ପୁରୀ ଜିଲାର ୩ ବୁଥ୍ରେ ଆଜି ସାନି ମତଦାନ
ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ ୟୁପି ସ୍କୁଲ, କମାଶାସନ, ୬୨ନଂ. ଗାଦିବ୍ରହ୍ମ ପ୍ରାଇମେରୀ ସ୍କୁଲ, ବାଘମୁଣ୍ଡା ଏବଂ ସତ୍ୟବାଦୀ ନିର୍ବାଚନମଣ୍ଡଳୀ…
୫ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: କ୍ଷମତାକୁ ଫେରିବାର ଦମ୍ଭୋକ୍ତି
ନୂଆଦିଲ୍ଲୀ,୧୮ା୫(ପି.ଟି./ଆଇଏଏନ୍ଏସ୍): ଚଳିତ ସାଧାରଣ ନିର୍ବାଚନରେ ଭାଜପା ପୁଣିଥରେ ପୂର୍ଣ୍ଣସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବ। ପୂରା ୫ ବର୍ଷ ଶାସନ କରିବା ପରେ ପ୍ରଥମଥର ପାଇଁ ବହୁମତ ସହ ଏକ ଦଳ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଅନ୍ତିମ ପର୍ଯ୍ୟାୟ ୯ ଲୋକ ସଭା ଆସନ ପାଇଁ ମୋଦି-ଶାହ-ମମତା ମୁହାଁମୁହିଁ
କୋଲକାତା,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୯ ଆସନ ପାଇଁ ମତଦାନ ହେବ। ଆସନ ହାତେଇବା ଲାଗି ଏଠାରେ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ପ୍ରତିଯୋଗୀତା ଜାରି ରହିଛି।…
ମୋଦି ଜାପାନରେ ଢ଼ୋଲ ବଜାଇ ପାକିସ୍ତାନରେ ଖାଇଛନ୍ତି ବିରିୟାନୀ: ପ୍ରିୟଙ୍କା
ନୂଆଦିଲ୍ଲୀ,୧।୫: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ଟାର୍ଗେଟ୍ କରିବାରେ ଲାଗିଛନ୍ତି। ଏହି ମର୍ମରେ ପ୍ରିୟଙ୍କା କହିଛନ୍ତି ଯେ, ମୋଦି ନିଜ ଶାସନକାଳରେ କେବଳ ବିଦେଶ ଭ୍ରମଣ କରିଛନ୍ତି। ଜାପାନ ଗସ୍ତରେ ମୋଦି ସେଠାରେ…
ମତଦାନ ଅଧିକାର ସାବ୍ୟସ୍ତ କରିବେ ୪୦ ମନମୋହନ-୩ ଅମିତ ଶାହ-୪ ରାଜନାଥ
ଭୋପାଳ,୧।୫: ମଧ୍ୟପ୍ରଦେଶର ଭୋପାଳ ଲୋକ ସଭା ଆସନରେ ମେ ୧୨ରେ ୬ଷ୍ଠ ପର୍ଯ୍ୟାୟର ମତଦାନ କରାଯିବ। ଏଠାରେ ୪୦ରୁ ଅଧିକ ନାମଧାରୀ ଦିଗ୍ ବିଜୟ ସିଂ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେହିପରି ୨୧ ଜଣ ପ୍ରଜ୍ଞା ସିଂ ନାମଧାରୀ…
କମଲନାଥଙ୍କୁ ମାୟାବତୀଙ୍କ ସମର୍ଥନ ପ୍ରତ୍ୟାହାର ଧମକ
ଭୋପାଳ,୧ା୫: ମଧ୍ୟପ୍ରଦେଶର କମଲନାଥ ସରକାରଙ୍କୁ ବିଏସ୍ପି ସୁପ୍ରିମୋ ମାୟାବତୀ ସମର୍ଥନ ପ୍ରତ୍ୟାହାର ଧମକ ଦେଇଛନ୍ତି। ଗୁନା ଆସନରୁ ଏସ୍ପି-ବିଏସ୍ପି ପ୍ରାର୍ଥୀ ହୋଇଥିବା ଲୋକେନ୍ଦ୍ର ସିଂ ରାଜପୁତ କଂଗ୍ରେସରେ ଯୋଗଦେଇ କଂଗ୍ରେସ ପ୍ରାର୍ଥୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସମର୍ଥନ ଘୋଷଣା କରିଛନ୍ତି। ଏହାକୁ ନେଇ…
ଆଜମ୍ ଖାନ୍ଙ୍କ ଉପରେ ପୁଣି ଅଙ୍କୁଶ: ୪୮ ଘଣ୍ଟା ପ୍ରଚାର ମନା
ନୂଆଦିଲ୍ଲୀ,୧ା୫(ପି.ଟି.):ସମାଜବାଦୀ ପାର୍ଟି (ଏସ୍ପି)ର ବରିଷ୍ଠ ନେତା ଆଜମ୍ ଖାନ୍ଙ୍କ ନିର୍ବାଚନୀ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ମଙ୍ଗଳବାର ପୁଣିଥରେ ୪୮ ଘଣ୍ଟିଆ କଟକଣା ଜାରି କରିଛନ୍ତି। ଫଳରେ ଆଜମ୍ ବୁଧବାର ସକାଳ ୬ଟାରୁ ୪୮ ଘଣ୍ଟା ଧରି ପ୍ରଚାର କରିପାରିବେ…
ମୋଦି, ଶାହଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ: ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ଚେନ୍ନାଇ,୧ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ବାଚନ କମିଶନ (ଇସି)ଙ୍କୁ ଜବାବ ମାଗିଛନ୍ତି। ମୋଦି ଏବଂ ଶାହ ଘୃଣିତ ଭାଷଣ ଦେବା ସହ…
ପଞ୍ଚମ ପର୍ଯ୍ୟାୟ ନିର୍ବାଚନ;ମଇଦାନରେ ୧୮୪ କୋଟିପତି: ପୁନମ୍ ସିହ୍ନା ସବୁଠୁ
ନୂଆଦିଲ୍ଲୀ,୧ା୫(ପି.ଟି.): ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ସବୁଠୁ ଧନୀ ହେଉଛନ୍ତି ଲକ୍ଷ୍ନୌ ଲୋକ ସଭା ଆସନର ସମାଜବାଦୀ ପାର୍ଟି (ଏସ୍ପି) ପ୍ରାର୍ଥୀ ପୁନମ୍ ସିହ୍ନା। ପୁନମଙ୍କ ସମ୍ପତ୍ତି ୧୯୩ କୋଟି ଟଙ୍କା ବୋଲି ନିର୍ବାଚନ ସଂସ୍କାର କ୍ଷେତ୍ରରେ…
ମୋଦିଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ଦାବି
କୋଲକାତା/ଲକ୍ଷ୍ନୌ,୧ା୫: ତୃଣମୂଳ କଂଗ୍ରେସ (ଟିଏମ୍ସି)ର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିବାର ଦିନକ ପରେ ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମୋଦି ଘୋଡ଼ାବେପାରରେ ସମ୍ପୃକ୍ତ।…
ଇଭିଏମ୍ ଅଚଳ : ଧାଡ଼ିରେ ଠିଆ ହୋଇ ଚେତାଶୂନ୍ୟ ହେଲେ ୨ ଭୋଟର
ଯାଜପୁରରୋଡ୍,୨୯ା୪(ନି.ପ୍ର.): ଯାଜପୁର ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ କୋରେଇ ନିର୍ବାଚନମଣ୍ଡଳୀର ଫାଜଲପୁର ଆଦର୍ଶ ଭୋଟ କେନ୍ଦ୍ରରେ ଏସାରୋଲ୍ ବିବି(୨୨) ଭୋଟ ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ପ୍ରବଳ ଗରମ ଯୋଗୁ ସେ ଚେତାଶୂନ୍ୟ ହୋଇପଡ଼ିଥିବା ବେଳେ ଖିଲିପଙ୍ଗା…
ଅଚଳ ଇଭିଏମକୁ ବଦଳାଗଲା
ଚାନ୍ଦବାଲି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍ରେ ଇଭିଏମ୍ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା ଅନ୍ୟ…
Archives


