ନିର୍ବାଚନ

ମହେଶ ସାହୁ ୧୨୮୨୬ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୫ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୬ ଲକ୍ଷ ୪୪ ହଜାର ୮୪୦ଟି ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୨ ଲକ୍ଷ ୯୯ ହଜାର ୧୪୩…

୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧,୦୭,୯୭୪ ଭୋଟ ପାଇଛନ୍ତି। ଅନୁଭବ ଏବେ ସୁଦ୍ଧା ବୈଜୟନ୍ତଙ୍କଠାରୁ ୪୫,୦୨୭…

ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି। ଟ୍ରେଣ୍ଡରୁ ଯାହା ଜଣାପଡୁଛି, ୫ମ ଥର…

ବିଭୂତି ପ୍ରଧାନ ୧୬୬୯ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୨୬ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୬୦,୫୦୬ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୫୮,୮୩୭ ଖଣ୍ଡ ଭୋଟ ପାଇ ଦ୍ୱିତୀୟ…

ପ୍ରଫୁଲ୍ଲ ମଲ୍ଲିକ ୮୨୩୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୫୪,୫୨୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୪୬,୨୯୦ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ…

କେନ୍ଦ୍ରାପଡ଼ା ବିଧାନସଭା ଆସନରେ ଶଶିଭୂଷଣ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେନି ପ୍ରାର୍ଥୀ ଶଶିଭୂଷଣ ବେହେରା ୨,୨୩୯ ଭୋଟରେ ଆଗରେ ଅଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଗଣେଶ୍ୱର ବେହେରା ୮,୮୫୧ ପାଇଛନ୍ତି।

ସୁଧୀର ୧୩୫୩୦ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୫ତମ ରାଉଣ୍ଡ ସୁଦ୍ଧା ୧ଲକ୍ଷ ୦୪ ହଜାର ୧୦୪ ଭୋଟ କାଉଣ୍ଟିଂ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୪୮,୦୫୮ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୩୪,୫୨୮…

ପାଲଲହଡ଼ାରେ ମୁକେଶ ୬୭୯୧ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୧ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୭୯୧ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୪୧୬୬୮ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ଅଶୋକ ମହାନ୍ତି ୩୪୮୭୭ ଖଣ୍ଡ ଭୋଟ ପାଇଛନ୍ତି।

ବଡ଼ଚଣାରେ ବାଜିମାରିଲା ବିଜେଡି

ଯାଜପୁର ଅଫିସ୍‌, ୨୩।୫- ବଡ଼ଚଣା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅମର ଶତପଥୀ ୧୩୯୧ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଅମର ନାୟକଙ୍କୁ ହରାଇଛନ୍ତି।

ଛେଣ୍ଡିପଦାରେ ଅଗସ୍ତି ବେହେରା ୩୭୧୬ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୭ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୩୭୧୬ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୧୫୯୬୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା…

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ ୩୧,୨୭୫ ଭୋଟ୍‌ ବ୍ୟବଧାନରେ ପରାସ୍ତ କରିଛନ୍ତି। ଗଣତିରେ ମୋଟ ୧,୭୪,୩୬୨ ଭୋଟ୍‌ରୁ କଂଗ୍ରେସର…

ଅନୁଗୋଳରେ ପ୍ରତାପ ପ୍ରଧାନ ୧୦୩୫ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୦୩୫ ଭୋଟରେ ଆଗରେ ରହିଛନ୍ତି। ବିଜେଡିର ରଜନୀକାନ୍ତ ସିଂ ୧୬୫୫୧ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୭୫୮୬ଭୋଟ ପାଇଛନ୍ତି। କଂଗ୍ରେସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri