ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ
ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୭୯୨ ଖଣ୍ଡ ଭୋଟ ପାଇଛନ୍ତି।…
୩ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ
ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୨୬୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୧୮୯୩ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ଅଶୋକ ମହାନ୍ତି ୧୬୩୨ ଖଣ୍ଡ ପୋଇ ପାଇଛନ୍ତି।
ଦ୍ୱିତୀୟ ରାଉଣ୍ଡ ଶେଷ : ପରଜଙ୍ଗରେ ଭାଜପା, କାମାକ୍ଷାନଗରରେ ବିଜେଡି ଆଗୁଆ
ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟ ଗଣତି ଜାରି ରହିଛି। ପରଜଙ୍ଗ ବିଧାନସଭା କ୍ଷେତ୍ରରେ ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ଭାଜପାର ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ତାଙ୍କୁ ୪୮୨୫…
ଜୟପୁରରେ ଭୋଟ ଗଣତି ଆରମ୍ଭ
ଜୟପୁର,୨୩ା୫(ଡି.ଏନ୍.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍ ପଡ଼ିନାହାନ୍ତି। କୋରାପୁଟ…
କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ
କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ଭୋଟ ଗଣତି ହେଉଛି। ଏଥିପାଇଁ ଜିଲା ନିର୍ବାଚନ…
ମୟୂରଭଞ୍ଜରେ ୯ଟା ସୁଦ୍ଧା ଆରମ୍ଭ ହୋଇନି ଗଣତି : ଜଳଖିଆ ପାଇଁ ଉତ୍ତେଜନା
ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲାର ୪ଟି ଭୋଟ ଗଣତି କେନ୍ଦ୍ରରେ ସକାଳ ୯ ଟା ସୁଦ୍ଧା ଆରମ୍ଭ ହୋଇ ପାରିନି ଭୋଟ ଗଣତି । ସକାଳ ୮ ଟାରେ ଭୋଟ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ…
ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା
କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ…
ଫେସ୍ବୁକ୍, ଗୁଗଲରେ ବିଜ୍ଞାପନ;ରାଜନୈତିକ ଦଳ ଖର୍ଚ୍ଚ କରିଛନ୍ତି ୫୩ କୋଟି
ନୂଆଦିଲ୍ଲୀ,୨୦-୫: ଦେଶର ରାଜନୈତିକ ଦଳଗୁଡ଼ିକ ଚଳିତ ବର୍ଷ ଫେବୃୟାରୀରୁ ଅଦ୍ୟାବଧି ଫେସ୍ବୁକ୍ ଓ ଗୁଗଲ ଆଦି ସୋସିଆଲ ମିଡିଆରେ ନିଜର ପ୍ରଚାର ପାଇଁ ୫୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଏମାନଙ୍କ ମଧ୍ୟରେ ଶାସକ ଦଳ ଭାଜପା ସର୍ବାଗ୍ରେ ରହିଛି।…
ବ୍ରହ୍ମଗିରିରେ ସାନି ମତଦାନ
ବ୍ରହ୍ମଗିରି,୧୯ା୫(ଡି.ଏନ୍.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି, କୃଷ୍ଣପ୍ରସାଦର ୬୨ନଂ ବୁଥ୍ର ସିୟୁ ହଜିଯାଇଥିବାବେଳେ ସଦରର ୨୨୮ନଂ ବୁଥ୍ରେ ଇଭିଏମ୍ ଭଙ୍ଗା ଯାଇଥିବାରୁ…
ମୟୂରଭଞ୍ଜର ୫ ବୁଥ୍ରେ ଚାଲିଛି ସାନି ମତଦାନ
ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍-ଭୁଗୁଡ଼ାକଟା, ୧୯ନଂ ବୁଥ୍-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍ ନଂ-୨୪୮-ଅଠାପଡ଼ା, ବଡ଼ସାହି ବ୍ଲକର ୧୬୬ନଂ ବୁଥ୍-ଖନୁଆ(୨) ଏବଂ ବାଙ୍ଗିରିପୋଷୀ ବିଧାନସଭା ନିର୍ବାଚନମଣ୍ଡଳୀର ୧୦୪ନଂ…
ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର
ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ରାଜନୈତିକ ହିଂସାରେ ରଞ୍ଜିତ ଦାସ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।…
ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼
ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍, ବରୀର ୮୨, ୧୫୮,…
Archives


