ନିର୍ବାଚନ

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା...

ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର ସହ ନିଜର ପ୍ରତିନିଧିଙ୍କୁ ଭୋଟ ଦେଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲା ୧୨୩...

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏବେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ଉପରେ ରାଜନୈତିକ...

ଢେଙ୍କାନାଳରେ ଭାଜପାର ବିଜୟ ସଂକଳ୍ପ ଶୋଭାଯାତ୍ରା: ବିଜେଡି, କଂଗ୍ରେସକୁ ଟାର୍ଗେଟ କଲେ ଅମିତ ଶାହ

ଢେଙ୍କାନାଳ ଅଫିସ, ୧୭।୪-ଢେଙ୍କାନାଳ ଜିଲା ମହିଷାପାଟ ପଡ଼ିଆରେ ବୁଧବାର ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଗଦେଇ ବିଜେଡି ଏବଂ କଂଗ୍ରେସ ସରକାର ଉପରେ ପ୍ରବଳ ବର୍ଷିଥିଲେ। ଚିଟ୍‌ଫଣ୍ଡ ଘୋଟାଲା, ଖଣି ଦୁର୍ନୀତି,...

ଶକ୍ତିପ୍ରଦର୍ଶନ କଲା ବିଜେଡି

ଭୁବନ, ୧୭।୪(ଡି.ଏନ୍‌.ଏ.)-ଭୁବନ ଏନ୍‌ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍‌ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପାଇଁ ଭୋଟଭିକ୍ଷା କରିଥିଲେ। ପ୍ରାରମ୍ଭରେ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନୀ ସଭା ହୋଇଥିଲା।...

ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଧାୟକ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡ଼ିହୀ,୧୭l୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ହାଟଡ଼ିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଭାଗୀରଥି ସେଠୀଙ୍କ ପ୍ରଚାର ଜୋରଦାର ହୋଇଛି। ଜିଲାପରିଷଦ ସଭ୍ୟ ସୁରେନ୍ଦ୍ର ଜେନାଙ୍କ ନେତୃତ୍ୱରେ ଜିଲା...

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ...

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ ଦଳଗୁଡ଼ିକ ମଧ୍ୟରେ ନୈରାଶ୍ୟ ଭରିରହିଥିବାବେଳେ ୧୭ରୁ ୧୬ ଲୋକ ସଭା ଆସନ ଦଖଲ...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ ଏବଂ ସଞ୍ଜୟ ଖାଣ୍ଡେ। ଆକିବ୍‌ ଓ ବଶରତ୍‌ ପୁଲଓ୍ବାମାର ବାସିନ୍ଦା ଥିବାବେଳେ ସଞ୍ଜୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri