ନିର୍ବାଚନ

୨ଟି ବୁଥ୍‌ରେ ସାନି ମତଦାନ

ସୁନ୍ଦରଗଡ଼,୨୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍‌ରେ ଇଭିଏମ୍‌ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍‌ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ ସଙ୍ଗିନ ମାମଲା ରହିଥିବାବେଳେ ୧୨ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନାମାଙ୍କନପତ୍ର ଦାଖଲ...

ନବଜ୍ୟୋତିଙ୍କ ମୁଣ୍ଡରେ ସର୍ବାଧିକ ଋଣ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ। ରାଜ୍ୟରେ ଏକସଙ୍ଗରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେଉଛି। ଇତିମଧ୍ୟରେ ୪ର୍ଥ ପର୍ଯ୍ୟାୟରେ ପ୍ରାର୍ଥୀ ପ୍ରତିଦ୍ୱଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଆୟ, ଆପରାଧିକ ପୃଷ୍ଠଭୂମି...

ସତ୍ୟବାଦୀ ନିର୍ବାଚନମଣ୍ଡଳୀ: ୧୧ ବୁଥ୍‌ରେ ସାନି ମତଦାନ ଦାବି

ପୁରୀ ଅଫିସ,୨୫ା୪: ସତ୍ୟବାଦୀ ନିର୍ବାଚନମଣ୍ଡଳୀର ୭୮ ନଂ. ବୁଥ୍‌ରେ ଭାଜପା ଏଜେଣ୍ଟଙ୍କୁ ପୂରାଇ ଦିଆଯାଇ ନ ଥିବା ଅଭିଯୋଗ ଆଣିଛନ୍ତି ଭାଜପାର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ଜଗଦ୍ଦେବ । ବୁଧବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜଗଦ୍ଦେବ କହିଛନ୍ତି...

୪ର୍ଥ ପର୍ଯ୍ୟାୟ ନିର୍ବାଚନ : ବଦଳିପାରେ ସମୀକରଣ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଚଳିତ ଥର ରାଜ୍ୟର ୨୧ଲୋକ ସଭା ଏବଂ ୧୪୭ ବିଧାନସଭା ଆସନ ପାଇଁ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି। ଗତ ମଙ୍ଗଳବାର ସୁଦ୍ଧା ୩ଟି ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଯାଇଛି। ଅର୍ଥାତ୍‌ ଏବେ ସୁଦ୍ଧା ୧୫...

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ...

ଓଡ଼ିଶାରେ ଡବଲ ଇଞ୍ଜିନ ଆଣନ୍ତୁ, ବିକାଶ ନିଶ୍ଚିତ’:ନୀତିନ ଗଡ଼କରୀ

‘ବାସୁଦେବପୁର/ବନ୍ତ, ୨୫।୪ (ଡି.ଏନ.ଏ.): ଓଡ଼ିଶାରେ ବିଜେଡି ସରକାର ଶିକ୍ଷା, ସ୍ବାସ୍ଥ୍ୟ ଓ ଶିଳ୍ପର ବିକାଶ ଦିଗରେ କୌଣସି କାମ କରୁନାହିଁ। ସେଥିପାଇଁ ଓଡ଼ିଶା ଆଜି ବିକାଶ କ୍ଷେତ୍ରରେ ବହୁ ପଛରେ ପଡ଼ିଛି ବୋଲି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ...

ଭାଜପା-ବିଜେଡି ମୁହାଁମୁହିଁ

ପୁରୀ ଅଫିସ, ୨୪।୪: ପୁରୀ ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ଜୟନ୍ତ କୁମାର ଦାଶଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଜୟନ୍ତଙ୍କୁ ପେଣ୍ଠକଟା ନୋଳିଆ ବସ୍ତିରେ...

ପ୍ରଥମେ ବ୍ୟକ୍ତି, ପରେ ଦଳ:ଗଜପତି ମହାରାଜା

ପୁରୀ ଅଫିସ,୨୪ା୪: ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହୋଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ମଙ୍ଗଳବାର ସକାଳେ ଗଜପତି ମହାରାଜା ଦୋଳମଣ୍ଡପ ସାହି ଉପ୍ରା ବିଦ୍ୟାଳୟ ୧୦୨ ନଂ. ବୁଥ୍‌କୁ ମହାରାଣୀଙ୍କ ସହ...

ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ମୁମ୍ବାଇ/ଲକ୍ଷ୍ନୌ,୨୪।୪(ପି.ଟି.): ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଥିବାବେଳେ ଦେଶର ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ୍‌ (ଇଭିଏମ୍‌)ରେ ତ୍ରୁଟି ଦେଖାଦେଇଛି। ଏହାକୁ ନେଇ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଏବଂ ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ...

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। ବିହାର ମଧୁବନରେ ଦୁଇ ହାତ ନ ଥିବା ଜଣେ ବିଦ୍ୟାଙ୍ଗ ଯୁବକ ଗୋଡ ଆଙ୍ଗୁଳିରେ କାଳି...

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମଙ୍ଗଳବାର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଏହାପରେ ନିର୍ଦ୍ଧାରିତ ସମୟଠାରୁ ଅଢ଼େଇଘଣ୍ଟା ବିଳମ୍ବରେ ବରଯାତ୍ରୀ କନ୍ୟାଘର ଅଭିମୁଖେ ଯାତ୍ରା ଆରମ୍ଭ କରିଥିବା ଜଣାପଡ଼ିଛି। ସ୍ଥାନୀୟ ତପକରା ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri