କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଭକ୍ତଚରଣଙ୍କ ଇସ୍ତଫା: ରାଜ୍ୟରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କଲେ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କଂଗ୍ରେସରୁ ଇସ୍ତଫା ଦେଉଛନ୍ତି ଅନେକ ତୁଙ୍ଗ ନେତା। ଶୁକ୍ରବାର ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମଧ୍ୟ ନିଜ…
୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ
ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି ।…
ବ୍ରହ୍ମପୁର ଲୋକ ସଭା: ଚନ୍ଦ୍ରଶେଖରଙ୍କୁ ମିଳିଲା ବିଜୟୀ ପ୍ରମାଣପତ୍ର
ଛତ୍ରପୁର, ୨୪ା୫(ଡି.ଏନ୍.ଏ.):ବ୍ରହ୍ମପୁର ଲୋକ ସଭା ଆସନରେ ବିଜୟୀ ବିଜେଡିର ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଛତ୍ରପୁରଠାରେ ରିଟର୍ନିଂ ଅଫିସର ତଥା ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କଠାରୁ ବିଜୟୀ ସମ୍ପର୍କୀୟ ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାର ଭୃଗୁ…
ଆସିକା ଲୋକ ସଭା: ୨ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରମିଳା ବିଷୋୟୀ
ବ୍ରହ୍ମପୁର ଅଫିସ,୨୪ା୫-ଆସ୍କା ଲୋକ ସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀନୀ ପ୍ରମିଳା ବିଷୋୟୀ। ସେ ଦୁଇ ଲକ୍ଷରୁ ଅଧିକ ଭୋଟରେ ବିଜୟ ହାସଲ କରିଛନ୍ତି। ପ୍ରମିଳାଙ୍କୁ ୫ଲକ୍ଷ ୫୨ହଜାର ୭୪୯ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା…
ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା କରାଯାଇ…
ବିଜେଡି ଦଖଲରେ ବ୍ରହ୍ମପୁର ଲୋକ ସଭା: ବାଜିମାରିଲେ ଚନ୍ଦ୍ରଶେଖର ସାହୁ
ବ୍ରହ୍ମପୁର ଅଫିସ,୨୪ା୫: ବ୍ରହ୍ମପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଛନ୍ତି ବିଜେଡିର ଚନ୍ଦ୍ରଶେଖର ସାହୁ । ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ୧ଲକ୍ଷ ୪୨ହଜାର ୬୩୨ ଖଣ୍ଡ ଭୋଟରେ…
ପାଟଣା ବିଧାନସଭାରେ ବିଜେଡିର ବାଜିମାତ: ପ୍ରାର୍ଥୀ ଜଗନ୍ନାଥ ନାଏକ ୭୭୯୬ ଖଣ୍ଡ ଭୋଟରେ ବିଜୟୀ
ପାଟଣା, ୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ଏସ୍ଟି ସଂରକ୍ଷିତ ନିର୍ବାଚନମଣ୍ଡଳୀ ପାଇଁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ରାତି ୯ଟାରେ ଶେଷ ହୋଇଛି। ଭୋଟ ଗଣତି ପାଇଁ ମୋଟ ୧୦୩ ସରକାରୀ କର୍ମଚାରୀ…
ପଞ୍ଚମ ଥର ଲାଗି ବିଜେଡି କବ୍ଜାରେ କାକଟପୁର: କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣଙ୍କୁ ହରାଇ ତୁଷାରକାନ୍ତି ହେଲେ ବିଧାୟକ
କାକଟପୁର,୨୪।୫(ଡି.ଏନ୍.ଏ.): ନାନା କଳ୍ପନା ଜଳ୍ପନା ସତ୍ତ୍ୱେ କାକଟପୁରରେ ପୁଣି ଥରେ ବାଜିମାତ୍ କରିଛି ବିଜେଡି। ଲଗାତାର ୫ମଥର ଲାଗି କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ କବ୍ଜାକୁ ନେଇଛି ଦଳ। ଭାଜପା ଦଳ ଓ ପ୍ରାର୍ଥୀତ୍ୱକୁ ପରିତ୍ୟାଗ କରି ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା…
ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି…
ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା
ସଜନାଗଡ଼,୨୪ା୫(ଡି,ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ ୧୫୭୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନଟି ବାଲେଶ୍ୱର ରାଜନୀତିର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ
ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି।…
ବାଲେଶ୍ୱର ବିଧାନସଭା : ବିଜେଡି ୬, ଭାଜପା ୨
ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲାର ୮ଟି ବିଧାନସଭା କ୍ଷେତ୍ରରୁ ୬ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ୨ଟି ଆସନରୁ ଭାଜପା ବିଜୟଲାଭ କରିଥିବାର ଜଣାପଡ଼ିଛି। ଜଳେଶ୍ୱରରୁ ବିଜେଡ଼ି ପ୍ରାର୍ଥୀ ଅଶ୍ବିନୀ ପାତ୍ର ୩୫୭୪୬ , ଭୋଗରାଇରୁ ବିଜେଡି ପ୍ରାର୍ଥୀ ଅନନ୍ତ ଦାସ…
Archives


