ଉତ୍ତରାଖଣ୍ଡ ନିର୍ବାଚନ

ପରାଜୟ ସ୍ବୀକାର କଲେ ରାୱତ

ନୂଆଦିଲ୍ଲୀ,୧୦।୩: ୨୦୧୭ ପରେ ୨୦୨୨ରେ ମଧ୍ୟ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ସିଂ ରାୱତଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି । ଲାଲଙ୍କୁଆ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ମୋହନ ସିଂଙ୍କ ୧୪ ହଜାରରୁ ଅଧିକ...

ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର ଗଠନ କରିବ ବୋଲି ସ୍ପଷ୍ଟ ହୋଇଗଲାଣି।  ନିର୍ବାଚନ ଫଳାଫଳରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ...

କାମ ଦେଲାନି ଭାଜପା ଲହର: ହାରିଗଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିଛି। ପଞ୍ଜାବକୁ ଛାଡିଦେଲେ ଅନ୍ୟ ୪ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ଉତ୍ତରଖଣ୍ଡରେ ଭାଜପା ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଦଳର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ପୁଷ୍ପର ସିଂ...

ଉତ୍ତରାଖଣ୍ଡରେ ଭାଜପା-କଂଗ୍ରସ କଡ଼ା ମୁକାବିଲା…

ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରାଖଣ୍ଡରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳୁଛି। ୭୦ ଆସନ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭାରେ ଭାଜପା ୩୪ ଆସନରେ ଆଗୁଆ...

ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୦୧ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୬୦ରେ ଆଗୁଆ ରହିଛି।...

ବାଇକ୍‌ରେ ହେଲିପ୍ୟାଡକୁ ଗଲେ ପ୍ରିୟଙ୍କା

କୁଶୀନଗର,୨୮।୨: ଉତ୍ତରପ୍ରଦେଶର କୁଶୀନଗରରେ ମାର୍ଚ୍ଚ ୩ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ରାଜ୍ୟନୈତିକ ଦଳ ବିଭିନ୍ନ ପନ୍ଥା ଆପଣାଇଛନ୍ତି। ଇତିମଧ୍ୟରେ କଂଗ୍ରେସର ମହାସଚିବ...

କରହଲରେ ପୁନଃ ମତଦାନ ପାଇଁ ଦାବି କଲେ ବାଘେଲ

ମୈନପୁରୀ,୨୧।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ଭିଭିଆଇପି ଆସନ କରହଲରେ ମଧ୍ୟ ମତଦାନ ଅନୁଷ୍ଠିତ ହୋଇସାରିଛି। ମତଦାନ ପରେ ଏଠାରେ ବୁଥ୍‌ ଦଖଲ, ନକଲି ଭୋଟ ଦେବା...

ସନ୍ଧ୍ୟା ୬ଟା ସୁଦ୍ଧା ୟୁପିରେ ୬୨%, ଗୋଆରେ ୭୮%, ଉତ୍ତରାଖଣ୍ଡରେ ୬୨ପ୍ରତିଶତରୁ ଉର୍ଦ୍ଧ୍ୱ ମତଦାନ କରିଛନ୍ତି ଭୋଟର

ଲକ୍ଷ୍ନୌ/ପଣାଜି/ଡେରାଡୁନ,୧୪।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ଓ ଉତ୍ତରାଖଣ୍ଡ-ଗୋଆର ସମସ୍ତ ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ଗୋଆରେ ୭୦ଟି ବିଧାନସଭା ଆସନ ପାଇଁ ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ଉତ୍ତରପ୍ରଦେଶରେ...

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ ପତ୍ନୀ ଗୀତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଧାମି...

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri