ମନୋରଞ୍ଜନ

ବଲିଉଡ୍‌ ଅଭିନେତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବଲିଉଡ୍‌ ତଥା ଟିଭି ଅଭିନେତ୍ରୀ ମାଲଭି ମଲହୋତ୍ରାଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ, ମଙ୍ଗଳବାର ରାତିରେ ମାଲଭିଙ୍କୁ ତାଙ୍କର ଜଣେ ପୁରୁଣା ବନ୍ଧୁ ଏକ ଛୁରୀରେ ହାଣି…

ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ରହିଥିଲେ ପୂଜା: ୪୪ ବର୍ଷରେ ବି ଅଛନ୍ତି ଫିଟ୍‌

ବଲିଉଡ୍‌ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ପୂଜା ବତ୍ରା। ଆଜି ଅର୍ଥାତ୍‌ ଅକ୍ଟୋବର ୨୭ ହେଉଛି ପୂଜାଙ୍କ ଜନ୍ମଦିନ। ୧୯୭୬ ମସିହାରେ ଉତ୍ତରପ୍ରଦେଶରେ ଜନ୍ମଗ୍ରହଣ କରିଥିବା ପୂଜା ଏବେ ବଡ଼ ପରଦାରୁ ଦୂରେଇ ଯାଇଛନ୍ତି ସତ, ହେଲେ…

ପ୍ରିୟଙ୍କା ମିସ୍‌ ଓ୍ବାର୍ଲ୍ଡ ଜିତିବା ପରେ ତାଙ୍କୁ କୋଳାଗ୍ରତ କରି ଏମିତି କହିଥିଲେ ମା’

ଅଭିନେତ୍ରୀ ତଥା ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ୨୦୦୦ରେ ମିସ ୱାଲର୍‌ଡ ଟାଇଟଲ ହାସଲ କରିଥିଲେ। ଏହା କେବଳ ତାଙ୍କ ପାଇଁ ନୁହେଁ, ସମଗ୍ର ଭାରତ ପାଇଁ ସମ୍ମାନ ଓ ଗର୍ବର ବିଷୟ ଥିଲା। ମିସ ୱାଲର୍‌ଡ ମୁକୁଟ ପିନ୍ଧିବା ସମୟରେ…

ବର୍ଷର ସବୁଠାରୁ ବଡ଼ ଠକେଇ ସୋନୁ ସୁଦଙ୍କ ସହାୟତା!

ମହାମାରୀ କରୋନା ଯୋଗୁ ଦେଶରେ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଗରିବ ତଥା ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରି ପ୍ରକୃତ ହିରୋ ପାଲଟିଯାଇଛନ୍ତି। ଲକ୍‌ଡାଉନ୍‌ ସମୟରେ ଜଣେ କି ଦୁଇ ଜଣଙ୍କୁ ନୁହେଁ ହଜାର ହଜାର…

କରୋନାରେ ଆଖିବୁଜିଲେ ଏହି ସୁପରଷ୍ଟାର

ଗୁଜୁରାଟୀ ଫିଲ୍ମର ସୁପରଷ୍ଟାର ନରେଶ କାନୋଡିୟାଙ୍କର ୭୭ ବର୍ଷ ବୟସରେ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ ହେବା ପରେ ସେ ଅହମ୍ମଦାବାଦର ୟୁଏନ୍‌ ମେହତା ଇନ୍‌ଷ୍ଟିଚ୍ୟୁଟ୍‌ରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର…

ପୂର୍ବତନ ବୟଫ୍ରେଣ୍ଡ୍‌ ସହ ଫଟୋ ଶେୟାର କଲେ କରୀନା କପୁର

ଅଭିନେତା ଶାହିଦ କପୁର ଏବଂ କରୀନା କପୁରଙ୍କ ପ୍ରେମ କାହାଣୀ ଏକଦା ଇଣ୍ଡଷ୍ଟ୍ରୀରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ଦୁଇ କଳାକାର ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି। ଜବ୍‌ ଉଇ ମେଟ୍‌ରେ ଉଭୟଙ୍କ ଅଭିନୟକୁ ଦର୍ଶକ ଆଜିବି ମନେ ରଖିଛନ୍ତି। ନିକଟରେ…

ଦଶହରାରେ କର୍ମଚାରୀଙ୍କୁ କାର୍‌ ଉପହାର ଦେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ କେବଳ ଅଭିନୟ ପାଇଁ ନୁହେଁ, ବରଂ ତାଙ୍କ ଉଦାରତା ପାଇଁ ମଧ୍ୟ ଜଣାଶୁଣା। ସେ ଦଶହରା ଉପଲକ୍ଷେ ତାଙ୍କ କର୍ମଚାରୀଙ୍କୁ ଏକ କାର ଉପହାର ଦେଇଛନ୍ତି। ସୋସିଆଲ ମିଡିଆରେ ଭିଡିଓ ଏବଂ ଫଟୋ ଭାଇରାଲ…

ଭାବି ସ୍ବାମୀଙ୍କ ସହ ଫଟୋ ଶେୟାର କଲେ ବଲିଉଡର ଏହି ଲୋକପ୍ରିୟ ଅଭିନେତ୍ରୀ

ଖୁବଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ। ସେ ପ୍ରତିଷ୍ଠିତ ବ୍ୟବସାୟୀ ଗୌତମ କିଚଲୁ ବିବାହ କରିବେ। ପବିତ୍ର ଦଶହରା ଅବସରରେ ଦୁହେଁ ଏକାଠି ନଜର ଆସିଛନ୍ତି। ଏ ନେଇ କାଜଲ ସୋସିଆଲ ମିଡିଆରେ ଫଟୋ ଶେୟାର…

ମୁମ୍ବାଇ ରାସ୍ତାରୁ ଫଳ କିଣିଲେ ଏହି ଅଭିନେତ୍ରୀ

ଏବେ ସମ୍ପୂର୍ଣ୍ଣ ଭାବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଜନତାଙ୍କ ପରି ବଲିଉଡ୍‌ କଳାକାରଙ୍କୁ ମଧ୍ୟ ମୁମ୍ବାଇର ଭିନ୍ନ ଭିନ୍ନ ସ୍ଥାନରେ ବୁଲୁଥିବାର ଦେଖିବାକୁ ମିଳୁଛି। କିଏ ପ୍ରାତଃ ଭ୍ରମଣ କରୁଛନ୍ତି ତ ଆଉ କିଏ କିଣାକିଣି କରୁଥିବାର ନଜରକୁ…

୪୮ ବର୍ଷରେ ପୁଣିଥରେ ମା’ ହେଲେ ଏହି ଲୋକପ୍ରିୟ ଅଭିନେତ୍ରୀ!

ବଲିଉଡ୍‌ ଅଭିନେତ୍ରୀ ମନ୍ଦିରା ବେଦୀ ୪୮ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହୋଇଛନ୍ତି। ହେଲେ ମନ୍ଦିର ଏହି କନ୍ୟା ସନ୍ତାନକୁ ଜନ୍ମ ଦେଇ ନାହାନ୍ତି। ମନ୍ଦିରା ଏବଂ ତାଙ୍କ ସ୍ବାମୀ ରାଜ କୌଶଲ ଏକ କନ୍ୟାକୁ ପୋଷ୍ୟ ସନ୍ତାନ…

ଏମିତି କଲେ ଦୀପିକା ପାଦୁକୋନ: ଉତ୍ସାହିତ ହୋଇପଡ଼ିଲେ ପ୍ରଶଂସକ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଅନେକ ଦିନ ହେବ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ। ନିକଟରେ ସେ ଜଣେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାପରେ ଦୀପିକାଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇପଡ଼ିଛନ୍ତି। ଡ୍ରଗ୍ସ କାରବାରରେ ଫସିବା ପରେ ଦୀପିକା ଇଣ୍ଟରନେଟ୍‌ରୁ…

ବିବାହ କରିବେ ‘କୁଛ୍‌ କୁଛ୍‌ ହେତା ହୈ’ର ଛୋଟ ସର୍ଦ୍ଦାର: ଜାଣନ୍ତୁ କାହାକୁ…

ଫିଲ୍ମ ‘କୁଛ୍‌ କୁଛ୍‌ ହେତା ହୈ’ରେ ସର୍ଦ୍ଦାର ଚରିତ୍ରରେ ଅଭିନୟ କରିଥିବା ସେଇ ଛୋଟ କ୍ୟୁଟ୍‌ ପିଲାଟିକୁ ସମସ୍ତେ ମନେ ରଖିଥିବେ ନିଶ୍ଚୟ। ଫିଲ୍ମରେ ସେ ଶାହାରୁଖ୍‌ ଖାନ୍‌ଙ୍କ ଝିଅ ଅଞ୍ଜଳୀର ବନ୍ଧୁ ସାଜିଥିଲେ। ସବୁବେଳେ ରାତିରେ ତାଙ୍କୁ ତାରା ଗଣୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?