ନିର୍ବାଚନ

କେନ୍ଦ୍ରାପଡା ଲୋକ ସଭାରେ ବିଜେଡି ପ୍ରାର୍ଥୀ ଆଗୁଆ

କେନ୍ଦ୍ରାପଡା ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତି ପରେ କେନ୍ଦ୍ରାପଡା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୩୧୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମହାନ୍ତି ୪୫୧୦ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ବୈଜୟନ୍ତ ପଣ୍ଡା…

ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତିରେ ନୟାଗଡ଼ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ନୟାଗଡ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ୮୨୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ସେହିପରି ରଣପୁରରେ ସତ୍ୟନାରାୟଣ ପ୍ରଧାନ ୩୭୪,…

ମୟୂରଭଞ୍ଜ ଲୋକ ସଭାରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ପ୍ରଥମ ରାଉଣ୍ଡ ଗଣତି ପରେ ୧୩୮୭ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ବାଙ୍ଗିରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ୬୬୭ ଭୋଟରେ ଆଗୁଆ ଥିବା…

୫ମ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୩୯୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।

ଗୋପାଳପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫ : ପ୍ରଥମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଗୋପାଳପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଦୀପ କୁମାର ପାଣିଗ୍ରାହୀ ଆଗୁଆ ଅଛନ୍ତି। ପ୍ରଦୀପଙ୍କୁ ୨୩୮୩ ଖଣ୍ଡ ଭୋଟ ମିିଳିଥିବାବେଳେ ଭାଜପାର ବିଭୂତି ଭୂଷଣ ଜେନାଙ୍କୁ ୧୭୬୨ ଖଣ୍ଡ ଭୋଟ ମିଳିଛ।…

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୧୫୨୪ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ୧୨୪୧ ଏବଂ ଭାଜପାର ପୃଥ୍ବୀରାଜ…

ଢେଙ୍କାନାଳ ବିଧାନସଭା: ସୁଧୀର ସାମଲ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟଗଣତି ପ୍ରକ୍ରିୟା ଜାରିରହିଛି। ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡିର ସୁଧୀର କୁମାର ସାମଲ ୭୧୦୬ ଭୋଟ ପାଇ ଆଗୁଆ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୪୩୬୦ ଭୋଟ ସହ ଦ୍ୱିତୀୟ ସ୍ଥାନରେ…

ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ସେ ୨୫୪୪ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର କାଳନ୍ଦୀ ସାମଲ ୨୩୫୫ ଖଣ୍ଡ ଭୋଟ ପାଇ ପଛରେ ଅଛନ୍ତି।

୪ର୍ଥ ରାଉଣ୍ଡ ଶେଷ: ହିନ୍ଦୋଳରେ ବିଜେଡି ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୮୮୨୩ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ ନାଏକ ୮୭୧୪ ଏବଂ କଂଗ୍ରେସର ତ୍ରିନାଥ ବେହେରା ୧୨୩୫ ଭୋଟ ପାଇ ଯଥାକ୍ରମେ ଦ୍ୱିତୀୟ…

୪ର୍ଥ ରାଉଣ୍ଡ ଶେଷ: କାମାକ୍ଷାନଗରରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-କାମାକ୍ଷାନଗର ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ଏଠାରେ ବିଜେଡି ଆଗୁଆ ରହିଛି। ବିଜେଡିର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ୧୦୧୧୦ ଭୋଟ ସହ ପ୍ରଥମ ସ୍ଥାନରେ ରହିଛନ୍ତି। ଏହି କ୍ରମରେ ଭାଜପାର ଶତ୍ରୁଘ୍ନ ଜେନା ୭୪୧୬…

ତୃତୀୟ ରାଉଣ୍ଡ ଶେଷ: ହିନ୍ଦୋଳରେ ସୀମାରାଣୀ ନାୟକ ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୭୨୮୦ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ ନାଏକ ୬୮୮୭ ଏବଂ କଂଗ୍ରେସର ତ୍ରିନାଥ ବେହେରା ୯୪୯ ଭୋଟ ପାଇଛନ୍ତି।

ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୩୭୫ ଓ କଂଗ୍ରେସ ପ୍ରାର୍ଥୀ ବିପ୍ଳବ ଜେନା ୧୬୬୪ ଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?