ଛେଣ୍ଡିପଦାରେ ଅଗସ୍ତି ବେହେରା ୩୭୧୬ ଭୋଟରେ ଆଗରେ
ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୭ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୩୭୧୬ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍ ୧୫୯୬୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା…
ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ
ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ ୩୧,୨୭୫ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି। ଗଣତିରେ ମୋଟ ୧,୭୪,୩୬୨ ଭୋଟ୍ରୁ କଂଗ୍ରେସର…
ଅନୁଗୋଳରେ ପ୍ରତାପ ପ୍ରଧାନ ୧୦୩୫ ଭୋଟରେ ଆଗରେ
ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୦୩୫ ଭୋଟରେ ଆଗରେ ରହିଛନ୍ତି। ବିଜେଡିର ରଜନୀକାନ୍ତ ସିଂ ୧୬୫୫୧ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୭୫୮୬ଭୋଟ ପାଇଛନ୍ତି। କଂଗ୍ରେସର…
ପାଲଲହଡ଼ାରେ ମୁକେଶ ୬୬୫୩ଭୋଟରେ ଆଗରେ
ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୬୫୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୯୪୪୮ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ଅଶୋକ ମହାନ୍ତି ୩୨୭୯୫ ଖଣ୍ଡ ଭୋଟ ପାଇଛନ୍ତି।
୧୨ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ
ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୩୦ହଜାର ୪୪୦, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୭ହଜାର ୭୬୮ ଭୋଟ ମିଳିଛି। ସେହିପରି ଲୋକସଭା ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୨୯ ହଜାର ୯୨୧ ଭୋଟ ପାଇଥିବା…
କବିସୂର୍ଯ୍ୟନଗରରେ ଲତିକା ଆଗୁଆ
ବେଗୁନିଆପଡ଼ା,୨୩।୫(ଡି.ଏନ୍.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା ପ୍ରାର୍ଥୀ ରଞ୍ଜନ ପଲାଇ ୧୨,୭୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି…
ତାଳଚେରରେ ବ୍ରଜକିଶୋର ୭୧୮୧ ଭୋଟରେ ଆଗୁଆ
ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୭୧୮୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍ ୨୪୨୪୪ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୭୦୬୩ ଖଣ୍ଡ ଭୋଟ…
୮ମ ରାଉଣ୍ଡ: ବିଜେଡି ପ୍ରାର୍ଥୀ ଆଗରେ
ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମଲୋଚନ ପଣ୍ଡାଙ୍କଠାରୁ ୩୨୯୧ଖଣ୍ଡ ଭୋଟ ଆଗରେ ଅଛନ୍ତି।
ହିନ୍ଦୋଳରେ ସୀମାରାଣୀ ୮୧୯୩ ଭୋଟରେ ଆଗୁଆ
ହିନ୍ଦୋଳ, ୨୩।୫(ଡି.ଏନ୍.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୨୨ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତଥା ବିଧାୟିକା ସୀମାରାଣୀ ନାୟକ ୫୧,୦୬୧ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ ଭାଜପା ପ୍ରାର୍ଥୀ ଅଶୋକ ନାଏକ ୪୨,୮୬୮ ଖଣ୍ଡ ଭୋଟ ପାଇ ଦ୍ୱିତୀୟ…
୧୧ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ
ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୨୭ହଜାର ୫୪୫, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୫ହଜାର ୫୩୭ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀ ୨ହଜାର ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ସେହିପରି ଲୋକସଭା ଭାଜପା ପ୍ରାର୍ଥୀ…
ତାଳଚେରରେ ବ୍ରଜକିଶୋର ୬୭୭୫ ଭୋଟରେ ଆଗୁଆ
ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୯ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୬୭୭୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍ ୨୧୫୬୬ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୪୭୯୧ ଖଣ୍ଡ ଭୋଟ…
୧୨ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ
ଭଦ୍ରକ ଅଫିସ, ୨୩।୫ – ୧୨ ରାଉଣ୍ଡରେ ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୯୦, ୬୩୩, ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ୮୬,୧୦୦ ଓ କଂଗ୍ରେସ ପ୍ରାର୍ଥୀ ମଧୁମିତା ସେଠୀ ୩୯,୮୭୨ ଭୋଟ…
Archives


