ମନୋରଞ୍ଜନ

ରିଲିଜ ନ ହେଉଣୁ ୨୦୦ କୋଟି କମାଇଲା ସଲମାନଙ୍କ ‘ରାଧେ’

ବମ୍ବେ: ଇଦ୍‌ରେ ରିଲିଜ ହେବାକୁ ଯାଉଛି ବଲିଉଡ୍‌ ଦବଙ୍ଗ ଖାନ୍‌ଙ୍କ ଫିଲ୍ମ ‘ରାଧେ’। ସିନେମାଘର ସହ ଓଟିଟି ପ୍ଲାଟଫର୍ମରେ ଏହାକୁ ଦର୍ଶକେ ଦେଖିପାରିବେ। ଏଣୁ ସିନେମାଟି ଭଲ…

3 years ago

ଅଡ଼ୁଆରେ ଏକତା କପୁରଙ୍କ ବାଲାଜୀ ଫିଲ୍ମସ୍‌: ବର୍ସୋବା ଥାନାରେ ଏତଲା ଦେଲେ ସୁନିଲ ସେଟ୍ଟୀ

ବମ୍ବେ: ଅଡ଼ୁଆରେ ବାଲାଜୀ ଫିଲ୍ମସ୍‌। ଏକତା କପୁରଙ୍କ ଏହି କମ୍ପାନୀ ନାଁରେ ବର୍ସୋବା ଥାନାରେ ଏତଲା ଦେଇଛନ୍ତି ଅଭିନେତା ସୁନିଲ ସେଟ୍ଟୀ। ତାଙ୍କୁ ନଜଣାଇ ତାଙ୍କର ଫଟୋ…

3 years ago

ଗୋଟିଏ ଫିଲ୍ମ କରିବାକୁ ଏତିକି କୋଟି ଚାର୍ଜ କରନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ନିଜର ସୁନ୍ଦର ଚେହେରା ଏବଂ ବଳିଷ୍ଠ ଅଭିନୟ ପାଇଁ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ବେଶ୍‌ ପରିଚିତ। କାଜଲ କେବଳ ସାଉଥ୍‌ ନୁହଁ…

3 years ago

ଧର୍ମେନ୍ଦ୍ରଙ୍କୁ ଏକୁଟିଆ ନ ଭେଟିବା ପାଇଁ ହେମାମାଳିନୀଙ୍କ ପିତା କରିଥିଲେ ଏମିତି କାମ

ବଲିଉଡର ଭେଟେରାନ ଅଭିନେତ୍ରୀ ହେମାମାଳିନୀ ନିଜ ଅଭିନୟ ଯାଦୁରେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଦୀର୍ଘ ୬ ଦଶନ୍ଧି ଧରି ସେ ଅନେକ ଫିଲ୍ମରେ…

3 years ago

ବିବାହର ମାତ୍ର ୧୧ ମାସ ପରେ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତା, ପଡ଼ିଥିଲେ ଗୌରୀଙ୍କ ପ୍ରେମରେ

ବମ୍ବେ: ବଡ଼ ପରଦା ହେଉ ଅଥବା ଛୋଟ ପରଦାର ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ବିବାହ ପରେ ପ୍ରେମରେ ପଡ଼ିଛନ୍ତି। କଥା ଛାଡ଼ପତ୍ର, ତା ପରେ…

3 years ago

ବିବେକ ଓବରୟଙ୍କୁ ଖାଦ୍ୟରେ ମିଳିଲା ହେଲମେଟ୍‌: ଆଉ ତାପରେ…

ବଲିଉଡ୍‌ ଅଭିନେତା ବିବେକ ଓବରୟ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ଶେୟାର କରି ଚର୍ଚ୍ଚାରେ କରିଥାନ୍ତି। ଏବେ…

3 years ago

ପରପାରିରେ ଅଭିନେତ୍ରୀ ଗୌହରଙ୍କ ପିତା

ବମ୍ବେ: ପ୍ରତି ସନ୍ତାନ ଜୀବନରେ ମାତାପିତାଙ୍କ ସ୍ଥାନ ସ୍ବତନ୍ତ୍ର। ଏଣୁ କେହି ଜଣେ ହାତ ଛାଡ଼ି ଦେଲେ ଶୂନ୍ୟସ୍ଥାନ ସୃଷ୍ଟି ହେବା ନିଶ୍ଚିତ। ସେଭଳି କିଛି ଘଟିଛି…

3 years ago

ବିବାହ କରିବାକୁ ଚାହୁଁଛନ୍ତି ବଲିଉଡ୍‌ର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଶମିତା ଶେଟ୍ଟୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଅନେକ ସମୟରେ ସେ ଭଉଣୀ ଶିଳ୍ପା ଶେଟ୍ଟୀଙ୍କ ସହ ଫଟୋ ଶେୟାର କରି ଚର୍ଚ୍ଚାରେ ରହିଥାନ୍ତି।…

3 years ago

ପ୍ରଥମ ଥର: ଏହି ଫିଲ୍ମରେ ଡବଲ ରୋଲରେ ନଜର ଆସିବେ ଐଶ୍ୱର୍ଯ୍ୟା

ଗୁରୁ, ବମ୍ବେ, ରୋଜା, ଥାଲାପତି ଭଳି ସୁପରହିଟ୍‌ ଫିଲ୍ମ ନିର୍ମାଣ କରିସାରିଥିବା ନିର୍ଦ୍ଦେଶକ ମଣି ରତ୍ନମ ଏବେ ତାଙ୍କର ଡ୍ରିମ୍‌ ପ୍ରୋଜେକ୍ଟ ‘ପୋନ୍ନିୟିନ ସେଲଭନ’ କୁ ନେଇ…

3 years ago

ଦମ୍‌ଦାର ଲୁକ୍‌ରେ ନଜର ଆସିଲେ ପରିଣୀତି

ବ୍ୟାଟମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ ‘ସାଇନା’ର ଟିଜର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଫିଲ୍ମରେ ସାଇନାଙ୍କ ଚରିତ୍ରରେ ଅଭିନୟ କରୁଥିବା ଅଭିନେତ୍ରୀ ପରିଣୀତିଙ୍କୁ ଦମ୍‌ଦାର ଲୁକ୍‌ରେ ଦେଖିବାକୁ…

3 years ago