ମନୋରଞ୍ଜନ

ମାତ୍ର ୨ ଟଙ୍କା ପାଇଁ କ୍ରିକେଟ ଟିମ୍‌ରେ ସାମିଲ ହେବାରୁ ବଞ୍ଚିତଥିଲେ ବିଗ୍‌ ବି

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଲୋକପ୍ରି ଟିଭି ଶୋ’‘କୌନ ବନେଗା କରୋଡପତି’ର ୧୨ତମ ସିଜିନ୍‌ ମାଧ୍ୟମରେ ପୁଣିଥରେ ଦର୍ଶକଙ୍କ ସାମ୍ମାକୁ ଆସିସାରିଛନ୍ତି। ଇତିମଧ୍ୟରେ ଶୋ’ର କେତୋଟି ଏପିସୋଡ୍‌ ପ୍ରସାରିତ ହୋଇସାରିଛି। ସବୁଥର ପରି ଏଥର ମଧ୍ୟ ବିଗ୍‌ ବି ତାଙ୍କ ଜୀବନ…

ଥାନାରେ ହାଜର ହେଲେ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ

ମୁମ୍ବାଇ,୧।୧୦- ମୁମ୍ବାଇ ଭର୍ସୋଭା ପୋଲିସ ନିକଟରେ ଗୁରୁବାର ହାଜର ହୋଇଛନ୍ତି ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ। ଅଭିନେତ୍ରୀ ପାୟଲ ଘୋଷ ଆଣିଥିବା ଯୌନ ଶୋଷଣ ଅଭିଯୋଗରେ କଶ୍ୟପ ହାଜର ହୋଇଥିବା ଜଣାପଡିଛି। ଗୁରୁବାର ସକାଳେ ପୋଲିସ ଷ୍ଟେସନରେ ପହଞ୍ଚିଥିଲେ। ଏହାପରେ ପୋଲିସ…

ସୁପରହିରୋ ଶକ୍ତିମାନ ଉପରେ ନିର୍ମାଣ ହେବ ଫିଲ୍ମ!

ମୁମ୍ବାଇ: ପିଲାମାନଙ୍କର ଅତିପ୍ରିୟ ଧରାବାହିକ ଶକ୍ତିମାନ ସେତେବେଳେ ତା’ର ଲୋକ ପ୍ରିୟତାକୁ ବଜାୟ ରଖିଥିଲା । କେହି ଏହାକୁ ଭାରତର ପ୍ରଥମ ସୁପରହିରୋ କୁହନ୍ତି ତ କେହି କୁହନ୍ତି ଏହା ସବୁଠାରୁ ଶକ୍ତିଶାଳୀ । ୯୦ ଦଶକରେ ଏହି ଧାରାବାହିକ ବେଶ୍…

ପ୍ରେମକୁ ନେଇ ରେଖା କହିଲେ ଏମିତି, ଭିଡିଓ ଭାଇରାଲ

ମୁମ୍ବାଇ,୧ା୧୦: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ଯାଦୁ ଆଜି ମଧ୍ୟ ପୂର୍ବପରି ରହିଛି। ବଡ଼ ପରଦା ପରେ ରେଖା ଏବେ ଛୋଟ ପରଦାରେ ଲୋକଙ୍କ ହୃଦୟ ଜିତିପାରିଛନ୍ତି। ପ୍ରକୃତ କଥା ହେଲା ଏକ ଟିଭି ସିରିୟଲ ‘ଗୁମ ହୈ କିସି କେ ପ୍ୟାର୍‌…

ଫିଲ୍ମ ହଲ୍ ଖୋଲିଲେ ପ୍ରଥମେ ରିଲିଜ୍ ହେବ ଅକ୍ଷୟଙ୍କ ‘ବେଲ୍ ବଟମ’

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୭ ମାସ ହେବ ବନ୍ଦ ରହିଛି ସାରା ଦେଶର ସିନେମା ହଲ୍ । ଏବେ କିନ୍ତୁ ଅନ୍‌ଲକ୍ ୦.୫ ଆରମ୍ଭ ହୋଇ ଯାଇଥିବା ବେଳେ କେତେକ ରାଜ୍ୟରେ ଫିଲ୍ମ ହଲ୍ ଖୋଲିବାକୁ ସରକାର…

ଝିଅକୁ କଳା କହିବାକୁ ନେଇ ଭାବପ୍ରବଣ ହେଲେ ଗୌରୀ ଖାନ୍‌

ବଲିଉଡ୍‌ର କିଙ୍ଗ୍‌ ଶାହରୁଖ ଖାନ୍‌ଙ୍କ ଝିଅ ସୁହାନା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସୁହାନାଙ୍କୁ କିଛି ବ୍ୟକ୍ତି ସୋସିଆଲ ମିହିଆରେ କଳା କହିବାକୁ ନେଇ ମା’ ଗୌରୀ ଖାନ୍‌ ଭାବପ୍ରବଣ ହୋଇପଡିଛନ୍ତି। ସେ ମହିଳା ସଶକ୍ତିକରଣକୁ ନେଇ ଏକ ପୋଷ୍ଟ ଶେୟାର…

ଭଲ ବେଳା ଆସିଛି

ସତରେ, ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢାଳିବା। ଶାହରୁଖଙ୍କ ଖୁସିି ଏବେ କହିଲେ ନ ସରେ। କାରଣ ଯେଉଁ ୟଶରାଜ ଫିଲ୍ମସ ବ୍ୟାନର ତାଙ୍କୁ ନେମ୍‌ ଫେମ୍‌ ଦେଇଛି ସେହି ବ୍ୟାନରରେ ପ୍ରସ୍ତୁତ ହେବାକୁ ଯାଉଥିବା ସିନେମାରେ…

ସୋନମ୍‌ଙ୍କ ଫିଟ୍‌ନେସ୍‌ ଟିପ୍ସ

ସୋନମ୍‌ କପୁର ଏବେ ଫିଟ୍‌ନେସ ଟିପ୍ସ ବାଣ୍ଟୁଛନ୍ତି। କେବଳ ସେତିକି ନୁହେଁ, ନିଜେ ମଧ୍ୟ ନିଜ ଫିଟ୍‌ନେସ ପ୍ରତି ବେଶ୍‌ ସଚେତନ। ପ୍ରତିଦିନ ସକାଳେ ଦୁଇ ଘଣ୍ଟା ଏବଂ ସନ୍ଧ୍ୟାରେ ଦୁଇ ଘଣ୍ଟା ବ୍ୟାୟାମ କରୁଛନ୍ତି। ତା’ ସହ ଯୋଗ, ପ୍ରାଣାୟାମ…

ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ

ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ’। ନବାଗତ ପ୍ରଯୋଜକ ଆଶିଷ ପ୍ରତାପ ସାମଲ ଏହାର ପ୍ରଯୋଜନା କରୁଛନ୍ତି। ନିର୍ଦ୍ଦେଶନା ଦାୟତ୍ୱ ତୁଲାଇବେ…

ପୁଣି ଥରେ ଅମ୍ଳାନ-ରିୟା

ଷ୍ଟାର କିଡ୍‌ ଅମ୍ଳାନ କୁମାରଙ୍କ ଓଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘ଟାର୍ଗେଟ’ରୁ। ଏହାସହ ସୁଧାକର ବସନ୍ତଙ୍କ ନିର୍ଦ୍ଦେଶିତ ‘ପ୍ରେମ ଅଢ଼େଇ ଅକ୍ଷର’ରୁ ବାବୁସାନ୍‌ଙ୍କ ଅପୋଜିଟ୍‌ରେ ଡେବ୍ୟୁ କରିଥିଲେ ରିୟା। ପରବର୍ତ୍ତୀ ସମୟରେ ଅମ୍ଳାନ ଏବଂ ରିୟାଙ୍କୁ ‘ଗୋଲାପି ଗୋଲାପି’, ‘ତୁ ମୋ…

ଗର୍ଭାବସ୍ଥାରେ ପତଳା ଦେଖାଯିବାକୁ ନେଇ ଟ୍ରୋଲ ହେଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ଆଜିକାଲି ଅଭିନେତ୍ରୀଅଭିନେତାମାନେ ସୋସିଆଲ ମିଡିଆରେ ଟ୍ରୋଲ ହେବା ସାଧାରଣ କଥା ହୋଇଗଲାଣି। ନିକଟରେ ଛୋଟ ପରଦା ଲୋକପ୍ରିୟ ଅଭିନେତା କରଣଭୀର ବୋହ୍‌ରାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଟିଜେ ସିଦ୍ଧୁ ଟ୍ରୋଲ ହୋଇଛନ୍ତି। ଟିଜେ ଖୁବ୍‌ଶୀଘ୍ର ତୃତୀୟ ସନ୍ତାନର ମା’ ହେବାକୁ ଯାଉଛନ୍ତି।…

ବଲିଉଡ୍‌ର ଏହି ସୁପରଷ୍ଟାରଙ୍କୁ ଡ୍ରଗ୍ସ ଯୋଗାଉଥିଲେ ଅର୍ଜୁନ ରାମପାଲ!

ବଲିଉଡ୍‌ରେ ଡ୍ରଗ୍ସ ମାମଲାର ଆଉ ଏକ ବଡ଼ କଥା ସାମ୍ମାକୁ ଆସିଛି। ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ଅଭିନେତ୍ରୀଙ୍କ ନାମ ସମ୍ମୁଖକୁ ଆସୁଥିବା ବେଳେ ଗତ ୨ ଦିନ ହେବ ଅଭିନେତା ମାନେ ମଧ୍ୟ ଏଥିରେ ସାମିଲ ଥିବା ଜଣାପଡ଼ିଥିଲା। ତେବେ ଅଭିନେତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri