ନିର୍ବାଚନ

ଗୋଆରେ ଭାଜପା ଆଗୁଆ, ପଛରେ କଂଗ୍ରେସ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଗୋଆରେ ଶାସକ ଭାଜପା ଆଗୁଆ ରହିଛି। ଅପର ପକ୍ଷରେ କଂଗ୍ରେସ ପଛରେ ରହିଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା...

ପଞ୍ଜାବରେ କଂଗ୍ରେସ-ଏଏପି ଟକ୍କର…

ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ...

ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୦୧ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୬୦ରେ ଆଗୁଆ ରହିଛି।...

ଭୋଟ ଗଣନା ପରେ ଉତ୍ତରପ୍ରଦେଶରେ ହିଂସା ଆଶଙ୍କା, ଆଇବି ପକ୍ଷରୁ ସତର୍କ ସୂଚନା…

ଲକ୍ଷ୍ନୌ,୧୦।୩ : ଆଇବି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଏକ ରିପୋର୍ଟ ପଠାଯାଇଛି। ଯେଉଁଥିରେ ଦର୍ଶାଯାଇଛି ଯେ ଉତ୍ତରପ୍ରଦେଶରେ ଭୋଟ ଗଣନା ପରେ ୧୫ ରୁ ୧୭ ଟି ଜିଲାରେ ହିଂସାକାଣ୍ଡ ଘଟିବାର ଆଶଙ୍କା ରହିଛି। ଆଇବି କହିଛି ଯେ ହାରୁଥିବା...

କଂଗ୍ରେସର ରିସର୍ଟ ରାଜନୀତି

ପଣଜୀ,୧୦।୩(ପି.ଟି.): ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା। ଏଥର ଯେପରି ସେଭଳି ସ୍ଥିତି ନ ଉପୁଜେ ସେଥିପାଇଁ ଏହି ସର୍ବପୁରାତନ ଦଳ କୌଣସି ସୁଯୋଗ ହାତଛଡ଼ା...

ବାରାଣସୀ ଏଡିଏମ୍‌ ନିଲମ୍ବିତ

ଲକ୍ଷ୍ନୌ,୧୦।୩ (ପି.ଟି.): ଉତ୍ତରପ୍ରଦେଶରେ ଇଭିଏମ୍‌ରେ ଜାଲିଆତି କରାଯାଇଥିବା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ ଆଣିବାର ଦିନକ ପରେ ବାରାଣସୀ ଏଡିଏମ୍‌ଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଇଭିଏମ୍‌ ସ୍ଥାନାନ୍ତର ବେଳେ ନିୟମ ଉଲ୍ଲଂଘନ କାରଣରୁ ଏଡିଏମ୍‌ ନଳିନୀକାନ୍ତ...

ଅନ୍ତିମ ପର୍ଯ୍ୟାୟ ମତଦାନ: ସନ୍ଧ୍ୟା ୫ଟା ସୁଦ୍ଧା ୟୁପିରେ ୫୪.୧୮% ଭୋଟିଂ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ...

ୟୁପିରେ ୩ଟା ସୁଦ୍ଧା ୪୬.୪୦% ମତଦାନ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଧାନସଭା ନିର୍ବାଚନମଣ୍ଡଳୀ ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏହି ପର୍ଯ୍ୟାୟରେ...

ମଣିପୁରରେ ନିର୍ବାଚନୀ ହିଂସା, ଜଣେ ମୃତ

ଇମ୍ଫାଲ,୫।୩: ମଣିପୁରର ୨୨ଟି ବିଧାନସଭା ଆସନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ସକାଳୁ ଭୋଟରମାନେ ଲମ୍ବା ଲାଇନ୍‌ରେ ଆସି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ କରୋଙ୍ଗ ବିଧାନସଭା ଆସନରେ ନିର୍ବାଚନୀ ହିଂସା ଘଟିଛି। ଏହି...

୨୬% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୫ା୩(ପି.ଟି.): ସାତ ପର୍ଯ୍ୟାୟ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୋଟ ୪,୪୦୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ପ୍ରତିଶତଙ୍କ ନାଁରେ ଆପରାଧିକ ମାମଲା ରହିଥିବା ସେମାନେ ସତ୍ୟପାଠରେ ଘୋଷଣା କରିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌)...

ଆଜି ମଣିପୁରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ

ଇମ୍ଫାଲ,୫ା୩(ପି.ଟି.): ମଣିପୁର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶନିବାର ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୬ ଜିଲାର ୨୨ ଆସନରେ ମତଦାନ ହେବ। ଏଥିପାଇଁ ପ୍ରତିଦ୍ୱନ୍ଦ୍ୱିତାରେ ୯୨ ପ୍ରାର୍ଥୀ ଅଛନ୍ତି। ୧,୨୪୭ ବୁଥ୍‌ରେ ସକାଳ ୭ରୁ ଅପରାହ୍ନ...

ଉତ୍ତର ପ୍ରଦେଶ ବିଧାନସଭାର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଲକ୍ଷ୍ନୌ,୩ ।୩: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ୧୦ ଜିଲାର ୫୭ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ସକାଳ ୭ଟାରୁ ଏହା ଆରମ୍ଭ...

Advertisement
Archives

Model This Week

Why Dharitri