ସ୍ତ୍ରୀଙ୍କ ନାଇଟ୍ ପିନ୍ଧି ଚର୍ଚ୍ଚାରେ କମେଡି କିଙ୍ଗ୍
ଛୋଟ ପରଦାରେ ଦ କପିଲ ଶର୍ମା ଶୋ’ ବେଶ୍ ଚର୍ଚ୍ଚିତ। ଲକ୍ଡାଉନ୍ ପରେ ପୁଣି ଆରମ୍ଭ ହୋଇଥିବା ଏହି ଶୋ’ ଲୋକଙ୍କ ମୁହଁରେ ହସ ଫୁଟାଇବାରେ ସହାୟକ ହୋଇଛି। ଶୋ’ର ମୁଖ୍ୟ ଚରିତ୍ର କପିଲ ଶର୍ମାଙ୍କ କମେଡି କେବଳ ଦେଶରେ ନୂହେଁ,…
ଡ୍ରଗ୍ସ ଲିଙ୍କ ମାମଲାରେ ବଲିଉଡ ଅଭିନେତା ଅର୍ଜୁନ ରାମପାଲଙ୍କ ସମ୍ପର୍କୀୟ ଗିରଫ
ଡ୍ରଗ୍ସ ଲିଙ୍କ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ବଲିଉଡ ଅଭିନେତା ଅର୍ଜୁନ ରାମପାଲଙ୍କ ଗର୍ଲଫ୍ରେଣ୍ଡ ଗବରିଏଲା ଡେମେଟ୍ରିଏଡଙ୍କ ଭାଇଙ୍କୁ ଗିରଫ କରିଛି। ସେ ହେଲେ ଆଗିସିଆଲୋସ ଡେମେଟ୍ରିଏଡ। ଏନ୍ସିବି ଅଧିକାରୀମାନେ ଆଗିସିଆଲୋସଙ୍କଠାରୁ ଏକ ହାଶିଶ ଏବଂ ଆଲପ୍ରାଜୋଲାମ ଟାବଲେଟ ଜବତ…
ଏହି ଦିନ ବିବାହ କରିବେ ନେହା କକ୍କର!
ପ୍ରସିଦ୍ଧ ଗାୟିକା ନେହା କକ୍କର ଏବଂ ରୋହନପ୍ରୀତ ସିଂ ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ଦୁହିଁଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କାର୍ଡରେ ଏହା ସ୍ପଷ୍ଟ ଦେଖାଯାଉଛି ଯେ ନେହା ଏବଂ ରୋହନପ୍ରୀତ ଅକ୍ଟୋବର…
ଚା’ ଦୋକାନରେ କପ୍ ଧୋଉଥିଲେ ଏହି ପ୍ରସିଦ୍ଧ ଅଭିନେତା
ଅଭିନୟ ଦୁନିଆରେ ପାଦ ଦେବା ପୂର୍ବରୁ ମନରେ ପ୍ରଥମ ଚିନ୍ତାଧାରା ଆସେ ଯେ ଅଭିନୟ ବ୍ୟତୀତ ସ୍ମାର୍ଟ ଏବଂ ରୂପରେ ସୁନ୍ଦର ହେବା ନିହାତି ଆବଶ୍ୟକ। କିନ୍ତୁ ପ୍ରସିଦ୍ଧ ଅଭିନେତା ଓମ ପୁରୀ ଏହାର ବିପରୀତ ଥିଲେ। ସେ ସ୍ମାର୍ଟ ନ…
ଅନୁଷ୍କାଙ୍କ ଡେଲିଭରୀ ଡେଟ୍ ଜଣାଇଲେ ବିରାଟ!
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର ମଧ୍ୟ କରୁଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ…
ଏଫ୍ଆଇଆରର ଜବାବ ଦେଲେ କଙ୍ଗନା!
ମୁମ୍ବାଇ: ବଲିଉଡ୍ର ଚର୍ଚ୍ଚିତ ନାୟିକା କଙ୍ଗନାଙ୍କ ସମୟ ଏବେ ଭଲ ଚାଲିନାହିଁ । ଶନିବାରଠାରୁ ନବରାତ୍ରୀ ଆରମ୍ଭ ହୋଇଥିଲା ବେଳେ କଙ୍ଗନାଙ୍କ ଆଇନ ଯୁଦ୍ଧ ବି ତାଙ୍କ ପଛରେ ପଡିଯାଇଛି । ବାନ୍ଦ୍ରା କୋର୍ଟ କାଷ୍ଟିଙ୍ଗ ଡାଇରେକ୍ଟର ସାହିଲ ଅଶରଫ ସୟଦଙ୍କ…
ରିଲିଜ ହେଲା ଲକ୍ଷ୍ମୀ ବମର ‘ବୁର୍ଜ ଖଲିଫା’ ଗୀତ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଓ କିୟାରା ଆଡଭାନିଙ୍କ ଅଭିନୀତ ‘ଲକ୍ଷ୍ମୀ ବମ’ ଫିଲ୍ମର ଯେଉଁ ଗୀତକୁ ଦର୍ଶକେ ଆଗ୍ରହର ସହ ଅପେକ୍ଷା କରିଥିଲେ ଶେଷରେ ତାହା ରିଲିଜ ହୋଇଛି । ‘ବୁର୍ଜ ଖଲଫା’ ଗୀତ ରିଲିଜ୍ ହେବାର…
‘ବଧାଇ ହୋ’ ପରେ ଆସୁଛି ‘ବଧାଇ ଦୋ’, ପ୍ରଥମଥର ନଜର ଆସିବେ ଏହି ଯୋଡ଼ି
ମୁମ୍ବାଇ: ବଲିଉଡ ଅଭିନେତା ଆୟୁଷ୍କାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ବଧାଇ ହୋ’ର ସିକ୍ବେଲ ‘ବଧାଇ ଦୋ’ ଆସନ୍ତା ଜାନୁୟାରୀରେ ଶୁଟିଂ ହେବ। ‘ବଧାଇ ହୋ’ର ସଫଳତାକୁ ଦେଖି ଏହାର ସିକ୍ବେଲ ପ୍ରସ୍ତୁତ କରାଯାଇଛି। ‘ବଧାଇ ହୋ’ର ଦୁଇବର୍ଷ ପରେ ନିର୍ମାତା ଏହାର…
ଟୁଇଟ୍କୁ ନେଇ ଫସିଲେ କଙ୍ଗନା
ମୁମ୍ବାଇ, ୧୮ା୧୦: ସୋସିଆଲ ମିଡିଆରେ ଏକ ଟୁଇଟ୍କୁ ନେଇ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ ଓ ତାଙ୍କ ଭଉଣୀ ରଙ୍ଗୋଲି ଚାଣ୍ଡେଲ ଫସିଯାଇଛନ୍ତି। ସେମାନଙ୍କ ଟୁଇଟ୍ ମାରାତ୍ମକ ଓ ଏହା ସ।ମ୍ପ୍ରଦାୟିକ ଭେଦଭାବ ସୃଷ୍ଟିକରିବ ବୋଲି ଅଭିଯୋଗ ହୋଇଥିଲା। ଏନେଇ କାଷ୍ଟିଂ ନିର୍ଦ୍ଦେଶକ…
୨୧ତମ ବିବାହ ବାର୍ଷିକୀରେ ସ୍ବାମୀଙ୍କୁ ଶୁଭକାମନା ଜଣାଇଲେ ମାଧୁରୀ
ମୁମ୍ବାଇ: ବଲିଉଡର ଧକ୍ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ ଆଜିକାଲି ବ୍ୟକ୍ତିଗତ ଜୀବନକୁ ନେଇ ଖୁବ୍ ବ୍ୟସ୍ତ ରହୁଛନ୍ତି। ଆଜି ମାଧୁରୀ ତାଙ୍କର ୨୧ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସ୍ବାମୀଙ୍କୁ ମଧ୍ୟ ଶୁଭକାମନା ଜଣାଇଛନ୍ତି। ଇନ୍ଷ୍ଟାଗ୍ରାମରେ ମାଧୁରୀ…
ମିଥୁନଙ୍କ ପତ୍ନୀ-ପୁଅଙ୍କ ବିରୋଧରେ ଆସିଲା ବଳାତ୍କାର-ଗର୍ଭପାତ ଅଭିଯୋଗ!
ମୁମ୍ବାଇ: ବଲିଉଡ୍ ନାୟକ ମିଥୁନ ଚକ୍ରବର୍ତ୍ତିଙ୍କ ପୁଅ ମହାଅକ୍ଷୟ ଚକ୍ରବର୍ତ୍ତି ଏବେ ଅଡୁଆରେ ପଡିଯାଇଛନ୍ତି । ତାଙ୍କ ବିରୋଧରେ ମୁମ୍ବାଇର ଓସିୱାରା ପୋଲିସ ଷ୍ଟେଶନରେ ବଳାତ୍କାର କରିବା ଓ ଗର୍ଭପାତ କରାଇବା ଅଭିଯୋଗ ଆସିଛି । ଏହି ମାମଲାରେ ମିଥୁନଙ୍କ ପତ୍ନୀ…
ମନ୍ଦିରରେ ବିବାହ କରିବେ ଆଦିତ୍ୟ
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଗାୟକ ଉଦିତ ନାରାୟଣଙ୍କ ପୁଅ ତଥା ଟେଲିଭିଜନ ହୋଷ୍ଟ ଆଦିତ୍ୟ ନାରାୟଣଙ୍କ ବିବାହକୁ ନେଇ ଏବେ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ହେଉଛି । ଆଦିତ୍ୟ କିଛିଦିନ ପୂର୍ବରୁ ଶ୍ୱେତା ଅଗ୍ରୱାଲଙ୍କୁ ବିବାହ କରିବା କଥା କହିଥିଲେ…

