ନିର୍ବାଚନ

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା: ଦାଦ୍‌ରିରୁ ବବିତା ଫୋଗଟ

ଚଣ୍ଡିଗଡ,୩୦।୯: ହରିୟାଣାରେ ବିଧାନସଭା ନିର୍ବାଚନ ଲାଗି ୭୮ ଆସନ ପାଇଁ ଭାଜପା ପକ୍ଷରୁ ସୋମବାର ଆଶାୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ପୁଣି ଥରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାର କରନାଲ ଆସନ ପାଇଁ ନିର୍ବାଚନ ଲଢ଼ିବେ। ସେହିପରି ପ୍ରଦେଶ…

ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬

ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା ଲାଗି…

ପାଟକୁରା ନିର୍ବାଚନ Live Updates: ୧୬ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୨୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଥିବା ବେଳେ ବିଜେଡି ସବୁଠାରୁ ଆଗରେ ରହିଛି। ୧୬ ରାଉଣ୍ଡ ସୁଦ୍ଧା ୧୭,୨୩୪ ଭୋଟରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୮୯,୩୮୯ ଖଣ୍ଡ ଭୋଟ…

ପାଟକୁରା ନିର୍ବାଚନ Live Updates: ୧୪ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୩୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଛି। ୧୪ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୩୩୪ ଖଣ୍ଡ ଭୋଟରେ ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୭୯,୭୨୨ ଭୋଟ ମିଳିଛି। ଭାଜପା ପ୍ରାର୍ଥୀ…

ପାଟକୁରା ନିର୍ବାଚନ: ୧୨ ରାଉଣ୍ଡ ସୁଦ୍ଧା ବିଜେଡି ୧୬,୧୪୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ବୁଧବାର ଭୋଟ ଗଣତି ଚାଲିଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୧୬,୧୪୪ ଭୋଟରେ ଆଗୁଆ ରହିଛନ୍ତି। ସାବିତ୍ରୀ ଅଗ୍ରଓ୍ବାଲ ୬୯,୬୯୬…

ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୫୩୭୩୨ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା…

ପାଟକୁରା ଫଳାଫଳ: ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଜାରିରହିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗରେ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୪୨୦୩୭ ଖଣ୍ଡ ଭୋଟ ପାଇଥିବା ବେଳେ…

ପାଟକୁରା ନିର୍ବାଚନ ଫଳାଫଳ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ତୃତୀୟ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଖଣ୍ଡ ଭୋଟରେ…

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ ଶାସିତ ମହାବିଦ୍ୟାଳୟ ପରିସରରେ ବୁଧବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମ…

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ୧୨%…

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ ପୂର୍ବାହ୍ନ…

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri