ଦକ୍ଷିଣ ସିନେମାର ସୁନ୍ଦର ଅଭିନେତ୍ରୀ ନୟନତାରା ଏବଂ ନିର୍ମାତା ବିଗ୍ନେଶ ଶିଭନ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ନୟନତାରାଙ୍କ ବିବାହକୁ ନେଇ ଚର୍ଚ୍ଚା ହୋଇଥିଲା। ତାଙ୍କ…
ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ସକ୍ରିୟ। ସେ ପ୍ରାୟତଃ ପ୍ରଶଂସକଙ୍କ ସହ ତାଙ୍କର ଫଟୋ ଏବଂ ଭିଡିଓ ଶେୟାର କରୁଥିବା ଦେଖାଯାଏ। ପ୍ରଶଂସକମାନେ ତାଙ୍କ ପୋଷ୍ଟ…
ବି-ଟାଉନ ହ୍ୟାଣ୍ଡସମ ହଙ୍କ୍ ବିକି କୌଶଲ ନିକଟରେ ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଦୁହେଁ ଫିଲ୍ମ ଶୁଟିଂ କରୁଛନ୍ତି। ବିକି ଏବେ…
ବମ୍ବେ: ଥରେ କି ଦୁଇଥର ନୁହେଁ ପାଞ୍ଚଥର ପ୍ରେମରେ ବିଫଳ ହେବା ପରେ ନିର୍ବନ୍ଧ କରି ଚର୍ଚ୍ଚାରେ ଅଭିନେତ୍ରୀ ମୃଣାଳ ଦେଶରାଜ। ଲୋକପ୍ରିୟ ଧାରାବାହିକ ‘ଇସ୍କବାଜ୍’ରେ ଜାହ୍ନବୀ…
ମୁମ୍ବାଇ: କିଙ୍ଗ୍ଖାନ୍ ଶାହାରୁଖ ଗତ କିଛି ବର୍ଷ ହେବ ବଡ଼ ପରଦାରୁ ଦୂରେଇ ରହିଥିଲେ ହେଁ ବର୍ଷକ ମଧ୍ୟରେ ତିନୋଟି ଫିଲ୍ମ ପାଇଁ ପ୍ରଂଶସକମାନଙ୍କୁ ଖୁସି ଖବର…
ହାଇଦ୍ରାବାଦ: ଟଲିଉଡ୍ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ବାଥରୁମ୍ରୁ ମିଳିଛି ସେଲିବ୍ରିଟି ଫ୍ୟାଶନ ଡିଜାଇନର ପ୍ରତ୍ୟୁଷା ଗାରିମେଲାଙ୍କ ମୃତଦେହ। ହାଇଦ୍ରାବାଦ ସ୍ଥିତ ବଞ୍ଜାରା ହିଲ୍ସ ଆପାର୍ଟମେଣ୍ଟର…
ବଲିଉଡ୍ ଅଭିନେତା ଶାହିଦ୍ କପୁର ଏବଂ ଅନନ୍ୟା ପାଣ୍ଡେଙ୍କ କେମେଷ୍ଟ୍ରି ପ୍ରାୟତଃ ସମସ୍ତଙ୍କୁ ପସନ୍ଦ। କେହି କେହି କହିଛନ୍ତି, ଏହି ଯୋଡି ଖୁବ୍ ସୁନ୍ଦର । ତେବେ…
ମୁମ୍ବାଇ: ବିଗ ବି ଅମିତାଭଙ୍କ ନାତୁଣି ନବ୍ୟା ନଭେଲି ନନ୍ଦା ଓ ଅଭିନେତା ସିଦ୍ଧାନ୍ତ ଚତୁର୍ବେଦୀଙ୍କ ରିଲେସନଶିପକୁ ନେଇ ପୁଣି ଚର୍ଚ୍ଚା ହୋଇଛି । ଉଭୟ ସୋସିଆଲ…
ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ଗର୍ଭବତୀ ଅଛନ୍ତି। ସେ ଏବେ ଲଣ୍ଡନ ରାସ୍ତାରେ ଭଉଣୀ ରିୟା କପୁରଙ୍କ ସହ ତାଙ୍କ ଖୁସି ସମୟ ବିତାଉଥିବାର ନଜର ଆସିଛନ୍ତି।…
ବମ୍ବେ: ନବେ ଦଶକରେ ବଲିଉଡ୍ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍’, ‘ଖଳନାୟକ’ ଭଳି ଚଳଚ୍ଚିତ୍ରରେ…