ନିର୍ବାଚନ

ପ୍ରକାଶ ପାଇଲା ହରିୟାଣା କଂଗ୍ରେସର ଘୋଷଣା ପତ୍ର

ଚଣ୍ଡିଗଡ଼,୧୧।୧୦: ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଘୋଷଣା ପତ୍ର ପ୍ରକାଶ ପାଇଛି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂହ ହୁଡ୍ଡା ଓ ପ୍ରଦେଶ ଅଧ୍ୟକ୍ଷ ଶୈଲଜା କୁମାରୀ ଏହି ସଙ୍କଳ୍ପ ପତ୍ରକୁ…

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଧରିବ ଶିବସେନା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୭।୧୦: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଶିବସେନା ଧରିବ। ଜଣେ ଶିବସୈନିକ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ଏନେଇ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି। ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଅକ୍ଟୋବର ୨୪ରେ ଘୋଷଣା କରାଯିବ। ଏହାପରେ ସେ ପୁଣିଥରେ…

ମହାରାଷ୍ଟ୍ର ବିଧାନସଭା ପାଇଁ ଏନ୍‌ସିପି ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା

ପୁଣେ,୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ଶନିବାର ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି। ଏହି ତାଲିକାରେ ଦଳ ମୁଖ୍ୟ ଶରଦ ପାଓ୍ବାର, ପ୍ରଫୁଲ୍ଲ ପଟେଲ, ଛଗନ ଭୁଜବଳ, ସୁପ୍ରିୟା ସୁଲେ, ଜୟନ୍ତ ପାଟିଲ…

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା

ହରିୟାଣା,୫।୧୦: ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସକୁ କିନ୍ତୁ ଲାଗିଛି ଧକ୍କା। କାରଣ କଂଗ୍ରେସ ନେତା ଅଶୋକ ତନଓ୍ବର ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଆଉ ଏହା ପରେ ପରେ…

ମହାରାଷ୍ଟ୍ରରେ ମିଳିତ ଭାବେ ଲଢିବେ ଭାଜପା-ଶିବସେନା

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ଭାଜପା-ଶିବସେନା ମିଳିତ ଭାବେ ନିର୍ବାଚନ ଲଢିବା କଥା ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଏହା ଘୋଷଣା…

ହରିୟାଣା ନିର୍ବାଚନ: ଭାଜପାର ଷ୍ଟାର ପ୍ରଚାରକଙ୍କ ତାଲିକାରେ ମୋଦି, ଅମିତ ଶାହ

ଚଣ୍ଡିଗଡ଼,୪।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପାର କାର୍ଯ୍ୟକାରୀ…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି କରିଛି। ନିଲମ୍ବିତ ବିଏସ୍‌ଏଫ ଯବାନ ତେଜ ବାହାଦୁରଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି। ତେଜ…

ହରିୟାଣା କଂଗ୍ରେସରେ ସିଦ୍ଧୁଙ୍କ ବିରୋଧରେ ବିଦ୍ରୋହ

ଚଣ୍ଡିଗଡ଼,୩।୧୦: ପଞ୍ଜାବର ପୂର୍ବ କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସ୍ବର ଉତ୍ତୋଳନ ତେଜିବାରେ ଲାଗିଛି। ହରିୟାଣା କଂଗ୍ରେସର ବହୁ ତୁଙ୍ଗ ନେତା ସିଦ୍ଧୁ ନିର୍ବାଚନ ପ୍ରଚାର କରନ୍ତୁ ବୋଲି ଚାହୁଁ ନାହାନ୍ତି। କାରଣ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ…

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪ ଜଣଙ୍କ ନାଁ ଘୋଷଣା ହୋଇଥିବାବେଳେ ମହାରାଷ୍ଟ୍ର ପାଇଁ ୧୨ ପ୍ରାର୍ଥୀଙ୍କ ନାଁ ପ୍ରକାଶ…

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ ହୋଇଥିଲେ।…

ମହାରାଷ୍ଟ୍ର ନିର୍ବାଚନ: ଭାଜପାର ୧୨୫, ଶିବସେନାର ୧୨୪ ପ୍ରାର୍ଥୀ ତାଲିକା ଘୋଷଣା

ମୁମ୍ବାଇ,୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦୀର୍ଘ ଦିନ ଧରି ଚାଲିରହିଥିବା ଅଙ୍କକଷା ମଙ୍ଗଳବାର ଛିଣ୍ଡିଛି। ଭାଜପା ପକ୍ଷରୁ ପ୍ରଥମ ତାଲିକା ଜାରି କରାଯାଇ ୧୨୫ ଆଶାୟୀ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଅନ୍ୟପଟେ ଶିବସେନା ପକ୍ଷରୁ ମଧ୍ୟ…

ହରିୟାଣା ବିଧାନସଭା ନିର୍ବାଚନ: ଯୋଗେଶ୍ୱର, ବବିତାଙ୍କୁ ଟିକେଟ

ନୂଆଦିଲ୍ଲୀ,୧ା୧୦(ପି.ଟି.)-୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୨୧ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ସୋମବାର ଭାଜପା ୭୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କୁ ପୁଣି ଥରେ କର୍ନଲରୁ ପ୍ରାର୍ଥୀ କରାଯାଇଥିଲାବେଳେ ଏକାଧିକ କ୍ରୀଡାବିତ୍‌ଙ୍କୁ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?