‘କେନ୍ଦ୍ରୀୟ ଅନୁଦାନକୁ ହରିଲୁଟ କରିଛନ୍ତି ରାଜ୍ୟ ସରକାର’: ଅମିତ ଶାହ
ଡୁବୁରୀ/କାଳିଆପାଣି, ୨୮ା୪(ଡି.ଏନ.ଏ): ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ୫ବର୍ଷ ମଧ୍ୟରେ ୫ଲକ୍ଷ ୫୬ ହଜାର କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ହେଲେ ଏହି ଅର୍ଥକୁ ବିଭିନ୍ନ ଉପାୟରେ ରାଜ୍ୟ ସରକାର ହରିଲୁଟ କରିଛନ୍ତି ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ…
ହିଂସା କମାଉଛି ମତଦାନ ହାର
ଭୁବନେଶ୍ୱର, ୨୮।୪ (ବ୍ୟୁରୋ): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ ତାରିଖରେ ୬ ଲୋକ ସଭା ଏବଂ ୪୧ ବିଧାନସଭା ଆସନରେ ହେବ। ବିଧାନସଭାରେ ବିଧାୟକ ଓ ସଂସଦରେ ସାଂସଦମାନେ ଆଇନ ପ୍ରଣୟନ…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ
ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା ପାଇଁ ଚିନ୍ତା କରୁଥିବାବେଳେ କଂଗ୍ରେସ ପୁରୁଣା ଗାଦି ବିଜୟ ଲାଗି ଲକ୍ଷ୍ୟ ରଖିଛି। ଚତୁର୍ଥ…
ଜିହ୍ନାଙ୍କୁ ପ୍ରଶଂସା କଲେ ଶତ୍ରୁଘ୍ନ
ଭୋପାଳ,୨୭।୪: ବଲିଉଡ୍ ଅଭିନେତା ଶତ୍ରୁଘ୍ନ ସିହ୍ନା ମହମ୍ମଦ୍ ଅଲ୍ଲୀ ଜିହ୍ନାଙ୍କୁ ପ୍ରଶଂସା କରିଛନ୍ତି। ମଧ୍ୟପ୍ରଦେଶ ଚିନ୍ଦଓ୍ବାରାରେ ଏକ ନିର୍ବାଚନୀ ସଭାରେ ଶତ୍ରୁଘ୍ନ କହିଥିଲେ ଯେ, ସର୍ଦ୍ଧାର ପଟେଲଙ୍କ ଠାରୁ ଜବାହର ଲାଲ୍ ନେହେରୁ, ମହାତ୍ମା ଗାନ୍ଧୀଙ୍କଠାରୁ ଆରମ୍ଭ କରି ଜିହ୍ନା ଏବଂ…
ଲୋକ ସଭା ନିର୍ବାଚନରେ କଂଗ୍ରେସ ପାଇବ ୫୦ରୁ କମ୍ ଆସନ: ମୋଦି
ମୁମ୍ବାଇ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ କରିଛନ୍ତି ଟାର୍ଗେଟ୍। ଲୋକ ସଭା ନିର୍ବାଚନରେ କଂଗ୍ରେସ ୫୦ରୁ କମ୍ ଆସନ ପାଇବ। ତେଣୁ କଂଗ୍ରେସକୁ ଭୋଟ ଦେଇ ନିଜର ବହୁମୂଲ୍ୟ ଭୋଟ ନଷ୍ଟ କରନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ ମୁମ୍ବାଇର ଏକ ନିର୍ବାଚନୀ…
‘ଓଡ଼ିଆଙ୍କ ବୌଦ୍ଧିକ କ୍ଷମତାକୁ ହେୟଜ୍ଞାନ କରୁଛନ୍ତି ମୁଖ୍ୟମନ୍ତ୍ରୀ’
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୩୦ରୁ ଅଧିକ ଦିନ ହେଲା ନିର୍ବାଚନ ପ୍ରଚାର ଆରମ୍ଭ କରିଥିବା ବେଳେ ପ୍ରଚାର ଶେଷ ହେବାକୁ ବସିଲାଣି। ମାତ୍ର ଏ ପର୍ଯ୍ୟନ୍ତ କେଉଁ ପ୍ରସଙ୍ଗ ଉପରେ ବିଜେଡି ନିର୍ବାଚନ ଲଢୁଛି ସେନେଇ ମୁଖ୍ୟମନ୍ତ୍ରୀ…
ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ:ମିଳୁନି କଣ୍ଟ୍ରୋଲ ୟୁନିଟ୍, ୬୨ ନଂ. ବୁଥ୍ରେ ହୋଇପାରେ ସାନି ନିର୍ବାଚନ
ପୁରୀ ଅଫିସ/ବ୍ରହ୍ମଗିରି,(ଡି.ଏନ.ଏ.)୨୭ା୪: ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ଏକ ବୁଥ୍ରେ ମତଦାନ ଶେଷହେବା ପରେ ଏକ ତ୍ରୁଟି ଦେଖାଦେଇଛି। ସମ୍ପୃକ୍ତ ବୁଥ୍ର କଣ୍ଟ୍ରୋଲ ୟୁନିଟ୍ ମିଳୁ ନ ଥିବାରୁ ଜିଲା ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଫଳରେ ଏହି ବୁଥ୍ରେ ସାନି ନିର୍ବାଚନ…
ଚିରଞ୍ଜୀବଙ୍କ ପାଇଁ ପ୍ରଚାରରେ ଗୁଲାମ ନବୀ ଆଜାଦ
ନାଉଗାଁ,୨୭ା୪(ସ୍ବ.ପ୍ର.): ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ସେତେ ଜୋର୍ଦାର ହେବାରେ ଲାଗିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ରାଜ୍ୟ ଓ ଜାତୀୟସ୍ତରର ହେଭିଓ୍ବେଟ୍ ନେତାଙ୍କୁ ଆଣି ପ୍ରଚାର କରୁଛନ୍ତି। ଏହି କ୍ରମରେ ଜଗତ୍ସିଂହପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ…
ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍ଫଣ୍ଡ ଚୋର ଜେଲ୍ ଯିବେ :ଧର୍ମେନ୍ଦ୍ର ପ୍ରଧାନ
ଭଦ୍ରକ ଅଫିସ/ପଦ୍ମପୁର/ତିହିଡି,୨୭।୪ (ଡି.ଏନ.ଏ.):ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ…
ଭାଜପା ପ୍ରାର୍ଥୀଙ୍କୁ ମାଡ଼ ମାରି ଅଟକ
କାକଟପୁର, ୨୭।୪(ଡି.ଏନ୍.ଏ.): କାକଟପୁରର ଭାଜପା ବିଧାୟକ ପ୍ରାର୍ଥୀ ରବି ମଲ୍ଲିକଙ୍କୁ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମରେ କେତେଜଣ ଲୋକ ଗୁରୁବାର ବିଳମ୍ବିତ ରାତିରେ ମାଡ଼ ମାରିବା ସହ ଅଟକ ରଖିଥିଲେ। ଖବର ପାଇ କାକଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ…
ଇଭିଏମ୍ ଭଙ୍ଗାରୁଜା ଘଟଣା :ଭାଜପା ପ୍ରାର୍ଥୀ ଓମ୍ପ୍ରକାଶଙ୍କ ଭିଡିଓ ବାର୍ତ୍ତା ଭାଇରାଲ
ପୁରୀ ଅଫିସ/ଭୁବନେଶ୍ୱର,୨୭ା୪ (ବ୍ୟୁରୋ): ବୁଥ୍ରେ ପଶି ଇଭିଏମ୍ ଭଙ୍ଗାରୁଜା ଏବଂ ପୋଲିଂ ଅଧିକାରୀଙ୍କୁ ଆକ୍ରମଣ ଘଟଣାର ଅଭିଯୁକ୍ତ ତଥା ସତ୍ୟବାଦୀ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଓମ୍ପ୍ରକାଶ ମିଶ୍ରଙ୍କୁ ପୋଲିସ ଗିରଫ କରିବାକୁ ଖୋଜା ଚଳାଇଛି। ସେ ଫେରାର ଥିବାରୁ ତାଙ୍କ…
୨ଟି ବୁଥ୍ରେ ସାନି ମତଦାନ
ସୁନ୍ଦରଗଡ଼,୨୫ା୪(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍ରେ ଇଭିଏମ୍ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୨୧୩…
Archives


