ନିର୍ବାଚନ

ଢେଙ୍କାନାଳ ବିଧାନସଭା: ସୁଧୀର ସାମଲ ୭୪୭୭ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୧୩।୫-ଢେଙ୍କାନାଳ ବିଧାନସଭା ଆସନରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ବିଜେଡିର ସୁଧୀର ସାମଲ ୨୧,୪୪୯ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ସେହିପରି ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୧୩,୯୭୨ ଏବଂ କଂଗ୍ରେସର ନବୀନ ନନ୍ଦ ୭,୦୮୮ ଖଣ୍ଡ…

ଆଳିରେ ବିଜେଡି ୧୨୫୧ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- ଆଳି ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମାଙ୍କଠାରୁ ୧୨୫୧ ଭୋଟରେ ଆଗୁଆ। ଦେବେନ୍ଦ୍ର ଶର୍ମା ୭୮୫ ଭୋଟ ପାଇଥିବା ବେଳେ ପ୍ରତାପ ଦେବ ୨୦୩୬ ଭୋଟ ପାଇଛନ୍ତି।

ବିଭୂତି ପ୍ରଧାନ ୧୮୬୮ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୭,୩୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୨୫,୪୬୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ…

ମହାକାଳପଡ଼ା: ଅତନୁ ୧୦୫୦ ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ମହାକାଳପଡ଼ା ବିଧାନସଭା ର୍ନିବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ବିଜୟ ପ୍ରଧାନଙ୍କଠାରୁ ୧୦୫୦ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

ଆଠମଲ୍ଲିକରେ ରମେଶ ସାଏ ୧୦୦୯୨ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୯ମ ରାଉଣ୍ଡ ଶେଷସୁଦ୍ଧା ୧୦୦୯୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୨୦୧୦୦ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୧୦୦୦୮ଖଣ୍ଡ…

ଘଷିପୁରାରେ ବଦ୍ରି ୭୦୬୪ ଭୋଟ ଆଗରେ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି…

ବିଭୂତି ପ୍ରଧାନ ୨୦୨୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୨,୭୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ ମନ୍ତ୍ରୀ ତଥା ବିଜେଡି ଡା. ନୃସିଂହ ଚରଣ ସାହୁ ୨୦,୭୦୪ ଏବଂ କଂଗ୍ରେସର ଯଶସ୍ବିନୀ…

ପ୍ରଫୁଲ୍ଲ ମଲ୍ଲିକ ୬୬୨୭ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୧ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ୨୫,୮୧୮ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୧୯,୧୯୧ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ…

ପାଲଲହଡ଼ାରେ ମୁକେଶ ୬୨୯୯ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୨୯୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୧୦ମ ରାଉଣ୍ଡରେ ମୁକେଶ ପାଲ ୧୭୮୩ ଖଣ୍ଡ ଭୋଟ, ଭାଜପାର ଅଶୋକ ମହାନ୍ତି ୧୨୫୫ ଖଣ୍ଡ ଭୋଟ…

ଢେଙ୍କାନାଳ ଲୋକ ସଭା ଆସନ ୫ମ ରାଉଣ୍ଡ ସୁଦ୍ଧା ମହେଶ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୫ୟ ରାଉଣ୍ଡ ଭୋଟଗଣତି ଶେଷ ହୋଇଛି। ମଧ୍ୟାହ୍ନ ସାଢେ ୧୨ଟା ସୁଦ୍ଧା ୨ଲକ୍ଷ ୫୧ହଜାର ୩୨୦ ଖଣ୍ଡ ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୧ଲକ୍ଷ ୧୪ ହଜାର ୭୯୭ଭୋଟ…

କାକଟପୁରରେ ବିଜେଡି ଆଗୁଆ

କାକଟପୁର, ୨୩।୫(ଡି.ଏନ୍‌.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣ ଦାସ ୪୯୬୮ ଏବଂ ଭାଜପା ପ୍ରାର୍ଥୀ…

ତାଳଚେରରେ ବ୍ରଜକିଶୋର ୩୭୫୨ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୩୭୫୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୧୦୮୮୩ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୭୧୩୧ ଖଣ୍ଡ ଭୋଟ ପାଇଛନ୍ତି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri