ନିର୍ବାଚନ

ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ…

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା। ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍‌, ଉମାର…

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ। ଏବେ ଅଣ୍ଡାରୁ ଛୁଆ ଫୁଟିବାରେ ଲାଗିଛନ୍ତି। ଗୁରୁବାର ଲକ୍ଷାଧିକ ଛୁଆ ଫୁଟିଥିବା ଦେଖିବାକୁ ମିଳିଛି।…

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ମ୍ୟୁନିସପାଲିଟିର…

ଜି.ଉଦୟଗିରି ଏନ୍‌ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ

ଜି.ଉଦୟଗିରି,୧୮ା୪(ଡି.ଏନ୍‌.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ ହୋଇଛି। ଜି.ଉଦୟଗିରି ଏନଏସିର ହାଟପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ନଂ ମଡେଲ ବୁଥ୍‌ରେ…

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ ବନ୍ଦ ରହିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ସହର ରଙ୍ଗଢ଼ିପା ଗଁାର ୨୧୩ ନଂ ବୁଥ୍‌ରେ ସକାଳୁ…

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖାଦେଇଥିବା ବେଳେ ବହୁ ବିବାଦ ମଧ୍ୟ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବୁଲନ୍ଦସହରର…

ବରଗଡ଼ ମତଦାନ: ଦିନ ୧୧ଟା ସୁଦ୍ଧା ଅତାବିରାରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୧୩୭୮ ଭୋଟ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ମତଦାନ ଗ୍ରହଣ ଆରମ୍ଭ ହୋଇଛି। କେତେକ ସ୍ଥାନକୁ ଛାଡ଼ି ଦେଲେ ବର୍ତ୍ତମାନ ସୁଦ୍ଧା ମତଦାନ ଶୃଙ୍ଖଳିତ ରହିଛି। ଦିନ ୧୧ଟା ସୁଦ୍ଧା…

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଏହି ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୫ ଲୋକ ସଭା ଓ ୩୫ ବିଧାନସଭା ଆସନ ଲାଗି ୭୭ ଲକ୍ଷ ଭୋଟର…

ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ବହୁ ଉତ୍ସାହର ସହ ନିଜ ପ୍ରତିନିଧିଙ୍କୁ ବାଛିଛନ୍ତି। ଏଥିରେ ମହିଳା…

ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ବିଭିନ୍ନ…

ନୟାଗଡ଼ରେ ଭୋଟ ବର୍ଜନ

ନୟାଗଡ଼ ଅଫିସ,୧୮।୪: ନୟାଗଡ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନୂଆଗାଁ ବ୍ଲକ ଡ଼ିପାମାଳ ମୌଜାର ନଟି ଗଁ।ର ଲୋକମାନେ ଭୋଟ ବର୍ଜନ କରିଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ରାସ୍ତା ଓ ପାଣି ସମସ୍ୟା ଲାଗି ରହିଥିବାରୁ ୫୮୮ ଭୋଟର ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?