ନିର୍ବାଚନ

ଆଠମଲ୍ଲିକ ବିଧାନସଭା: ବିଜେଡିର ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୪ର୍ଥ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୭୮୪୯ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୪୭୮୧ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର...

ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର ମଢ଼େଇ ୨୧୯୪ ଖଣ୍ଡ ଭୋଟ ପାଇଛନ୍ତି। ୫୯୦ ଖଣ୍ଡ ଭୋଟରେ ବିଜେଡି ଆଗୁଆ...

ପରଜଙ୍ଗ: ୫ମ ରାଉଣ୍ଡ ସୁଦ୍ଧା ଭାଜପାର ବିଭୂତି ପ୍ରଧାନ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ଆସନରେ ୫ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ୧୨,୬୦୧ ଖଣ୍ଡ ଭୋଟ ସହ ଆଗୁଆ ରହିଛନ୍ତି। ତାଙ୍କ ପଛକୁ ବିଜେଡିର ମନ୍ତ୍ରୀ ନୃସିଂହ ଚରଣ ସାହୁ ୯୯୭୧ ଭୋଟ ସହ...

କେନ୍ଦୁଝର ଲୋକ ସଭାରେ ଭାଜପା ଆଗୁଆ

କେନ୍ଦୁଝର ଅଫିସ,୨୩।୫: କେନ୍ଦୁଝର ଲୋକ ସଭା ଆସନରେ ଭାଜପାର ଅନନ୍ତ ନାୟକ ପ୍ରଥମ ରାଉଣ୍ଡ ଗଣତିରେ ୨୨୮ ଭୋଟରେ ଆଗୁଆ ରହିଛନ୍ତି। କେନ୍ଦୁଝର ସଦର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ମାଧବ ସର୍ଦ୍ଦାର ୩୧୮ ଭୋଟରେ ଆଗୁଆ ଅଛନ୍ତି। ସେହିପରି ତୃତୀୟ...

ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜକିଶୋର ଦାସ ୧୭୫୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। । ମୟୂରଭଞ୍ଜ...

ହିଞ୍ଜିଳିକାଟୁରେ ନବୀନ ପଟ୍ଟନାୟକ ଆଗରେ

ହିଞ୍ଜିଳିକାଟୁରେ,୨୩।୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁରେ ବିଜେଡି ବିଧାୟକ ପ୍ରାର୍ଥୀ ନୀବନ ପଟ୍ଟନାୟକ ୫୧୯୭ ଭୋଟ ପାଇଥିବାବେଳେ ଭାଜପା ବିଧାୟକ ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ ୧୫୬୧ ଓ ଶମ୍ଭୁ ପାଣିଗ୍ରାହୀ କଂଗ୍ରେସ ୫୧୭ ଭୋଟ ପାଇଥିବା ଜଣାପଡିଛି।

ଢେଙ୍କାନାଳ ଲୋକ ସଭା: ଭାଜପାର ରୁଦ୍ରନାରାୟଣ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୨ୟ ରାଉଣ୍ଡ ଭୋଟଗଣତି ଜାରି ରହିଛି। ପୂର୍ବାହ୍ନ ୧୧.୧୫ ସୁଦ୍ଧା ଏଠାରେ ୧ଲକ୍ଷ ୩୮ ହଜାର ୫୯୦ ଖଣ୍ଡ ଭୋଟ ଗଣତି ସରିଛି। ଭାଜପା ପ୍ରାର୍ଥୀ ରୁଦ୍ରନାରାୟଣ ପାଣି ୬୨,୧୪୧ ଖଣ୍ଡ...

ଯାଜପୁର ଲୋକସଭା ଆସନରେ ବିଜେଡି ଆଗରେ

ଯାଜପୁର ଅଫିସ,୨୩ା୫ : ଯାଜପୁର ଲୋକସଭା ବିଜେଡି ପ୍ରାର୍ଥୀ ସର୍ମିଷ୍ଠା ସେଠୀ ୭ମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ୬୭୬୭ ଭୋଟ୍‌ ବ୍ୟବଧାନରେ ଆଗୁଆ ଥିବା ଜଣାପଡିଛି। ସେ ମୋଟ୍‌ ୨୩,୩୦୮ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ୧୬୬୪୧ ଖଣ୍ଡ...

ଭଦ୍ରକ ଲୋକସଭାରେ ବିଜେଡି ଆଗୁଆ

ଭଦ୍ରକ ଅଫିସ, ୨୩।୫- ଭଦ୍ରକ ଲୋକସଭାର ପ୍ରଥମ ରାଉଣ୍ଡରେ ସିମୁଳିଆ ଓ ସୋରକୁ ବାଦ୍‌ ଦେଲେ ବିଜେଡି ଆଗୁଆ ରହିଛି। ଭାଜପା- ୧୩୮୭, ବିଜେଡି -୨୨୧୮ ଓ କଂଗ୍ରେସ ୧୭୧୩ ଭୋଟ ପାଇଥିବା ଜଣାପଡ଼ିଛି।

କେନ୍ଦ୍ରାପଡା ଲୋକ ସଭାରେ ବିଜେଡି ପ୍ରାର୍ଥୀ ଆଗୁଆ

କେନ୍ଦ୍ରାପଡା ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତି ପରେ କେନ୍ଦ୍ରାପଡା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୩୧୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମହାନ୍ତି ୪୫୧୦ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ବୈଜୟନ୍ତ...

ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତିରେ ନୟାଗଡ଼ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ନୟାଗଡ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ୮୨୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ସେହିପରି ରଣପୁରରେ ସତ୍ୟନାରାୟଣ ପ୍ରଧାନ...

ମୟୂରଭଞ୍ଜ ଲୋକ ସଭାରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ପ୍ରଥମ ରାଉଣ୍ଡ ଗଣତି ପରେ ୧୩୮୭ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ବାଙ୍ଗିରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ୬୬୭ ଭୋଟରେ ଆଗୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri