ନିର୍ବାଚନ

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି।  ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ  ଭୋଟରଙ୍କ ମଧ୍ୟରେ ଅସନ୍ତୋଷ  ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ ବୋଲି…

ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌ ଗୁଡ଼ିକ ମଧ୍ୟରେ ୧୦୩. ୧୦୪. ୧୦୬ ଏବଂ ୧୦୭ ରହିଛି। ପୂର୍ବରୁ ଏଠାରେ କେନ୍ଦ୍ରୀୟ…

ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩,…

୨୦୧୯ ଭୋଟ ଲାଗି ସର୍ବାଧିକ ଫୋର୍ସ: ୨.୭ ଲକ୍ଷ ଯବାନ, ୨୦ ଲକ୍ଷ ପୋଲିସ ମୁତୟନ

ନୂଆଦିଲ୍ଲୀ,୨୯ା୪(ପି.ଟି.): ଭାରତରେ ୭ ପର୍ଯ୍ୟାୟବିଶିଷ୍ଟ ଲୋକ ସଭା ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷକରିବା ଲାଗି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏଥିଲାଗି ଦେଶବ୍ୟାପୀ ମୋଟ ୨.୭ ଲକ୍ଷ ପାରାମିଲିଟାରୀ ଫୋର୍ସ, ୨୦ ଲକ୍ଷରୁ…

୬ ଲୋକ ସଭା ଏବଂ ୪୧ ବିଧାନସଭା ପାଇଁ ମତଦାନ ଆରମ୍ଭ: ହେଭିୱେଟ୍‌ଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ଗ୍ରହଣ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୬ ଲୋକ ସଭା ଏବଂ ୪୧ ବିଧାନସଭା କ୍ଷେତ୍ର ନିମନ୍ତେ ଭୋଟ ଗ୍ରହଣ କରାଯାଉଛି। ବରିଷ୍ଠ ବିଜେଡି ନେତା ବେଦପ୍ରକାଶ ଅଗ୍ରୱାଲଙ୍କ…

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର ୧୦ ରୁ ୧୫ ହଜାର ଟଙ୍କାରେ ମିଳିଥାନ୍ତି। ଏହାଛଡା ଚୌକିଦାର ବାଛିବା ପାଇଁ କୋଟି…

ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ ସତ୍ତ୍ୱେ ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର(ମେ ୧) ଅପରାହ୍ନ ୪ଟାରେ ଏକ ସାଧାରଣ…

ଭାଜପା ପାଇଁ ଆରମ୍ଭ ହେଲା କର ବା ମର ଲଢ଼େଇ !

ନୂଆଦିଲ୍ଲୀ,୨୮।୪: ସୋମବାର ହେବ ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ଏହାପରେ ଆଉ ୩ଟି ପର୍ଯ୍ୟାୟରେ ଶେଷ ହେବ ୧୭ତମ ଲୋକ ସଭା ପାଇଁ ମତଦାନ। ଏସବୁ ୧୯୫ ଆସନ ମଧ୍ୟରୁ ୨୦୧୪ରେ ଭାଜପା ମେଣ୍ଟକୁ ୧୭୭ ଆସନ ମିଳିଥିଲା। ସଫଳତା…

ଗମ୍ଭୀରଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୮ା୪: କ୍ରିକେଟର୍‌ରୁ ରାଜନେତା ବନିଥିବା ଭାଜପା ପ୍ରାର୍ଥୀ ଗୌତମ୍‌ ଗମ୍ଭୀର ବିନା ଅନୁମତିରେ ନିର୍ବାଚନ ର଼୍ୟାଲି କରିଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ତାଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ଗତ ୨୫ ତାରିଖରେ ଦିଲ୍ଲୀର ଜଙ୍ଗପୁରାଠାରେ ସେ ବିନା…

ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର ୭୨ ଆସନରେ ମତଦାନ ହେବ। ଏଥିରେ ରହିଛି ବିହାରର ୫ ଆସନ, ଝାଡଖଣ୍ଡର…

ପ୍ରଚାର ସରିଲା, ସବୁଠି କଡ଼ା ମୁକାବିଲା

ଯାଜପୁର ଅଫିସ,୨୮ା୪: ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରୁ ଖୋଲାଖୋଲି ଭୋଟ ପ୍ରଚାର ସରିଛି । ଏବେ ବିଭିନ୍ନ ଦଳ ଓ ପ୍ରାର୍ଥୀ ଭୋଟରଙ୍କ ନିକଟରେ ଭିତିରିଆ ପହଞ୍ଚତ୍ବାକୁ ଲାଗି ପଡ଼ିଲେଣି। ଅପରପକ୍ଷେ ଜିଲାର ୧ଟି ଲୋକ ସଭା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri