ନିର୍ବାଚନ

ଅନୁଗୋଳରେ ରଜନୀକାନ୍ତ ୬୦୪୪ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୬୦୪୪ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୫୪୫୩୫ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୪୮୪୯୧ଖଣ୍ଡ ଭୋଟ…

ତାଳଚେରରେ ବ୍ରଜକିଶୋର ୨୩୦୯୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୨୩୦୯୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୨୧୪୭ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୮୬୨ଖଣ୍ଡ ଭୋଟ…

ତାଳଚେରରେ ବ୍ରଜକିଶୋର ୨୨୦୦୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୬ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୨୨୦୦୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୨୭୩୭ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୨୧୮୮ଖଣ୍ଡ ଭୋଟ…

ଛେଣ୍ଡିପଦାରେ ସୁଶାନ୍ତ ୬୬୮୧ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ସୁଶାନ୍ତ କୁମାର ବେହେରା ୨୫ ରାଉଣ୍ଡ ଶେଷ ସୁଦ୍ଧା ୬୬୮୧ ଭୋଟରେ ଭାଜପା ପ୍ରର୍ଥୀ ଅଗସ୍ତି ବେହେରାଙ୍କଠାରୁ ଆଗରେ ରହିଛନ୍ତି। ସୁଶାନ୍ତ ମୋଟ୍‌ ୬୪୧୦୫ ଖଣ୍ଡ ଭୋଟ ପାଇଥିବା ବେଳେ ଅଗସ୍ତି ୫୭୪୨୪…

ରାଜନଗରରେ ବିଜେଡିର ବାଜିମାତ, ଧ୍ରୁବ ବିଜୟୀ

ରାଜନଗର, ୨୩।୫(ଡି.ଏନ୍‌.ଏ.)- ରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଧ୍ରୁବ ଚରଣ ସାହୁ କଂଗ୍ରେସର ଅଂଶୁମାନ ମହାନ୍ତିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଧ୍ରୁବ ପ୍ରାୟ ୧୬,୭୨୫ ଭୋଟରେ ଜିତିଥିବା ଜଣାପଡ଼ିଛି।

ଆଠମଲ୍ଲିକରେ ବିଜେଡିର ବାଜିମାତ: ୪୭,୧୩୫ ଖଣ୍ଡ ଭୋଟରେ ରମେଶ ସାଏ ବିଜୟୀ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ୬୩ ନମ୍ବର ବିଧାନସଭା ନିର୍ବାଚନ ମଣ୍ଡଳିରେ ବାଜିମାରିଛି ବିଜେଡି। ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଭାଗୀରଥି ପ୍ରଧାନଙ୍କଠାରୁ ୪୭ ହଜାର ୧୩୫ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ସାଏ ମୋଟ…

୧୯ ରାଉଣ୍ଡ ଶେଷ, ଆଗରେ ବିଜେଡି

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୯ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ଏବେ ସୁଦ୍ଧା ଏହି ଅସନରେ ବିଜେଡ଼ି ୧୨,୬୨୭ ଭୋଟରେ ଆଗରେ ରହିଛି।

୨୩ ତମ ରାଉଣ୍ଡରେ ବ୍ରଜକିଶୋର ୧୮୮୦୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୮୮୦୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୧୧୯୦ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୩୨୯ ଖଣ୍ଡ…

ଆଠମଲ୍ଲିକରେ ରମେଶ ସାଏ ୪୬୮୭୬ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୩୫ ରାଉଣ୍ଡ ଶେଷସୁଦ୍ଧା ୪୬୮୭୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୮୪୮୯୮ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୩୮୦୨୨…

୩୫ ରାଉଣ୍ଡ ଶେଷ, ଅନୁଭବ ୮୦ ହଜାର ଆଗରେ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ୩୫ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୮୦,୯୮୪ ଭୋଟରେ ଆଗରେ ଅଛନ୍ତି।

ଅନୁଗୋଳରେ ରଜନୀକାନ୍ତ ୩୯୦୮ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୩୯୦୮ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୪୦୮୧୩ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୩୬୯୦୫ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?