ନିର୍ବାଚନ

ବିକାଶ ହିଁ ହେବ ମାପକାଠି

ପୁରୀ ଅଫିସ/ସାକ୍ଷୀଗୋପାଳ,୨୨ା୪ (ଡି.ଏନ୍‌.ଏ.): ଖରା ଆସିଲେ କଣାସରେ ପାଣି ପାଇଁ ହାହାକାର ପଡ଼େ, ବର୍ଷାଋତୁରେ ବନ୍ୟାପାଣି ଧାନ ଚାଷକୁ ଗିଳି ପକାଏ। ଏହି ସମସ୍ୟା ସହ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାର ବାସ୍ତବତା, ପଞ୍ଚସଖାଙ୍କ ସ୍ମୃତିପୀଠର ବିକାଶ ଏବଂ କୃଷକଙ୍କ ଦୁର୍ଦ୍ଦଶା ଭଳି…

ଅସୁସ୍ଥତା ସତ୍ତ୍ୱେ ବେଦଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି

କେନ୍ଦ୍ରାପଡା ଅଫିସ, ୨୧ା୪: ବିଜେଡିର ବରିଷ୍ଠ ନେତା ତଥା ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରୱାଲଙ୍କ ୮୨ ବର୍ଷ ବୟସରେ ଶନିବାର ପରଲୋକ ଘଟିଛି। ସେ ପୂର୍ବରୁ ୬ ଥର ବିଧାୟକ ହୋଇଥିବା ବେଳେ ଚଳିତ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ ପ୍ରାର୍ଥୀ…

ବିକାଶ ଓ ସୁରକ୍ଷାର ରାସ୍ତା ସୁଦୃଢ଼ କରିବ ଭାଜପା’

ସାଲେପୁର,୨୧।୪ (ଡି.ଏନ୍‌.ଏ.): କଟକ ଜିଲା ସାଲେପୁରସ୍ଥିତ ଭାତପଡ଼ା ଖେଳପଡ଼ିଆରେ ଶନିବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍‌ତାର ଅବାସ ନକ୍‌ଭୀ ଯୋଗଦେଇଥିଲେ। ଏହି ଅବସରରେ ସେ ଉଭୟ ଲୋକ ସଭା ଓ ବିଧାନସଭା ଆସନ…

ପ୍ରସଙ୍ଗ ଆଧାରରେ ହୋଇପାରେ ଭୋଟ

କଟକ ଅଫିସ୍‌, ୨୧ା୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ପ୍ରଚାରରେ ପୂର୍ଣ୍ଣଚ୍ଛେଦ ପଡିବ। ପ୍ରଚାର ପାଇଁ ହାତରେ ମାତ୍ର ୨୪ଘଣ୍ଟା ସମୟ ଥିବାରୁ ପ୍ରାର୍ଥୀମାନେ ଶେଷ ଦମ ଲଗାଇ ଦେଇଛନ୍ତି। କଟକ ଲୋକ ସଭା ଆସନରେ ମୋଟ ୧୦ଜଣ ପ୍ରାର୍ଥୀ…

ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର

ଯାଜପୁର ଅଫିସ,୨୧ା୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ…

ବିଜେଡି ପାଇଁ ପ୍ରଚାର କଲେ ସନାତନ

ଚମ୍ପୁଆ, ୨୦ା୪ (ଡି.ଏନ.ଏ.): ବିଜେଡିକୁ ବିଜୟ କରିବାକୁ ଶନିବାର ଚମ୍ପୁଆ ଶିରପୁରଠାରେ ବିଧାୟକ ସନାତନ ମହାକୁଡ ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ମୁଁ ବିଜେଡି ନୁହଁ ମାତ୍ର ମୋ ସମର୍ଥିିତ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ତାଙ୍କୁ ଆଗାମୀ ନିର୍ବାଚନରେ ବିପୁଳ…

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପୁରୀ ଅଫିସ, ୨୦ା୪: ଚର୍ଚ୍ଚାରେ ପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ। ଶ୍ରୀମନ୍ଦିର, ବେଳାଭୂମି, ରତ୍ନଭଣ୍ଡାର, ମହାପ୍ରଭୁଙ୍କ ଅମୃତ ମଣୋହି ଜମି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସାଙ୍ଗକୁ ସିଦ୍ଧମହାବୀର ରେଲଓ୍ବେ ଓଭରବ୍ରିଜ୍‌ ନିର୍ମାଣ, ଡ୍ରେନେଜ ଆଦି ନାନା ସମସ୍ୟା ନେଇ ପ୍ରାର୍ଥୀଙ୍କ ମଧ୍ୟରେ…

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪: ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। ୧୯୯୮ରୁ ବିଜେଡି ଏଠାରୁ ଜିତି ଆସୁଥିଲେ ମଧ୍ୟ ଚଳିତ ନିର୍ବାଚନରେ ବିଜେଡି ସଫଳତାକୁ ନେଇ ଅନେକେ ଦ୍ୱନ୍ଦ୍ୱ…

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ…

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର କୁମର…

ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର

ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାଇକ ରାଲିରେ ଯାଇ ମାରାଥନ ପ୍ରଚାର କରିଛନ୍ତି ।…

ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?