ପଞ୍ଜାବ ନିର୍ବାଚନ

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ…

2 years ago

ପଞ୍ଜାବର ୧୩୦୪-ଉତ୍ତରପ୍ରଦେଶର ୬୨୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ, ମତଦାନ ଜାରି…

ଲକ୍ଷ୍ନୌ/ଚଣ୍ଡିଗଡ଼,୨୦।୨ : ରବିବାର ପଞ୍ଜାବରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବା ଲାଗି…

2 years ago

ରବିବାର ପଞ୍ଜାବରେ ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଚଣ୍ଡିଗଡ଼,୧୯।୨ : ରବିବାର ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ରାଜ୍ୟର ୧୧୭ ବିଧାନସଭା…

2 years ago

ଅମରିନ୍ଦରଙ୍କୁ ବହିଷ୍କାର କାରଣ କହିଲେ ରାହୁଲ

ଚଣ୍ଡିଗଡ଼,୧୭।୨: ପଞ୍ଜାବ ବିଧାନସଭା ନିର୍ବାଚନ ଫେବୃଆରୀ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାରରେ କରାଯାଇଛି। କଂଗ୍ରେସ, ଭାଜପା,…

2 years ago

ଅଶ୍ୱିନୀ କୁମାରଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: କଂଗ୍ରେସ ନେତୃତ୍ୱ ଉପରେ ବର୍ଷିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୬।୨: ପଞ୍ଜାବରେ ବିଧାନସଭା ନିର୍ବାଚନର ୫ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶ୍ୱିନୀ କୁମାର ଦଳ ଛାଡିବା ପରେ କଂଗ୍ରେସରେ ହଇଚଇ…

2 years ago

ଭାଜପା, ଏଏପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ପ୍ରିୟଙ୍କା

ଚଣ୍ଡିଗଡ଼,୧୬ା୨(ପି.ଟି.): ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ସେଠାରେ ପ୍ରଚାର ଜୋର୍‌ଦାର ହୋଇଛି। କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର…

2 years ago

ପଞ୍ଜାବ ବିଧାନସଭା ନିର୍ବାଚନ, ବଳାତ୍କାର-ହତ୍ୟା ଅଭିଯୁକ୍ତ ମଇଦାନରେ, ଶିରୋମଣୀ ଅକାଳୀ ଦଳ ଆଗରେ…

ଚଣ୍ଡିଗଡ଼, ୧୫।୨ : ଫେବୃୟାରୀ ୨୦ରେ ପଞ୍ଜାବର ୧୧୭ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନରେ ୧୩୦୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ…

2 years ago

କଂଗ୍ରେସକୁ ବଡ଼ ଝଟ୍‌କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର

ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ କୁମାର…

2 years ago

ଦେବୀଙ୍କ ଦର୍ଶନ କରିବାକୁ ଦେଲେ ନାହିଁ: ମୋଦି

ଚଣ୍ଡିଗଡ଼,୧୪।୨: ପଞ୍ଜାବ ରାଜନୀତି ଏବେ ସରଗରମ ରହିଛି। ନିର୍ବାଚନୀ ଯୁଦ୍ଧ ପାଇଁ ସମସ୍ତ ଦଳ ନିଜ ନିଜର ବଳ ଲଗାଇ ଦେଇଛନ୍ତି। ଶିଖ୍‌ ସଂଖ୍ୟାଲଘୁ ରାଜ୍ୟରେ ଶିରୋମଣି…

2 years ago

ପଞ୍ଜାବରେ ମୋଦିଙ୍କ ପ୍ରଥମ ରାଲି, କହିଲେ ଏହି ମାଟି ସହ ମୋର ରହିଛି ପୁରୁଣା ସମ୍ପର୍କ

ଚଣ୍ଡିଗଡ,୧୪ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପ୍ରଥମ କରି ସେଠାରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଜଳନ୍ଧରରେ ମୋଦି…

2 years ago