ନିର୍ବାଚନ

ମହାରାଷ୍ଟ୍ରରେ ଗର୍ଜିଲେ ଶାହ

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିରୋଧୀ କଂଗ୍ରେସ ଉପରେ ବର୍ଷିଛନ୍ତି। ମହାରାଷ୍ଟ୍ର ରାଜୁରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ବିରୋଧୀ…

ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି

ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ହରିୟାଣାବାସୀ କଂଗ୍ରେସର ଅହଂକାରକୁ ମାଟିରେ…

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ କରିଥିଲେ…

କଶ୍ମୀର ଯିବାକୁ ହେଲେ ସବୁ ବ୍ୟବସ୍ଥା କରିଦେବେ ମୋଦି

ମୁମ୍ବାଇ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମହାରାଷ୍ଟ୍ରରେ ଏକ ନିର୍ବାଚନି ସଭାରେ ଉଦ୍‌ବୋଧନ ଦେବା ସମୟରେ ପୁଣି ଥରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ କଂଗ୍ରେସ ଓ ଏନ୍‌ସିପି ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦…

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା କି ମହାରାଷ୍ଟ୍ରରେ ଯଦି ଭାଜପା ଶାସନ କ୍ଷମତାକୁ ଆସେ ତେବେ ଭାରତ ରତ୍ନ ପାଇଁ…

ମହାରାଷ୍ଟ୍ରରେ ଭାଜପାକୁ ମିଳିବ ବହୁମତ: ଅମିତ ଶାହ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଆଉ ୩ ଦିନ ପରେ ହେବ। ଏଠାରେ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ହୋଇଛି। ୨୮୮ ବିଧାନସଭା ଆସନ ମଧ୍ୟରୁ ୧୬୪ରେ ଭାଜପା ପ୍ରାର୍ଥୀ ଦେଇଥିବାବେଳେ ୧୨୪ ଆସନରେ ଶିବସେନା ପ୍ରାର୍ଥୀ ନିର୍ବାଚନ…

ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶିବସେନାର ପ୍ରାର୍ଥୀ କୈଳାଶ ପାଟିଲଙ୍କ ପାଇଁ ପଡୋଲି ଗଁାରେ ସେ ନିର୍ବାଚନୀ ପ୍ରଚାର…

ହରିୟାଣାକୁ ନେଇ ଗର୍ବ କରେ: ମୋଦି

ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ ପ୍ରକାଶ…

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ସଭା: ୩୭୦କୁ ନେଇ ବିରୋଧୀଙ୍କୁ ଚ୍ୟାଲେଞ୍ଜ

ଜଲଗାଓଁ,୧୪ା୧୦(ପି.ଟି.): ବିରୋଧୀ ଦଳଗୁଡ଼ିକର ସାହସ ଥିଲେ ସେମାନେ ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦ ଅନୁଚ୍ଛେଦ ଫେରାଇ ଆଣିବା ପାଇଁ ଘୋଷଣା କରନ୍ତୁ। ମହାରାଷ୍ଟ୍ରର ଜଲଗାଓଁରେ ରବିବାର ଏକ ନିର୍ବାଚନୀ ସଭାରେ କଂଗ୍ରେସ ଓ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ନୂଆ ଭାରତର ନୂଆ କିରଣ ଲୋକେ…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ଜାରି କଲା ଘୋଷଣାପତ୍ର

ଚଣ୍ଡିଗଡ଼,୧୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣା ପତ୍ର ଜାରି କରିଛି। ଏଥିରେ କୃଷକ, ଗରିବ, ଯୁବବର୍ଗ ଓ ଖେଳାଳିଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ୩୨ ପୃଷ୍ଠା ବିଶିଷ୍ଟ ଏହି ଘୋଷଣା ପତ୍ରର ନାଁ ରଖାଯାଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri