ମନୋରଞ୍ଜନ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗାଲଙ୍କ ପରଲୋକ

ମୁମ୍ବାଇ: ବଲିଉଡକୁ ଉଜ୍ଜ୍ୱଳ ଚଳଚ୍ଚିତ୍ର ଦେଇଥିବା ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗାଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଶ୍ୟାମ ବେନେଗାଲଙ୍କ ଝିଅ ପିଆ ବେନେଗାଲ ଶ୍ୟାମ ବାବୁଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ଆଜି…

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ । ସନ୍ନି ଲିଓନିଙ୍କ ନାଁରେ ସରକାରୀ ଯୋଜନାରେ ହେରାଫେରି କରାଯାଇଛି । ଛତିଶଗଡ ମହତାରି…

ବଲିଉଡ୍‌ରେ ପରିବର୍ତ୍ତନ ଆବଶ୍ୟକ

ମୁମ୍ବାଇ: ଅଭିନେତା ବରୁଣ ଧାୱନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ବେବି ଜନ୍‌’ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ପ୍ରମୋଶନରେ ସେ ଏବେ ବ୍ୟସ୍ତ ଅଛନ୍ତି। ସମ୍ପ୍ରତି ବଲିଉଡ୍‌ ଇଣ୍ଡଷ୍ଟ୍ରି କିଛିମାତ୍ରାରେ ପରିବର୍ତ୍ତନ ଆବଶ୍ୟକ କରୁଛି ବୋଲି ରବିବାର ବରୁଣ ଏକ…

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ତାଙ୍କ ୮ ବର୍ଷର ପୁଅ ଗୁରୁତର ହୋଇଥିଲେ।…

ବିବାହ ପରେ ଅଭିନୟଜଗତକୁ ବାଏ ବାଏ କହିଲେ ଏହି ସାଉଥ୍‌ ଅଭିନେତ୍ରୀ! ପ୍ରଶଂସକ ନିରାଶ 

ହାଇଦ୍ରାବାଦ: ବିବାହ ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି ସାଉଥ୍‌ ଅଭିନେତ୍ରୀ କୀର୍ତ୍ତି ସୁରେଶ। ସେଇଟି ହେଲା ଅଭିନୟ ଦୁନିଆକୁ ବାଏ ବାଏ କରିବା। ଏକଥା ଆମେ କହୁନାହୁଁ। ବରଂ ସୋସିଆଲ ମିଡିଆରେ ଖବର ଭାଇରାଲ ହେଉଛି। ତାଙ୍କ ପାଖରେ ଏବେ ମାତ୍ର…

ମୋ ନାଁରେ ମିଛ ପ୍ରଚାର ହେଉଛି ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୧।୧୨: ତେଲୁଗୁ ସୁପରଷ୍ଟାର ଅଲୁ ଅର୍ଜୁନ ଶନିବାର ସାରେ ଜୁବୁଲି ପାହାଡରେ ଥିବା ତାଙ୍କ ବାସଭବନରେ ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ପୁଷ୍ପା-୨ ଦଳାଚକଟା ବିବାଦକୁ ନେଇ ଅଲ୍ଲୁ ଅର୍ଜୁନ ପ୍ରତିକ୍ରିୟା ରଖିଛନ୍ତି। ଅଲ୍ଲୁ ଅର୍ଜୁନ ପ୍ରତିକ୍ରିୟାରେ କହିଛନ୍ତି, ମୋ…

‘ମହାତ୍ମା ଗାନ୍ଧୀ ପାକିସ୍ତାନର ‘ଜାତୀୟ ପିତା’, ଭୁଲବଶତଃ ଭାରତର ବୋଲି କୁହାଯାଉଛି’

ମୁମ୍ବାଇ: ବିବାଦରେ ଭେଟେରାନ ବଲିଉଡ ଗାୟକ ଅଭିଜିତ ଭଟ୍ଟାଚାର୍ଯ୍ୟ। ଅନେକ ଥର ଶାହାରୁଖ ଖାନ୍‌ ଏବଂ ସଲମାନ ଖାନଙ୍କ ବିରୋଧରେ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହି ଆସିଛନ୍ତି ସେ। ଏବେ ସେ ଆଲୋଚନା ବେଳେ ମହାତ୍ମା ଗାନ୍ଧୀଙ୍କୁ ପାକିସ୍ତାନର ଜାତୀୟ ପିତା…

ହନି ସିଂଙ୍କୁ ଚାପୁଡ଼ା ମାରିଥିଲେ ଶାହାରୁଖ! ୯ ବର୍ଷ ପରେ ଖୁଲାସା କଲେ ଗାୟକ

ମୁମ୍ବାଇ,୨୧।୧୨: ଗାୟକ-ରାପର୍‌ ହନି ସିଂ ଆଜିକାଲି ତାଙ୍କ ଡକ୍ୟୁମେଣ୍ଟାରୀ ‘ୟୋ ୟୋ ହନି ସିଂ: ଫେମସ’ ସହିତ ଖବରରେ ଅଛନ୍ତି। ମୋଜେଜ ସିଂଙ୍କ ନିର୍ଦ୍ଦେଶିତ ଏବଂ ଗୁନିତ ମୋଙ୍ଗାଙ୍କ ଦ୍ୱାରା ନିର୍ମିତ ଏହି ଡକ୍ୟୁମେଣ୍ଟାରୀରେ ହନି ତାଙ୍କ ବ୍ୟକ୍ତିଗତ ତଥା ବୃତ୍ତିଗତ…

‘ଅଲ୍‌ ଇଜ୍‌ ଓ୍ବେଲ୍‌’

ମୁମ୍ବାଇ: କଥାରେ ଅଛି ‘ବଡ଼ ଘର ବଡ଼ ଗୁମର କଥା’। ତାକୁ ଭେଦିବା କାଠିକର ପାଠ। ଆମେ କହୁଛୁ ବଲିଉଡ୍‌ର ବିଗ୍‌ ବି ଅମିତାଭ ବଚ୍ଚନଙ୍କ କଥା। କିଛି ମାସ ହେଲାଣି ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ବୋହୂ…

ନିଜଠାରୁ ୪୦ ବର୍ଷ ସାନ ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଅଜୟ ଦେବଗନଙ୍କ ଅନସ୍କ୍ରିନ୍‌ ବାପା!

ମୁମ୍ବାଇ: ବଲିଉଡ୍‌ ଫିଲ୍ମଜଗତର ଜଣେ ଜଣାଶୁଣା ନାମ ହେଲେ ଗୋବିନ୍ଦ ନାମଦେବ। ଏହି ଭେଟେରାନ ଅଭିନେତା ‘ଓଏମ୍‌ଜି’, ‘ସିଙ୍ଘମ’,‘ଓ୍ବାଣ୍ଟେଡ’ ଭଳି ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ହେଲେ ଏବେ ସେ ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ…

ଭଗବାନ ଶିବ ବି ଦିନେ ପିଇଥିଲେ ବିଷ…କାହିଁକି ଏମିତି କହିଲେ ଦିଲଜିତ ଦୋସାଞ୍ଜ

ଦିଲଜିତ ଦୋସାଞ୍ଜ ଆଜିକାଲି ତାଙ୍କ ଦିଲ ଲୁମିନାଟି ଟୁର୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟ ପରିଦର୍ଶନ କରି ଦିଲଜିତ୍‌ ତାଙ୍କ ପ୍ରଦର୍ଶନ ସହିତ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ତେବେ ଏସବୁ ପରେ ମଧ୍ୟ ଗାୟକ ବିବାଦ ଘେରରେ ରହିଛନ୍ତି।…

ସତ ନା ଲୋକଦେଖାଣିଆ…ଐଶ୍ୱର୍ଯ୍ୟାଙ୍କ ଓଢ଼ଣୀ ଧରି ଚାଲିଲେ ଅଭିଷେକ,Video

ବମ୍ବେ: କେତେବେଳେ ଅଲଗା ତ କେବେ ଏକାଠି। ଏମିତିରେ ପ୍ରଶଂସକ ସତ କ’ଣ ଆଉ ମିଛ କ’ଣ ତାହା ବୁଝିବା କଷ୍ଟକର ବୋଲି ମତ ରଖୁଛନ୍ତି। ଆମେ କହୁଛୁ ବଲିଉଡର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?