ମନୋରଞ୍ଜନ

ଶାହାରୁଖ୍‌ଙ୍କୁ ଦେଖିବା ପାଇଁ ତାଙ୍କ ଘର ସମ୍ମୁଖରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ରାଜକୁମାର ରାଓ ନିଜର ପ୍ରତିଭା ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ପ୍ରତ୍ୟେକ ଫିଲ୍ମରେ ତାଙ୍କ କାମକୁ ପ୍ରଶଂସା କରାଯାଏ। ତେବେ ରାଜକୁମାର ଯଦି ଜଣେ ଅଭିନେତା ହୋଇପାରିଛନ୍ତି ତାହା କେବଳ ଶାହାରୁଖ୍‌ ଖାନ୍‌ଙ୍କ…

ସବୁ ନିର୍ମାତା, ନିର୍ଦ୍ଦେଶକଙ୍କ ପ୍ରଥମ ପସନ୍ଦ ଏହି ଅଭିନେତ୍ରୀ: ଫିଲ୍ମରେ ତାଙ୍କ ପାଇଁ ଲେଖାଯାଉଛି ସ୍ବତନ୍ତ୍ର ସଂଳାପ

ଫିଲ୍ମ ‘ବାହୁବଳୀ’ରେ ଦେବସେନା ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇଥିବା ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ପାଇଁ ଆଉ କୌଣସି ପରିଚୟର ଆବଶ୍ୟକତା ନାହିଁ। ଏହି ଗୋଟିଏ ଫିଲ୍ମ ତାଙ୍କ କ୍ୟାରିୟରକୁ ସବୁଠାରୁ ଉପରେ ପହଞ୍ଚାଇ ପାରିଛି। ଏହା ପରଠାରୁ ସେ ଦକ୍ଷିଣ…

ଡ୍ରଗ୍ସ ମାମଲା: ଜାମିନ ପାଇଁ ଆବେଦନ କଲେ ରିଆଙ୍କ ଭାଇ

ମୁମ୍ବାଇ,୭ ।୧୧: ଡ୍ରଗ୍ସ ମାମଲାରେ ଜେଲ୍‌ରେ ବନ୍ଦୀ ଥିବା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତିଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତି ଶନିବାର ଜାମିନ ଆବେଦନ କରିଛନ୍ତି । ମୁମ୍ବାଇର ସ୍ୱତନ୍ତ୍ର ଏନ୍‌ଡିପିଏସ୍ କୋର୍ଟରେ ସେ ଏହା ଦାଖଲ କରିଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ,…

ଟ୍ୟୁସନଠାରୁ ଆରମ୍ଭ କରି ଯୋଗ ଶିକ୍ଷା ପର୍ଯ୍ୟନ୍ତ, ଅଭିନୟ ପୂର୍ବରୁ ଏହିସବୁ କାମ କରୁଥିଲେ ‘ବାହୁବଳୀ’ର ଦେବସେନା

ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ଚର୍ଚ୍ଚିତ ତଥା ଲୋକପ୍ରିୟ ଅଭିନେତ୍ରୀ ହେଉଛନ୍ତି ଅନୁଷ୍କା ଶେଟ୍ଟୀ । ଖୁବ୍‌ କମ୍‌ ସମୟ ମଧ୍ୟରେ ଅନୁଷ୍କା ନିଜର ସୌନ୍ଦର୍ଯ୍ୟ ଏବଂ ସୁନ୍ଦର ଅଭିନୟ ମାଧ୍ୟମରେ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି।…

ଆମୀର-କିରଣଙ୍କ ଜୀବନ ବଦଳାଇ ଦେଇଥିଲା ଗୋଟିଏ ଫୋନ୍‌ କଲ୍‌

ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମୀର ଖାନ୍‌ଙ୍କ ସ୍ତ୍ରୀ ତଥା ନିର୍ଦ୍ଦେଶିକା, ପ୍ରଯୋଜିକା କିରଣ ରାଓ ନଭେମ୍ବର ୭ରେ ନିଜର ୪୭ତମ ଜନ୍ମଦିନ ପାଳନ କରୁଛନ୍ତି। ତେଲେଙ୍ଗାନାର ଗଦଓ୍ବାଲ ଜିଲାରେ କିରଣ ଜନ୍ମଗ୍ରହଣ କରିଥିଲେ। କିରଣଙ୍କ ପୁରା ନାମ କିରଣ ରାଓ ଜାନୁମାପାଲୀ।…

ଗୋଆ ବିଚ୍‌ର ଫଟୋ ଶୁଟ୍‌କୁ ନେଇ ମିଲିନ୍ଦ ସୋନମଙ୍କ ନାଁରେ ଅଭିଯୋଗ

ନୂଆଦିଲ୍ଲୀ,୭ ।୧୧: ବଲିଉଡ୍ ଅଭିନେତା ତଥା ମଡେଲ ମିଲିନ୍ଦ ସୋନମ ଏବେ ଅଡୁଆରେ । ନିକଟରେ ସେ ଗୋଆ ବୁଲିବାକୁ ଯାଇଥିବା ବେଳେ ସେଠାରେ ଉଠାଇଥିବା ଫଟୋକୁ ନେଇ ସେ ବିବାଦରେ ଫସି ଯାଇଛନ୍ତି । ଗୋଆ ବିଚ୍‌ରେ ସେ ନ୍ୟୁଡ…

ସ୍କୁଲ ସମୟର ଫଟୋ ଶେୟାର କଲେ ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ବର୍ତ୍ତମାନ ନିଜ ସ୍କୁଲ ସମୟର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ସେ ନିଜ ସାଙ୍ଗମାନଙ୍କ ସହ ନଜର ଆସିଛନ୍ତି। ପିଲାଦିନର ସ୍ମୃତି ଚାରଣ କରି…

ସନ୍ନିଙ୍କ ନୂଆ ରୂପ

ମୁମ୍ବାଇ: ବଲିଉଡ୍ ନାୟିକା ସନ୍ନି ଲିଓନ ଦୀର୍ଘ ୬ ମାସ ପରେ ଭାରତ ଫେରିଛନ୍ତି । କରୋନା ମହାମାରୀ ପରଠାରୁ ସେ ତାଙ୍କ ସ୍ୱାମୀ ଡାନିୟଲ ୱିବର ଓ ପିଲାମାନଙ୍କ ସହ ଆମେରିକା ଚାଲିଯାଇଥିଲେ । ଆଉ ଲକ୍‌ଡାଉନ ସମୟ ଅତିବାହିତ…

କଞ୍ଚନାରେ କିନ୍ନର ଚରିତ୍ରରେ ନଜର ଆସିଥିବା ଏହି ଅଭିନେତା ଏକଦା ବାଣ୍ଟୁଥିଲେ ଖବରକାଗଜ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ଲକ୍ଷ୍ମୀ ନଭେମ୍ବର ୯ରେ ଡିଜନି ହଟ୍‌ଷ୍ଟାରରେ ରିଲିଜ୍‌ ହେବ। ଏହି ଫିଲ୍ମରେ ପ୍ରଥମଥର ଅକ୍ଷୟ କିନ୍ନର ଚରିତ୍ରରେ ନଜର ଆସିବେ। ରିଲିଜ୍‌ ହେବା ପୂର୍ବରୁ ଅକ୍ଷୟଙ୍କ ଚରିତ୍ରକୁ ବେଶ୍‌…

ପୁଣିଥରେ ଏକାଠି ନଜର ଆସିବେ କରନ-ଅର୍ଜୁନ

ମୁମ୍ବାଇ: ବେଶ କିଛି ଦିନ ପରେ ପୁଣି ବଡ ପରଦାରେ ଶାହାରୁଖଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ତାଙ୍କ ପ୍ରଶଂସକ । ଏହାରି ଭିତରେ ଶାହାରୁଖଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଏକ ଖୁସି ଖବର । ବଲିଉଡ୍ ବାଦଶାହା ଶାହାରୁଖ ଖାଁ…

ଏକଦା ମଇଁଷି ଭଳି ଦେଖାଯାଉଛ କହି ଚିଡାଉଥିଲେ ଲୋକେ: ଏବେ ତନୁପାତେଳୀ ଲୁକ୍‌ରେ ସମସ୍ତଙ୍କୁ ଚକିତ କରୁଛନ୍ତି ‘ଗଙ୍ଗୁବାଈ’

ବମ୍ବେ: ଟେଲିଭିଜନ ଜଗତରେ କମେଡିୟାନ୍‌ ସଲୋନୀ ‘ଗଙ୍ଗୁବାଇ’ ନାମରେ ଅଧିକ ଲୋକପ୍ରିୟ। ‘ଛୋଟେ ମିୟା’ ଶୋ’ ଜରିଆରେ ସଲୋନୀ ପ୍ରଶଂସକଙ୍କ ଭରପୂର ମନୋରଞ୍ଜନ କରିଥିଲେ। ଇତି ମଧ୍ୟରେ ଅନେକ ବର୍ଷ ବିତିଯାଇଥିବା ବେଳେ ସଲୋନୀଙ୍କୁ ଏବେ ଦେଖିଲେ ଚିହ୍ନିବା ମୁସ୍କିଲ ହେବ।…

ମହାରାଷ୍ଟ୍ରରେ ଖୋଲିଲା ସିନେମା ହଲ୍‌: ଦର୍ଶକେ ଦେଖିବେ ଡିଡିଏଲ୍‌

ମୁମ୍ବାଇ,୬ ।୧୧: କରୋନା ମହାମାରୀ କାରଣରୁ ପ୍ରାୟ ସାରା ଦେଶରେ ସିନେମା ହଲ୍ ବନ୍ଦ ଥିବା ବେଳେ ଏବେ କିଛି କିଛି ରାଜ୍ୟରେ ଏହା ଖୋଲୁଥିବା ଦେଖାଯାଇଛି । ତେବେ ମହାରାଷ୍ଟ୍ରରେ ଶୁକ୍ରବାରଠାରୁ ସିନେମା ହଲ୍ ଖୋଲିଛି । ପ୍ରଥମେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?