ନିର୍ବାଚନ

ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୧୪,୦୦୬ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ…

ବିଭୂତି ପ୍ରଧାନ ୧୪୦୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୯ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୪,୮୫୩ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୪୩,୪୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ…

ପ୍ରଫୁଲ୍ଲ ମଲ୍ଲିକ ୮୫୩୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୬ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୭,୮୭୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୨୯,୩୩୬ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ…

ପାରାଦୀପରେ କଡ଼ା ମୁକାବିଲା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ୍‌ ଗଣତି ଜାରି ରହିଛି। ଏହି ଜିଲାର ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ପର୍ଯ୍ୟାୟ ଗଣତି ସୁଦ୍ଧା ବିଜେଡି ଓ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ହେଉଥିବା ଜଣାପଡିଛି। ବିଜେଡି…

ମହେଶ ସାହୁ ୮୮୨୪ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୨ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୪ ଲକ୍ଷ ୬୨ ହଜାର ୩୬୯ଟି ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୨ ଲକ୍ଷ ୧୩ ହଜାର ୯୪୬…

ଅନୁଭବ ୩୩,୨୨୬ ଭୋଟ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୩୩,୨୨୬ ଭୋଟରେ ଆଗରେ ଅଛନ୍ତି।

ସୁଧୀର ୧୦୯୭୯ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୧ତମ ରାଉଣ୍ଡ ସୁଦ୍ଧା ୭୭,୭୭୦ ଭୋଟ କାଉଣ୍ଟ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୩୬,୨୯୪ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୨୫,୩୧୫ ଏବଂ କଂଗ୍ରେସର ନବୀନ…

କେନ୍ଦ୍ରାପଡ଼ାରେ ଅନୁଭବ ଅଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୨ ରାଉଣ୍ଡ ଶେଷ ସୁଦ୍ଧା ୩୨,୩୦୩ ଭୋଟରେ ଆଗରେ ଅଛନ୍ତି। ତାଙ୍କ ପଛରେ ଅଛନ୍ତି ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ବୈଜୟନ୍ତ ୧୨ ରାଉଣ୍ଡ ଶେଷ…

ହିନ୍ଦୋଳରେ ସୀମାରାଣୀ ୫୦୨୪ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତଥା ବିଧାୟିକା ସୀମାରାଣୀ ନାୟକ ୪୩,୪୪୧ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ ଭାଜପା ପ୍ରାର୍ଥୀ ଅଶୋକ ନାଏକ ୩୮,୪୧୭ ଖଣ୍ଡ ଭୋଟ ପାଇ ଦ୍ୱିତୀୟ…

ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ ୧୪ହଜାର…

ତାଳଚେରରେ ବ୍ରଜକିଶୋର ୬୧୫୧ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୬୧୫୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୧୯୦୪୦ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୨୮୮୯ ଖଣ୍ଡ ଭୋଟ ପାଇଛନ୍ତି।

ବଡ଼ଚଣାରେ ବିଜେଡି ଆଗୁଆ

ଯାଜପୁର ଅଫିସ,୨୩ା୫: ଯାଜପୁର ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନ ବଡ଼ଚଣା ବିଧାନସଭା ଆସନ ଭୋଟ୍‌ ଗଣତିରେ ପ୍ରଥମ ୨୪ଟି ରାଉଣ୍ଡରେ ଭାଜପାର ଅମର ନାୟକ ଆଗୁଆ ରହିଥିବାବେଳେ ୨୫ତମ ରାଉଣ୍ଡରେ ବିଜେଡିର ଅମର ପ୍ରସାଦ ଶତପଥୀ ୮୨୪ଖଣ୍ଡ ଭୋଟରେ ଆଗରେ ରହିଛନ୍ତି। ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri