ସ୍ବାମୀଙ୍କୁ ଜେଲ୍ ପଠାଇବାର ଦୁଇଦିନ ପରେ ଏମିତି କହିଲେ ଅଭିନେତ୍ରୀ
ଅଭିନେତ୍ରୀ ପୁନମ ପାଣ୍ଡେ ନିଜ ବୋଲ୍ଡ ଅନ୍ଦାଜକୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ପୁନମ ଏବଂ ବିବାଦ ମଧ୍ୟରେ ଏକ ଗଭୀର ସମ୍ପର୍କ ରହିଛି। କିଛି ସପ୍ତାହ ପୂର୍ବରୁ ପୁନମ ସାମ ବମ୍ବେଙ୍କୁ ବିବାହ କରିଥିଲେ। ଏନେଇ ସେ ସୋସିଆଲ ମିଡିଆ…
ଦୀପିକାଙ୍କ ଆଖିରେ ୩ଥର ଆସିଥିଲା ଲୁହ
ବଲିଉଡର କିଛି କଳାକାର ଏବେ ଡ୍ରଗ୍ସକୁ ନେଇ ବେଶ୍ ଚର୍ଚ୍ଚାରେ ରହିଛନ୍ତି। ନାର୍କୋଟିକ୍ସ କଣ୍ଡ୍ରୋଲ ବ୍ୟୁରୋ(ଏନସିବି) ଅଭିନେତ୍ରୀ ଦୀପିକା ପାଦୁକୋନ, ସାରା ଅଲ୍ଲୀ ଖାନ, ଶ୍ରଦ୍ଧା କପୁରଙ୍କୁ ଆକ୍ସନ ମୋଡରେ ପଚରାଉଚରା କରିଛି। ଏହାସହ ଏହି ୩ ଅଭିନେତ୍ରୀଙ୍କ ମୋବାଇଲ ମଧ୍ୟ…
ପିଲାଦିନେ ଏମିତି ଦିଶୁଥିଲେ ସୁଶାନ୍ତ ସିଂ ରାଜପୁତ, ଫଟୋ ଶେୟାର କଲେ ଭଉଣୀ
ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ବର୍ତ୍ତମାନ ରହସ୍ୟ ଘେରରେ। ଏହାକୁ ନେଇ ବିବାଦ ବଢ଼ୁଥିବା ବେଳେ, ଚେର ଲମ୍ବିବାରେ ଲାଗିଛି। ତେବେ ସୁଶାନ୍ତଙ୍କୁ ସର୍ବଦା ମନେ ପକାଉଥିବା ଭଉଣୀ ଶ୍ୱେତା ସିଂ କିର୍ତ୍ତୀ ଆରମ୍ଭରୁ ତାଙ୍କ ଭାଇଙ୍କୁ ନ୍ୟାୟ ଦାବି କରିଆସୁଛନ୍ତି।…
ଅନୁରାଗଙ୍କୁ ଗିରଫ କରା ନ ଗଲେ ଅନଶନରେ ବସିବେ ପାୟଲ!
ମୁମ୍ବାଇ; ବଲିଉଡ୍ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣି ଇଣ୍ଡଷ୍ଟ୍ରିରେ ହଇଚଇ କରିଥିବା ଅଭିନେତ୍ରୀ ପାୟଲ ଘୋଷ ନିଜ ଓକିଲଙ୍କ ସହ ଥାନାରେ ପହଞ୍ଚିଥିବା ଜଣାପଡିଛି । ସେଠାରେ ସେ ଅନୁରାଗଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି…
ଏହି ନିର୍ଦ୍ଦେଶକ ଏବେ ଠେଲାରେ ବିକୁଛନ୍ତି ପରିବା, ଜାଣନ୍ତୁ ତାଙ୍କ ଦୁଃଖଭରା କାହାଣୀ
ମୁମ୍ବାଇ: କେତେକ ଟେଲି ସିରିୟଲ ଏବଂ ଫିଲ୍ମରେ ନିର୍ଦ୍ଦେଶନା ଦେଇ ବେଶ୍ ପରିଚିତି ଲାଭ କରିଥିବା ନିର୍ଦ୍ଦେଶକ ରାମଭ୍ରିକ୍ ଗୌର ଆଜି ଠେଲା ଗାଡ଼ିରେ ପରିବା ବିକୁଛନ୍ତି। ଯେଉଁ କଳାକାରମାନଙ୍କୁ ସେମାନଙ୍କ ନିର୍ଦ୍ଦେଶରେ ହସାନ୍ତି ଆଉ କନ୍ଦାନ୍ତି ସେ ନିଜେ ଆଜି…
ଡ୍ରଗ୍ସ ମାମଲା: ଜବତ ହେଲା ଅଭିନେତ୍ରୀଙ୍କ ଫୋନ
ମୁମ୍ବାଇ,୨୭ ।୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାମଲା ବେଳକୁ ବେଳ ନୂଆ ମୋଡ ନେଉଛି । ଏହି ମାମଲାରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ, ସାରା ଅଲି ଖାଁ, ଶ୍ରଦ୍ଧା କପୁର, ରକୁଲ…
ଡ୍ରଗ୍ସ ସେବନ କଥାକୁ ଅସ୍ବୀକାର କଲେ ସାରା, ଶ୍ରଦ୍ଧା
ମୁମ୍ବାଇ,୨୬।୯-ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ ଥିବା ଜଣାପଡିବା ପରେ ଏନ୍ସିବି (ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ) ବଲିଉଡର ଅଭିନେତ୍ରୀ, ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ଏନ୍ସିବି ନିକଟରେ ହାଜର ହୋଇଥିଲେ ଶ୍ରଦ୍ଧା…
ଧର୍ମା ପ୍ରଡକ୍ସନର ଏକ୍ଜିକ୍ୟୁଟିଭ ପ୍ରଡ୍ୟୁସର କ୍ଷୀତିଜ ପ୍ରସାଦଙ୍କୁ ଗିରଫ କଲା ଏନ୍ସିବି
ମୁମ୍ବାଇ,୨୬।୯-ଡ୍ରଗ୍ସ ଲିଙ୍କ ଅଭିଯୋଗରେ ଧର୍ମା ପ୍ରଡକ୍ସନର ଏକ୍ଜିକ୍ୟୁଟିଭ ପ୍ରଡ୍ୟୁସର କ୍ଷୀତିଜ ରବି ପ୍ରସାଦଙ୍କୁ ଏନ୍ସିବି (ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ) ଶନିବାର ଗିରଫ କରିଛି। ଦିନକ ପୂର୍ବରୁ କ୍ଷୀତିଜଙ୍କୁ ଏନସିବି ଘଣ୍ଟା ଘଣ୍ଟା ଧରି ପଚରାଉଚରା କରିଥିଲା। ଡ୍ରଗ୍ସ ଡିଲରଙ୍କଠାରୁ ଡ୍ରଗ୍ସ ନେବା…
ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର
ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍ରେ ଡ୍ରଗ୍ସ କାରବାର ଲିଙ୍କ୍ ଥିବା ଜଣାପଡ଼ିବା ପରେ ଏନ୍ସିବି ବଲିଉଡ୍ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ସକାଳେ ଏନ୍ସିବି ନିକଟରେ ହାଜର ହୋଇଥିଲେ ଦୀପିକା ପାଦୁକୋନ।…
ଶିଳ୍ପା ଶେଟ୍ଟୀଙ୍କ ପୁଅ ଭିଆନ ଭଉଣୀ ପାଇଁ ତିଆରି କଲେ କେକ୍
ମା’ ହେବାର ଅନୁଭବ ସବୁ ମହିଳାଙ୍କ ପାଇଁ ସ୍ବତନ୍ତ୍ର। ଅଧିକାଂଶ ମହିଳା ସେମାନଙ୍କର ପ୍ରଥମ ସନ୍ତାନ ଭାବେ ପୁଅ ଚାହିଁଥାନ୍ତି। ହେଲେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ସବୁବେଳେ ଝିଅ ଚାହୁଁଥିଲେ। କିନ୍ତୁ ତାହା ହୋଇପାରିଲା ନାହିଁ। ପ୍ରଥମ ସନ୍ତାନ ଭାବେ…
ଏନ୍ସିବିରେ ହାଜର ହେଲେ ସାରା
ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପଚରାଉଚରା ପାଇଁ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ନାର୍କୋଟିକ୍ସ ସେଣ୍ଟ୍ରାଲ ବ୍ୟୁରୋ (ଏନ୍ସିବି)ରେ ହାଜର ହୋଇଛନ୍ତି। ଏନ୍ସିବି ପକ୍ଷରୁ ଡାକରା ପାଇ ଏହି ଅଭିନେତ୍ରୀ ଗୋଆରୁ ଆସି ମୁମ୍ବାଇରେ ପହଞ୍ଚିଛନ୍ତି। ତାଙ୍କ…
ସଞ୍ଜୟଙ୍କ ନୂଆ ଲୁକ୍ ଦେଖି ଖୁସି ହେଲେ ପ୍ରଶଂସକ
ମୁମ୍ବାଇ: ବଲିଉଡ୍ ନାୟକ ସଞ୍ଜୟ ଦତ୍ତ ନିକଟରେ ଲଙ୍ଗସ୍ କ୍ୟାନସରରେ ପୀଡ଼ିତ ହେବା ଖବର ହଠାତ୍ ସମସ୍ତଙ୍କୁ ଚମକାଇ ଦେଇଥିଲା । ହେଲେ ଏହା ଜଣାପଡିବା ପରେ ସଞ୍ଜୟ ଏହାର ତୁରନ୍ତ ଚିକିତ୍ସା ଆରମ୍ଭ କରିଥିଲେ । ଏବେ ସଞ୍ଜୟ କିଛିଦିନର…
Archives


