ମନୋରଞ୍ଜନ

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର ସ୍ବର୍ଣ୍ଣ ମନ୍ଦିର (Golden Temple) ପରିଦର୍ଶନ କରିବା ସହ ସେଠାରେ ସେବା କାର୍ଯ୍ୟରେ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ ବାଦଶାହା ଶାହାରୁଖ ଏହି ଯୁଦ୍ଧ ଦେଖି ଭୟଭୀତ ହୋଇପଡ଼ିଛନ୍ତି। ସେ ତାଙ୍କ ଆକ୍ସନ-ଥ୍ରୀଲର…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର ଶେୟାର କରି ସେ ଲେଖିଛନ୍ତି, ‘ଅପାର କୃତଜ୍ଞତା ଏବଂ ପ୍ରେମରେ ପରିପୂର୍ଣ୍ଣ ହୃଦୟ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ ବେଶ୍‌ ଖୁସି ଅଛନ୍ତି। କିନ୍ତୁ ଏହି ଖୁସି ଭିତରେ ତାଙ୍କୁ ଏକ ଦୁଃଖ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର ହୋଇଛନ୍ତି। ସେ ମାତ୍ର ୧୪ ଦିନ ମଧ୍ୟରେ ୪ କିଲୋ ଓଜନ ହ୍ରାସ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଟିଜରରେ ରାମ ଚରଣଙ୍କ ଜବରଦସ୍ତ ଅନ୍ଦାଜ ଦେଖିବାକୁ ମିଳିଛି।…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼ ଖବର ସମ୍ପ୍ରତି ସାମ୍ନାକୁ ଆସିଛି: ତାଙ୍କ ପ୍ରଥମ ପତ୍ନୀ ଜାସ୍ମିନ ମାସିହଙ୍କୁ ଛାଡପତ୍ର…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ ତାଙ୍କ ଷ୍ଟାଇଲ୍‌ ସମସ୍ତଙ୍କ ହୃଦୟ ଜିତିଥିଲା। ସେ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ କାହାକୁ ବିବାହ କରିବେ, ସେ ନେଇ ତାଙ୍କ ପ୍ରଶଂସକମାନେ ଦୀର୍ଘ ଦିନରୁ ଅପେକ୍ଷା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି। ଏବେ ଏତିକି ଶୁଣିବା ବାକି ଥିଲା। ଏଥିରୁ ଆମ ସମାଜର ପ୍ରଗତି କେଉଁଆଡ଼କୁ…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି। ରଶ୍ମିକାଙ୍କ ମା’ ସୁମନ ମନ୍ଦାନାଙ୍କର ଏକ ପୁରୁଣା ଅଡିଓ କ୍ଲିପ୍ ସୋସିଆଲ ମିଡିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri