ପଞ୍ଜାବ ନିର୍ବାଚନ

ହାରିଗଲେ ସିଦ୍ଧୁ

ଚଣ୍ଡିଗଡ,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥର ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟିକୁ ସ୍ପଷ୍ଟ ବହୁମତ ମିଳିଛି। ଅମୃତସର ପୂର୍ବରୁ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ବି ନିର୍ବାଚନ ହାରି ଯାଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍‌...

କେଜ୍ରିଓ୍ବାଲ ମଡେଲ୍‌ ଅଫ୍‌ ଗଭର୍ନାସ୍‌ ପଞ୍ଜାବରେ ଅନୁମୋଦିତ, କହିଲେ ସିସୋଦିଆ..

ନୂଆଦିଲ୍ଲୀ,୧୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ପରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିଓ୍ବାଲ ମଡେଲ୍‌ ଅଫ୍‌ ଗଭର୍ନାସ୍‌ ପଞ୍ଜାବରେ ଅନୁମୋଦିତ ହୋଇଛି। ରାଜ୍ୟବାସୀ ଆମ୍‌ ଆଦ୍‌ମୀ ପାର୍ଟିର...

କଂଗ୍ରେସର ପରାଜୟ ସ୍ବୀକାର କଲେ ସିଦ୍ଧୁ…

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ପରେ କଂଗ୍ରେସ ପକ୍ଷରୁ ନଭଜୋତ ସିଂ ସିଦ୍ଧୁ ଦଳର ପରାଜୟ ସ୍ବୀକାର କରିଛନ୍ତି। ରାଜ୍ୟର ଜନତା ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ କଂଗ୍ରେସ ଗ୍ରହଣ କରୁଛି ବୋଲି ସେ କହିଛନ୍ତି।...

ଖୁସିରେ ଗଦ୍‌ଗଦ୍‌ କେଜ୍‌ରିଓ୍ବାଲ

ଚଣ୍ଡିଗଡ,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନ ଟ୍ରେଣ୍ଡରେ ଆମ ଆଦମୀ ପାର୍ଟି (ଏଏପି) ଆଗରେ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ ରାଜ୍ୟରେ ଏଏପି ବହୁମତ ସହ ସରକାର ଗଢିବାକୁ ଯାଉଛି। ଏହି ସଫଳତା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ...

ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ: ମାତ୍ର ୧୦ ବର୍ଷ ମଧ୍ୟରେ ବଦଳିଗଲା ସବୁକିଛି

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଫଳରେ ଘୋଷଣା...

ରାଘବଙ୍କ ଭବିଷ୍ୟବାଣୀ: କଂଗ୍ରେସର ସ୍ଥାନ ନେବ ଏଏପି

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଦଳ ଏପର୍ଯ୍ୟନ୍ତ...

ବିଜୟ ମୁହାଁ ଏଏପି …

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ କଂଗ୍ରେସକୁ ପଛରେ ପକାଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବିଜୟ ମୁହାଁ ହୋଇଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି ୮୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୧୮ ଆସନରେ ଆଗୁଆ ରହିଛି।...

ପଞ୍ଜାବରେ କଂଗ୍ରେସ-ଏଏପି ଟକ୍କର…

ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ...

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮...

ପଞ୍ଜାବର ୧୩୦୪-ଉତ୍ତରପ୍ରଦେଶର ୬୨୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ, ମତଦାନ ଜାରି…

ଲକ୍ଷ୍ନୌ/ଚଣ୍ଡିଗଡ଼,୨୦।୨ : ରବିବାର ପଞ୍ଜାବରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବା ଲାଗି ଧାଡ଼ିବାନ୍ଧି ମତଦାନ ଜାରି ରଖିଛନ୍ତି। ଏହି ପ୍ରର୍ଯ୍ୟାୟରେ ୯୩ ମହିଳା ପ୍ରାର୍ଥୀ...

ରବିବାର ପଞ୍ଜାବରେ ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଚଣ୍ଡିଗଡ଼,୧୯।୨ : ରବିବାର ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ରାଜ୍ୟର ୧୧୭ ବିଧାନସଭା ଆସନରେ ସକାଳ ୮ଟାଠାରୁୂ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମତଦାନ ହେବ।...

ଅମରିନ୍ଦରଙ୍କୁ ବହିଷ୍କାର କାରଣ କହିଲେ ରାହୁଲ

ଚଣ୍ଡିଗଡ଼,୧୭।୨: ପଞ୍ଜାବ ବିଧାନସଭା ନିର୍ବାଚନ ଫେବୃଆରୀ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାରରେ କରାଯାଇଛି। କଂଗ୍ରେସ, ଭାଜପା, ଏଏପି, ଅକାଲୀ ଦଳ ସମେତ ସମସ୍ତ ଦଳ ନିଜର ସମସ୍ତ ଶକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri