ମନୋରଞ୍ଜନ

ବିବାହର ୧୬ ଦିନ ପରେ ପ୍ରଶଂସକଙ୍କୁ ଖୁସିଖବର ଦେଲେ ନାଗା ଚୈତନ୍ୟ

ହାଇଦ୍ରାବାଦ: ସାଉଥ୍‌ର ଚର୍ଚ୍ଚିତ ଯୋଡ଼ି ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଡିସେମ୍ବର ୪ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ହାଇଦ୍ରାବାଦର ଅନ୍ନପୂର୍ଣ୍ଣା ଷ୍ଟୁଡିଓରେ ଉଭୟ ବିବାହ କରିଥିଲେ। ଆଜିକୁ ବିବାହର ୧୫ ଦିନ ପୁରିଛି। ଏମିତିରେ ଅଭିନେତା ସୋସିଆଲ ମିଡିଆରେ…

ହଲିଉଡ ଅଭିନେତା ଟମ କ୍ରୁଜଙ୍କୁ ମିଳିଲା ଆମେରିକା ନୌସେନାର ସର୍ବୋଚ୍ଚ ସମ୍ମାନ

ଲସ ଆଞ୍ଜେଲସ,୧୯।୧୨: ଯେତେବେଳେ ଲୋକପ୍ରିୟ ହଲିଉଡ ତାରକାମାନଙ୍କ ବିଷୟରେ ଆଲୋଚନା ହୁଏ, ଟମ କ୍ରୁଜଙ୍କ ନାମ ନିଶ୍ଚିତ ଭାବରେ ଏହି ତାଲିକାରେ ଆସିଥାଏ। ସେ ନିଜେ ମୁଭିରେ ବିପଜ୍ଜନକ ଷ୍ଟଣ୍ଟ ପ୍ରଦର୍ଶନ ପାଇଁ ଜଣାଶୁଣା। ଜଣେ ଆକ୍ସନ ଅଭିନେତା ଭାବରେ, ହଲିଉଡରେ…

ମା’ ହେଲେ ଗୋପୀ ବୋହୂ

ଟିଭିର ଗୋପୀ ବୋହୂ ତଥା ଦେବୋଲିନା ଭଟ୍ଟାଚାର୍ଜ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଦେବୋଲିନା ନିଜେ ନିଜ ଇନଷ୍ଟାଗ୍ରାମ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି। ଦେବୋଲିନା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଲେଖା…

Pushpa-2 ସ୍କ୍ରିନିଂ ସମୟରେ ଆହତ ହୋଇଥିବା ନାବଳକ ଏବେ ଗୁରୁତର

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୪ରେ ମୁଭି ପୁଷ୍ପା ୨ର ପ୍ରିମିୟର୍‌ ଶୋ’ ପୂର୍ବରୁ ହାଇଦ୍ରାବାଦର ସାା ଥିଏଟରରେ ଦଳାଚକଟାେରେ ଆହତ ହୋଇଥିବା ଶିଶୁ ଏବେ ଗୁରୁତର। ଏବେ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି ବୋଲି ସୂଚନା ମିଳିଛି। ମଙ୍ଗଳବାର ହାଇଦ୍ରାବାଦର କିଏମଏସ କୁଡଲେସ…

ସୋନାକ୍ଷୀ-ମୁକେଶ କଳି

ମୁମ୍ବାଇ: କିଛି ବର୍ଷ ତଳେ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଲୋକପ୍ରିୟ ଟିଭି ଧାରାବାହିକ ‘କୋନ୍‌ ବନେଗା କରୋଡ୍‌ପତି’ରେ ରାମାୟଣ ସହ ଜଡ଼ିତ ଏକ ପ୍ରଶ୍ନର ଉତ୍ତର ଦେଇ ନ ପାରି ଟ୍ରୋଲ୍‌ର ସମ୍ମୁଖୀନ ହୋଇଥିଲେ। ଶକ୍ତିମାନ ଭାବେ ଘରେ ଘରେ ପରିଚିତ…

ଓସ୍କାର ରେସ୍‌ରୁ ବାଦ୍‌ ପଡିଲା ‘ଲାପତା ଲେଡିଜ୍‌’

ମୁମ୍ବାଇ,୧୮।୧୨: ଓସ୍କାର ରେସ୍‌ରୁ ବାଦ୍‌ ପଡିଲା ‘ଲାପତା ଲେଡିଜ୍‌’ । କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍‌ରୁ ବାହାରି ଯାଇଥିବା ବେଳେ ଭାରତୀୟ…

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବିପାଶା ଚୁମ୍ବନ ଦେବା ବେଳର ଫଟୋ ହେଉଛି ଭାଇରାଲ

ମୁମ୍ବାଇ: ବଲିଉଡ୍‌ର ସେନ୍‌ସେଶନାଲ ଅଭିନେତ୍ରୀ ବିପାଶା ବସୁଙ୍କ ଏକ ପୁରୁଣା ଫଟୋ ପୁଣିଥରେ ଭାଇରାଲ ହେଉଛି। ଫଟୋରେ ସେ ଫୁଟବଲ୍‌ର କ୍ରିଷ୍ଟିଆନ୍‌ ରୋନାଲ୍ଡୋଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ଫଟୋଟି ୨୦୦୭ର, ଯେତେବେଳେ ବିଶ୍ୱର ନୂଆ ସପ୍ତମାଶ୍ଚର୍ଯ୍ୟକୁ ନେଇ ହେଉଥିବା ଘୋଷଣା କାର୍ଯ୍ୟକ୍ରମରେ…

ଫସିଗଲେ ରାପର ବାଦ୍‌ଶାହା,ଗଣିବାକୁ ପଡ଼ିଲା ୧୫ ହଜାର ୫୦୦ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୧୭।୧୨: ଖ୍ୟାତନାମା ଗାୟକ ତଥା ରାପର ବାଦ୍‌ଶାହାଙ୍କ କଟିଛି ଚାଲାଣ। ଭୁଲ ରାସ୍ତାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ଦିଲ୍ଲୀ ପୋଲିସ ତାଙ୍କର ୧୫ ହଜାର ୫୦୦ ଟଙ୍କାର ଚାଲାଣ କାଟିଥିବା ଜଣାପଡ଼ିଛି। ରବିବାର ବାଦଶାହା ନିଜର ୩ କାର୍‌…

ଏପ୍ରିଲ ୧୮ରେ ‘ଘାଟି’

ହାଇଦ୍ରାବାଦ: ‘ବାହୁବଲୀ’ ଚଳଚ୍ଚିତ୍ରରେ ଦେବସେନା ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥିବା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କୁ ଆଗାମୀ ଦିନରେ ‘ଘାଟି’ ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ। ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଏହି ଆକ୍ସନ କ୍ରାଇମ୍‌ ଡ୍ରାମା…

ପାକିସ୍ତାନରେ ପାଳନ ହେଲା ରାଜ କପୁରଙ୍କ ୧୦୦ତମ ଜୟନ୍ତି

ଇସଲାମାବାଦ,୧୫।୧୨: ଭେଟେରାନ ହିନ୍ଦୀ ସିନେମା ଅଭିନେତା ରାଜ କପୁରଙ୍କ କେବଳ ଭାରତରେ ନୁହେଁ ଆମ ପଡୋଶୀ ଦେଶ ପାକିସ୍ଥାନରେ ମଧ୍ୟ ପ୍ରଶଂସକ ଅଛନ୍ତି। ସମ୍ପ୍ରତି କପୁର ପରିବାର ତାଙ୍କର ୧୦୦ତମ ଜନ୍ମ ବାର୍ଷିକୀକୁ ବହୁତ ବଡ଼ ଉତ୍ସବ ଆକାରରେ ପାଳନ କରିଛନ୍ତି…

ଆମେ ତାଙ୍କ ସାମ୍ନାରେ ‘ବେବି’, ଅମିତ ଶାହାଙ୍କୁ ଭେଟି ଏମିତି ପ୍ରତିକ୍ରିୟା ଦେଲେ ଅଭିନେତା ବରୁଣ ଧଓ୍ବନ

ନୂଆଦିଲ୍ଲୀ,୧୫।୧୨: ବଲିଉଡ ଅଭିନେତା ବରୁଣ ଧାୱନ ତାଙ୍କର ଆଗାମୀ ଚଳଚ୍ଚିତ୍ର ବେବି ଜନ ପ୍ରମୋସନରେ ବ୍ୟସ୍ତ ଅଛନ୍ତି। ନୂଆଦିଲ୍ଲୀ ଗସ୍ତ ସମୟରେ ଏହି ଅଭିନେତା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ବରୁଣ ଧାୱନ ଅମିତ ଶାହାଙ୍କ ସହ ସାକ୍ଷାତକାରର ଫଟୋ…

‘ପୁଷ୍ପାରାଜ’ ଅଲ୍ଲୁ ଅର୍ଜୁନଙ୍କ ପତ୍ନୀ ସ୍ନେହା କିଏ? ସ୍ବାମୀଙ୍କ ଭଳି କୋଟିରେ ଯାହାଙ୍କ ସମ୍ପତ୍ତି, ପ୍ରଥମ ଦେଖାରେ…

ହାଇଦ୍ରାବାଦ: ଆଜିକାଲି ଚର୍ଚ୍ଚାରେ ଅଛନ୍ତି ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ଶୁକ୍ରବାର ତାଙ୍କୁ ହାଇଦ୍ରାବାଦ ପୋଲିସ ଗିରଫ କରିଥିଲା। ନିମ୍ନ ଅଦାଲତ ତାଙ୍କୁ ୧୪ ଦିନ ଲାଗି ଜେଲକୁ ପଠାଇ ଦେଇଥିଲେ। ହେଲେ ତେଲେଙ୍ଗାନା ହାଇକୋର୍ଟ ତାଙ୍କୁ ବେଲ୍‌ ଦେଇଥିଲେ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?