ଉତ୍ତର ପ୍ରଦେଶ ନିର୍ବାଚନ

ବାରାଣସୀ ଏଡିଏମ୍‌ ନିଲମ୍ବିତ

ଲକ୍ଷ୍ନୌ,୧୦।୩ (ପି.ଟି.): ଉତ୍ତରପ୍ରଦେଶରେ ଇଭିଏମ୍‌ରେ ଜାଲିଆତି କରାଯାଇଥିବା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ ଆଣିବାର ଦିନକ ପରେ ବାରାଣସୀ ଏଡିଏମ୍‌ଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଇଭିଏମ୍‌ ସ୍ଥାନାନ୍ତର ବେଳେ ନିୟମ ଉଲ୍ଲଂଘନ କାରଣରୁ ଏଡିଏମ୍‌ ନଳିନୀକାନ୍ତ...

ଅନ୍ତିମ ପର୍ଯ୍ୟାୟ ମତଦାନ: ସନ୍ଧ୍ୟା ୫ଟା ସୁଦ୍ଧା ୟୁପିରେ ୫୪.୧୮% ଭୋଟିଂ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ...

ୟୁପିରେ ୩ଟା ସୁଦ୍ଧା ୪୬.୪୦% ମତଦାନ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଧାନସଭା ନିର୍ବାଚନମଣ୍ଡଳୀ ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏହି ପର୍ଯ୍ୟାୟରେ...

୨୬% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୫ା୩(ପି.ଟି.): ସାତ ପର୍ଯ୍ୟାୟ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୋଟ ୪,୪୦୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ପ୍ରତିଶତଙ୍କ ନାଁରେ ଆପରାଧିକ ମାମଲା ରହିଥିବା ସେମାନେ ସତ୍ୟପାଠରେ ଘୋଷଣା କରିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌)...

ଉତ୍ତର ପ୍ରଦେଶ ବିଧାନସଭାର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଲକ୍ଷ୍ନୌ,୩ ।୩: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ୧୦ ଜିଲାର ୫୭ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ସକାଳ ୭ଟାରୁ ଏହା ଆରମ୍ଭ...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ: ୫୭ ଆସନ ପାଇଁ ଭୋଟଗ୍ରହଣ

ଲକ୍ଷ୍ନୌ,୩ ।୩: ଉତ୍ତର ପ୍ରଦେଶ ବିଧାନସଭାର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବା ବେଳେ ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭାଗ୍ୟ ପରୀକ୍ଷା ହେବ ।...

ମାର୍ଚ୍ଚ ୩ରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ହଟ୍‌ ସିଟ୍‌ରେ ଗୋରଖପୁର

ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବର୍ତ୍ତମାନ ଶେଷରେ ପହଞ୍ଚିଛି। ପୂର୍ବରୁ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟରେ ମତଦାନ ହୋବାକୁ ଅଛି। ଅବଶିଷ୍ଟ ୨ଟି ପର୍ଯ୍ୟାୟରୁ ଷଷ୍ଠ ପର୍ଯ୍ୟାୟ ମତଦାନ ମାର୍ଚ୍ଚ ୩ରେ ଅନୁଷ୍ଠିତ...

ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ

ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପଞ୍ଚମ ପର୍ଯ୍ୟାୟରେ ୧୨ ଜିଲାର ୬୧...

ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..

ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଭୋଟର ଏହି ପର୍ଯ୍ୟାୟରେ ୬୯୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ପ୍ରୟାଗରାଜ,...

ପଞ୍ଚମ ପର୍ଯ୍ୟାୟ ପାଇଁ ସରିଲା ପ୍ରଚାର: ରବିବାର ଅମେଠି-ପ୍ରୟାଗରାଜ ସମେତ ୧୨ଜିଲାରେ ୬୧ଆସନରେ ହେବ ଭୋଟିଂ

ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଫେବୃଆରୀ ୨୭ରେ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକବ୍ରାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨ଟି ଜିଲାରେ ୬୧ଆସନରେ ମତଦାନ ହେବାକୁ ଯାଉଛି। ପ୍ରୟାଗରାଜ,...

ଭୋଟ ଦେଲେ ମିଳିବ ସ୍ବତନ୍ତ୍ର ଉପହାର

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ରାଜଧାନୀ ଲକ୍ଷ୍ନୌ ହେଉଛି ଉତ୍ତରପ୍ରଦେଶ ରାଜନୀତିର ପାଓ୍ବାର ସେଣ୍ଟର। ତେଣୁ ଲକ୍ଷ୍ନୌରେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ସ୍ବତନ୍ତ୍ର ଉପହାରର...

ଲମ୍ବା ଲାଇନ୍‌ରେ ଠିଆ ହୋଇ ପ୍ରାୟ ଦେଢ଼ ଘଣ୍ଟା ପରେ ଭୋଟ ଦେଲେ ଭାଜପା ପ୍ରାର୍ଥୀ ପଙ୍କଜ ଗୁପ୍ତା

ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଭୋଟ ପ୍ରଭାବିତ ହୋଇଥିବା ସୂଚନା ରହିଛି। ଅନେକ ସ୍ଥାନରେ ଇଭିଏମ୍‌ ଓ ଭିଭିପାଟ ମେସିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଭୋଟରମାନେ ଭୋଟ ଦେବାରୁ ବଞ୍ଚିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri