ଉତ୍ତର ପ୍ରଦେଶ ନିର୍ବାଚନ

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି।...

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପଛରେ ପଡ଼ିଯାଇଛନ୍ତି। ସିରାଥୁରେ କେଶବ ପ୍ରସାଦ ୬ହଜାର ଭୋଟ ପଛରେ...

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି।...

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍‌ ପି ସିଂ ବାଗେଲଙ୍କୁ...

ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ବଡ ଝଟକା ଲାଗିଛି...

ଲକ୍ଷ୍ନୌରେ ବୁଲ୍‌ଡୋଜର ଶୋଭାଯାତ୍ରା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭୋଟ ଗଣନା ଜାରି ରହିଛି। ଏଥିରେ ଭାଜପା ଆଗରେ ଥିବା ବେଳେ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଲକ୍ଷ୍ନୋଠାରେ ଭାଜପା କର୍ମୀ ବୁଲ୍‌ଡୋଜରରେ ବସି ଏକ ଶୋଭାଯାତ୍ରରେ ବାହାରି ବିଭିନ୍ନ ଶ୍ଲୋଗାନ ଦେଉଛନ୍ତି। ସୂଚନାଯୋଗ୍ୟ,...

ଯୋଗୀ ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ହେଲେ ୟୁପି ଛାଡିଦେବି କହିଥିବା ମୁନ୍ନଓ୍ବର ରାଣାଙ୍କ ଘର ଆଗରେ ବଢିଲା ସୁରକ୍ଷା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣନା ଚାଲିଛି। ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଯୋଡି ହିଟ ହୋଇଛି। ପ୍ରାରମ୍ଭିକ ଭାବେ ଭାଜପା ୨୫୦ଟି ଆସନ ଅତିକ୍ରମ କରିଛି, ଅର୍ଥାତ ଭାଜପା କୁହୁକ ନମ୍ବର ୨୦୨ରୁ...

ଯୋଗୀ ଆଦିତ୍ୟନାଥଙ୍କ ବଡ଼ ରେକର୍ଡ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି। ଫଳରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣିଥରେ ସରକାର ଗଠନ କରୁଥିବା ଟ୍ରେଣ୍ଡ କହୁଛି। ପୁନର୍ବାର...

ଯୋଗୀଙ୍କ ହାତରେ ପୁଣି ଉତ୍ତରପ୍ରଦେଶ ଡୋର…

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୨୬୩ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୧୨୫ ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ ୬ ରେ ଆଗୁଆ ଥିବାବେଳେ...

ଉତ୍ତରପ୍ରଦେଶ ୧୦୦ ଟପିଲା ଭାଜପା…

ଲକ୍ଷ୍ନୌ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୨୦ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୮୨ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ...

ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୦୧ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୬୦ରେ ଆଗୁଆ ରହିଛି।...

ଭୋଟ ଗଣନା ପରେ ଉତ୍ତରପ୍ରଦେଶରେ ହିଂସା ଆଶଙ୍କା, ଆଇବି ପକ୍ଷରୁ ସତର୍କ ସୂଚନା…

ଲକ୍ଷ୍ନୌ,୧୦।୩ : ଆଇବି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଏକ ରିପୋର୍ଟ ପଠାଯାଇଛି। ଯେଉଁଥିରେ ଦର୍ଶାଯାଇଛି ଯେ ଉତ୍ତରପ୍ରଦେଶରେ ଭୋଟ ଗଣନା ପରେ ୧୫ ରୁ ୧୭ ଟି ଜିଲାରେ ହିଂସାକାଣ୍ଡ ଘଟିବାର ଆଶଙ୍କା ରହିଛି। ଆଇବି କହିଛି ଯେ ହାରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri