ମନୋରଞ୍ଜନ

ଆଇପିଏଲ୍‌କୁ ଅଧିକ ରୋମାଞ୍ଚକର କଲା ସୁହାନାଙ୍କ ଏକ୍ସପ୍ରେଶନ: ଫଟୋ ଭାଇରାଲ

ମୁମ୍ବାଇ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସିଜିନରେ ଚାଲୁରହିଛି। ଶୁକ୍ରବାର ଶାହାରୁଖ୍‌ ଖାନ୍‌ଙ୍କ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଏହି ସମୟରେ ଶାହାରୁଖ୍‌ ନିଜ ଦଳକୁ ଉତ୍ସାହିତ କରିବା ପାଇଁ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ।…

ବିବାହ କରିବେ ତାରା ସୁତରିୟା

ବଲିଉଡ୍‌ ଲଭ୍‌ବାର୍ଡ ତାରା ସୁତରିୟା ଏବଂ ଆଦର ଜୈନ୍‌ଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଏକ ରିପୋର୍ଟ ଅନୁସାରେ, ତାରା ଏବଂ ଆଦର ଖୁବ୍‌ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ପୂର୍ବରୁ ଏହି ଯୋଡି ନିଜର ରିଲେସନଶିପ୍‌ ବିଷୟରେ ଇନ୍‌ଷ୍ଟାଗ୍ରାମ୍‌ରେ ଜଣାଇ…

କରୋନାକୁ ହରାଇବା ପରେ ଫିଟ୍‌ ରହିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ଏହି ଲୋକପ୍ରିୟ ଅଭିନେତ୍ରୀ

‘ବାହୁବଳୀ’ ଅଭିନେତ୍ରୀ ତମନ୍ନା ଭାଟିଆ ନିକଟରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କିନ୍ତୁ କରୋନା ତାଙ୍କୁ ସମ୍ପୂର୍ଣ୍ଣ ରୂପ ଭାଙ୍ଗଦେଇଛି। ନିଜକୁ ପୁଣିଥରେ ଫିଟ୍‌ ରଖିବା ପାଇଁ ତମନ୍ନା ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିଜର ଷ୍ଟାମିନା ବଢ଼ାଇବା ପାଇଁ…

କଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ଆଦେଶ ଦେଲେ ବାନ୍ଦ୍ରା କୋର୍ଟ

ମୁମ୍ବାଇ, ୧୭।୧୦: କକଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ବାନ୍ଦ୍ରା କୋର୍ଟ ଆଦେଶ ଦେଇଛନ୍ତି। ବଲିଉଡ୍‌ରେ ସାମ୍ପ୍ରଦାୟିକ ଭେଦଭାବ ସୃଷ୍ଟି କରିବା ଲାଗି କଙ୍ଗନା ଉଦ୍ୟମ କରୁଥିବା ଅଭିଯୋଗରେ ତୁରନ୍ତ ମାମଲା ଦାଏର କରିବାକୁ କୋର୍ଟ କହିଛନ୍ତି। ଟୁଇଟ୍‌ କରି ଏବଂ…

ସୁଶାନ୍ତଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି: ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିବାକୁ କହିଲେ ଭଉଣୀ ଶ୍ୱେତା

ମୁମ୍ବାଇ, ୧୭।୧୦: ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସମ୍ପର୍କୀୟ ଭାଇ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ନୀରଜ କୁମାର ସିଂ ବବଲୁଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜନସମ୍ପର୍କ କରିବା ସମୟରେ ହଠାତ୍‌ ସେ ଛାତିରେ ଯନ୍ତ୍ରଣା ଅନୁଭବ…

ଗୁଗୁଲ କହୁଛି ଏହି ଭାରତୀୟ କ୍ରିକେଟରଙ୍କ ସ୍ତ୍ରୀ ସାରା ତେନ୍ଦୁଲକର

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ନେଇ ଗୁଗୁଲ ସର୍ଚ୍ଚରେ ଏମିତି କିଛି ତଥ୍ୟ ଆସୁଛି, ଯାହାକୁ ନେଇ ସବୁଆଡ଼େ ଚର୍ଚ୍ଚା। ଭାରତୀୟ କ୍ରିକେଟର ଶୁଭମନ ଗିଲ୍‌ଙ୍କ ସ୍ତ୍ରୀ କିଏ ବୋଲି ସର୍ଚ୍ଚ କଲେ ସାରା ତେନ୍ଦୁଲକରଙ୍କ ନାମ ଏବଂ…

ବଲିଉଡ କଣ୍ଠଶିଳ୍ପୀ କୁମାର ସାନୁ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୧୦- ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡର କଣ୍ଠଶିଳ୍ପୀ କୁମାର ସାନୁ। ଏ ନେଇ ଶୁକ୍ରବାର କୁମାର ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଦୁର୍ଭାଗ୍ୟବଶତଃ ସାନୁଦା’ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି, ଦୟାକରି ତାଙ୍କର ଉତ୍ତମ…

ଟୁଇଟର ୟୁଜର୍ସଙ୍କ ଟାର୍ଗେଟରେ ଅକ୍ଷୟ!

ମୁମ୍ବାଇ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବେ ଟୁଇଟର ୟୁଜସଙ୍କ ଟାର୍ଗେଟକୁ ଆସି ଯାଇଛନ୍ତି । କାରଣ ତାଙ୍କ ଅପକମିଂ ଫିଲ୍ମ ‘ଲକ୍ଷ୍ମୀ ବମ୍‌’କୁ ନେଇ ୟୁଜର୍ସ ରାଗି ଯାଇଛନ୍ତି । #ShameOnUAkshayKumar ଏବେ ଟୁଇଟରରେ ଟ୍ରେଣ୍ଡ କରୁଛି । ଅସଲ…

ଅତୀତକୁ ମନେ ପକାଇଲେ ଆଲିଆ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ସମୟ ଏବେ ଭଲ ଚାଲିନାହିଁ । କିଛିଦିନ ହେଲା ସୋସିଆଲ ମିଡିଆରେ ଟ୍ରୋଲ ହୋଇଥିବା ଆଲିଆ ଖୁବ୍ ଚାପଗ୍ରସ୍ତ ରହୁଥିବା ଦେଖାଯାଇଥିଲା । ଏମିତିକି ଲକ୍‌ଡାଉନ ସମୟରେ ମଧ୍ୟ ତାଙ୍କ ସମୟ ଭଲରେ କଟି…

କାଶ ହେବାରୁ ଏହି ଲୋକପ୍ରିୟ ଅଭିନେତ୍ରୀ କରାଇଲେ କୋଭିଡ୍‌ ଟେଷ୍ଟ

କରୋନା ମହାମାରୀ ସାରା ଦେଶରେ ବ୍ୟାପୁଛି। ଏହାର ଭୟ ଲୋକଙ୍କ ମନରେ ଏତେ ମାତ୍ରାରେ ଅଛି ଯେ, ଯଦି ସାମାନ୍ୟ ଅସୁସ୍ଥ ଲାଗୁଛି ଲୋକେ ପ୍ରଥମେ କରୋନା ପରୀକ୍ଷା କରୁଛନ୍ତି। ଏହି ମହାମାରୀର ସର୍ବାଧିକ ପ୍ରଭାବ ମହାରାଷ୍ଟ୍ରରେ ଦେଖାଯାଉଛି । ଯେଉଁଠାରେ…

ମୁହଁ ଖୋଲିଲେ ମଲ୍ଲିକା: ହାତରୁ କାହିଁକି ଚାଲିଗଲା ୨୦-୩୦ ଫିଲ୍ମ କହିଲେ

ଅଭିନେତ୍ରୀ ମଳ୍ଲିକା ଶେରାଓ୍ବତ୍‌ ବୋଲ୍ଡ ଦୃଶ୍ୟ ପାଇଁ ବଲିଉଡ୍‌ରେ ବେସ୍‌ ପରିଚିତ। ଅନେକ ଫିଲ୍ମରେ କାମକରି ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି କରିପାରିଛନ୍ତି। ଏକଦା ତାଙ୍କ ହାତରେ ୨୦-୩୦ଟି ଫିଲ୍ମ ଥିଲା। ମାତ୍ର ଏଥିରୁ ସେ କୌଣସି…

ମା’ବାପାଙ୍କୁ ଧମକ ଦେଇଥିଲେ କରୀନା: ଜାଣନ୍ତୁ କ’ଣ ପାଇଁ….

ବଲିଉଡ୍‌ର ସବୁଠାରୁ ଲୋକପ୍ରିୟ ଯୋଡିଙ୍କ ମଧ୍ୟରୁ ଅନ୍ୟତମ କରୀନା କପୁର, ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଯୋଡି। ଆଜି ଅର୍ଥାତ୍‌ ଅକ୍ଟୋବର ୧୬ ହେଉଛି ଏହି ଯୋଡିଙ୍କର ୮ତମ ବିବାହ ବାର୍ଷିକୀ। ପ୍ରାୟ ୪ ବର୍ଷ ପର୍ଯ୍ୟନ୍ତ କରୀନା, ସୈଫ୍‌ ପରସ୍ପରକୁ ଡେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?