଇ ସେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌…

ହରିୟାଣାରେ କର୍ନାଟକ ଭଳି ଗେମ୍‌ ପ୍ଲାନ୍‌: ଚୌତାଲା ହେବେ କି ଦ୍ୱିତୀୟ କୁମାରସ୍ବାମୀ ?

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ବାକିଥିବା ବେଳେ ଏବେ ସେଠାରେ ତ୍ରିଶଙ୍କୁ ସରକାର ଗଠନ ହେବ ବୋଲି ଅନୁମାନ କରାଯାଉଛି। ଯଦି ଏହା ହୁଏ ତେବେ କଂଗ୍ରେସ ପୁରୁଣା ଫର୍ମୁଲା ଗ୍ରହଣ କରିପାରେ ବୋଲି ଆଲୋଚନା ହେଉଛି। ଭାଜପାକୁ…

ଖୁବ୍‌ କମ୍‌ ଭୋଟରେ ଆଗରେ ଅଛନ୍ତି ଫଡନବିଶ

ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍‌ କମ୍‌ ବ୍ୟବଧାନରେ ଅର୍ଥାତ୍‌ ମାତ୍ର ୮୩୯୮ ଖଣ୍ଡ ଭୋଟରେ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ଆଗରେ ଥିବା…

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ ମିଠା…

ହରିୟାଣାରେ କଂଗ୍ରେସ ଗଢିବ ସରକାର: ହୁଡ୍ଡା

ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା ଆଗରେ ଥିବା ସୂଚନା ମିଳିଛି। କିନ୍ତୁ ଇତିମଧ୍ୟରେ କଂଗ୍ରେସ ନେତା ଭୁପିନ୍ଦର ସିଂ…

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି। ସେ…

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ ରହିଛି।…

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌ ପୋଲ୍‌)…

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି। ସ୍ଥାନୀୟ ମଓ୍ବୋତ୍‌ ଅଞ୍ଚଳର ନୁହଁ ଜିଲାରେ ଏଭଳି ଘଟିଛି। ସକାଳ ୮ଟା ୪୫ରେ ଦୁଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri